Home Left

ଶିବସେନା ସହ ସରକାର ଗଠନକୁ ମିଳିଲା ଗ୍ରୀନ୍‌ ସିଗ୍‌ନାଲ

ନୂଆଦିଲ୍ଲୀ,୨୧।୧୧: କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି)ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏଥିରେ ମହାରାଷ୍ଟ୍ରରେ ଶିବସେନା ସହ ସରକାର ଗଠନକୁ ନେଇ ଆଲୋଚନା ହୋଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶିବସେନା ସହ ସରକାର ଗଠନକୁ ନେଇ କଂଗ୍ରେସ ଗ୍ରୀନ୍‌ ସିଗ୍‌ନାଲ ଦେଇଛି। ତେବେ…

‘ଲିମ୍‌କା ବୁକ୍‌ ରେକର୍ଡସ୍‌’ରେ ୪ର୍ଥ ଥର ପାଇଁ ପେପରମ୍ୟାନ୍‌ ଶଶାଙ୍କ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ପୁଣିଥରେ ‘ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌’ରେ ସ୍ଥାନ ପାଇବେ ‘ପେପରମ୍ୟାନ୍‌’ ଶଶାଙ୍କ ଶେଖର ଦାଶ। ଚତୁର୍ଥ ଥର ଲାଗି ସେ ଏହି ରେକର୍ଡସ୍‌ରେ ନିଜ ନାମଦରଜ କରିବେ। ଏନେଇ ତାଙ୍କୁ ଇ-ମେଲ ଯୋଗେ ଜଣାଯାଇଛି। ସର୍ବାଧିକ ବିଦେଶୀ ଖବରକାଗଜ…

ଋଣ ପ୍ରଦାନ ନାଁରେ ୧.୯୬ କୋଟି ଠକେଇ: ୨ ପୂର୍ବତନ ବ୍ୟାଙ୍କ ଅଧିକାରୀ ଗିରଫ

ଭୁବନେଶ୍ୱର/ ସମ୍ବଲପୁର ୨୧।୧୧(ବ୍ୟୁରୋ): ବ୍ୟାଙ୍କ ଋଣ ପ୍ରଦାନ ଆଳରେ ୧.୯୬ କୋଟି ଟଙ୍କା ଠକେଇରେ ସଂପୃକ୍ତ ସିଣ୍ଡିକେଟ ବ୍ୟାଙ୍କର ୨ ପୂର୍ବତନ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ପ୍ରଧାନପଡାରେ…

ବିଧାୟକ କହିଲେ, ଫୁଲମାଳ ନୁହେଁ ମୋତେ ବହି ଦରକାର

ଥିରୁଭାନନ୍ତପୁରମ୍‌, ୨୧।୧୧: ଆଜିକାଲି ସୋସିଆଲ ମିଡିଆରେ କେରଳର ଜଣେ ବିଧାୟକଙ୍କ ଫଟୋ ଏବଂ କାହାଣୀ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ନିଜ ଫେସବୁକରେ ଏକ ଫଟୋ ପୋଷ୍ଟ କରିଥିଲେ। ଯାହାର କ୍ୟାପଶନରେ ସେ ଲେଖିଥିଲେ, ଲୋକମାନେ ମୋତେ ଯେବେ ବି…

୩୦ରେ ପୂରିବ ସଂଶୋଧିତ ମୋଟରଯାନ ଆଇନ କୋହଳ ଅବଧି: ଡ୍ରାଇଭିଂ ଲାଇସେନ୍ସଧାରୀଙ୍କ ସଂଖ୍ୟା ୭ ଗୁଣ ବୃଦ୍ଧି

କଟକ ଅଫିସ, ୨୧।୧୧: ସଂଶୋଧିତ ମୋଟରଯାନ ଆଇନର କୋହଳ ଅବଧି ନଭେମ୍ବର ୩୦ରେ ପୂରିଯିବ। ଡିସେମ୍ବର ପହିଲାରୁ ରାଜ୍ୟରେ ପୁଣି ଏହି ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏହି କୋହଳ ଅବଧି ମଧ୍ୟରେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି।…

ଟ୍ରାଫିକ କନଷ୍ଟେବଳଙ୍କୁ ଅସଦାଚରଣ, ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୧।୧୧ (ଡି.ଏ ନ.ଏ.): କାର୍ଯ୍ୟରତ ଜନୈକ ଟ୍ରାଫିକ ମହିଳା କନଷ୍ଟେବଳଙ୍କୁ ଅସଦାଚରଣ କରିବା ଅଭିଯୋଗ ବୁଧବାର ଏୟାରପୋର୍ଟ ଥାନା ପୋଲିସ ପୁନମାଗେଟରେ ଜନୈକ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ହେଲେ ଅମିତ ମହାପାତ୍ର।…

ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ ମୃତ୍ୟୁ ଘଟିଛି। କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶିଳ୍ପପତି ଭାବେ…

କଲ୍ୟାଣମଣ୍ଡପ, ସଭାଗୃହ ସମ୍ମୁଖରେ ପାର୍କିଂ କଟକଣା: ଯାଞ୍ଚ ହେବ ନଥିପତ୍ର, ସର୍ଭେ ଆରମ୍ଭ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): କଲ୍ୟାଣ ମଣ୍ଡପ ଓ ସଭାଗୃହ କରି ବ୍ୟବସାୟ କରୁଥିଲେ ମଧ୍ୟ ଆବଶ୍ୟକ ପାର୍କିଂ ସୁବିଧା ରଖାଯାଉନି। ଫଳରେ ଏଠାକୁ ଆସୁଥିବା ଲୋକେ ସମ୍ମୁଖ ରାସ୍ତାରେ ଗାଡ଼ି ରଖି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ଏଥିଯୋଗୁ ଗାଡ଼ିମୋଟର ଚଳାଚଳ ସମସ୍ୟା ସୃଷ୍ଟି…

ସାଧ୍ୱୀ ପ୍ରଜ୍ଞାଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୧୧: ମାଲୋଗାଁଓ ବୋମା ବିସ୍ଫୋରଣର ଅଭିଯୁକ୍ତ ତଥା ମଧ୍ୟପ୍ରଦେଶ ଭୋପାଳରୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା ସମିତିରେ ଏକ ଗୁରୁଦାୟିତ୍ୱ ଦିଆଯାଇଥିବା ଜଣାପଡିଛି। ଏବେ ତାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟ ସମିତିର ସଦସ୍ୟ…

ପୋଢୁଅଁ। ହେଲେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ.ଏ.): ପ୍ରଥମାଷ୍ଟମୀ ଅବସରରେ ବୁଧବାର ମହାପ୍ରଭୁ ଶ୍ରୀଲିଙ୍ଗରାଜ ପୋଢୁଅଁ। ହୋଇଛନ୍ତି। ଦୈନନ୍ଦିନ ରୀତିନୀତି କରି ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ, ମା’ ଗୌରୀ ଏବଂ ପ୍ରଭୁ ବାସୁଦେବ ସୁସଜ୍ଜିତ ବିମାନ ଓ ପାଲିଙ୍କିରେ ଶ୍ରୀଲିଙ୍ଗରାଜଙ୍କ ମାମୁ ଘର ମୈତ୍ରୟେଶ୍ୱର ମନ୍ଦିର ଯାତ୍ରା…

ଫସର ଫାଟିଲା ଗ୍ୟାଙ୍ଗଷ୍ଟର ରବିଙ୍କ ଅପହରଣ ଯୋଜନା: ବାଙ୍କୁଆଳରୁ ୫ ସହଯୋଗୀ ଗିରଫ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଏନ୍‌କାଉଣ୍ଟର ତଥା ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରବି ରାଓଙ୍କ ଅପହରଣ ଯୋଜନା ଫସର ଫାଟିଛି। ଜେଲରୁ କୋର୍ଟ ଯିବା ବେଳେ ରବିଙ୍କୁ ଅପହରଣ କରିନେବାର ଯୋଜନା ରଚିଥିବା…

୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍‌ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ନାରାୟଣ ବସ୍ତିର ଦୟାନିଧି ବରାଡ଼ (୩୭), ଖଣ୍ଡଗିରି ଥାନା ଶିରିପୁରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri