Home Left

ପଞ୍ଜାବ ଦେଇ କଶ୍ମୀରକୁ ଅସ୍ତ୍ର ଚୋରାଚାଲାଣ କରୁଛି ପାକ୍‌

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ପାକିସ୍ତାନ ସରକାରଙ୍କ ଉପରେ ଚାପ ପକାଉଥିବାବେଳେ ଏବେ ସେଠାରୁ ପଞ୍ଜାବ ଦେଇ କଶ୍ମୀରକୁ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ହେଉଥିବା ଜଣାପଡିଛି। ଗତବର୍ଷ ଫେବୃୟାରୀରେ ପୁଲ୍‌ଓ୍ବାମା ଆତ୍ମଘାତୀ…

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଗତବର୍ଷ ସେପ୍ଟେମ୍ବରରେ ଦାଖଲ ଚାର୍ଜଶିଟ୍‌ରେ ପୁଲ୍‌ଓ୍ବାମା ଆକ୍ରମଣ ମାଷ୍ଟରମାଇଣ୍ଡ ମୁଦାସିର୍‌ ଅହମଦ…

ହାଫିଜ୍‌ ସୟିଦଙ୍କୁ ୧୧ ବର୍ଷ ଜେଲ

ଲାହୋର,୧୩ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ ସୟିଦଙ୍କୁ ପାକିସ୍ତାନର ଏକ ଅଦାଲତ ୧୧ ବର୍ଷ ଜେଲ୍‌ଦଣ୍ଡାଦେଶ ଶୁଣାଇଛନ୍ତି। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ସମ୍ପର୍କିତ ଦୁଇଟି ମାମଲାରେ ହାଫିଜଙ୍କୁ ଦୋଷୀସାବ୍ୟସ୍ତ କରାଯାଇ ଏହି ଦଣ୍ଡାଦେଶ ଦିଆଯାଇଛି। ଏହି…

ଶ୍ରୀବିଗ୍ରହଙ୍କ ଚିତାଲାଗିରେ ତ୍ରୁଟି

ପୁରୀ ଅଫିସ,୧୩ା୨: ଶ୍ରୀବିଗ୍ରହଙ୍କ ଶ୍ରୀମସ୍ତକରେ ଲାଗିଥିବା ଚିତାରେ ରହିଛି ତ୍ରୁଟି। ସେବାୟତଙ୍କ ଖାମଖିଆଲି ଯୋଗୁ ଏପରି ହୋଇଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଶ୍ରାବଣ ମାସ ଅମାବାସ୍ୟା ତିଥିରେ ପରମ୍ପରା ଅନୁଯାୟୀ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରେ ପୂର୍ବରୁ ଖୋଲା ଯାଇଥିବା ଦୁର୍ମୂଲ୍ୟ ଚିତା…

ଏଲ୍‌ପିଜି ସିଲିଣ୍ଡର ୧୪୪.୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୧୩ା୨: ରନ୍ଧନ ଗ୍ୟାସ ଏଲ୍‌ପିଜି ମୂଲ୍ୟରେ ବୁଧବାର ୧୪୪.୫ ଟଙ୍କା ବୃଦ୍ଧି ଘଟିଛି। ଅନ୍ତର୍ଜାତୀୟ ବଜାରରେ ଦରବୃଦ୍ଧି ଯୋଗୁ ଦେଶରେ ଏହାର ପ୍ରଭାବ ଦେଖାଯାଇଛି। ପୂର୍ବରୁ ୧୪.୨ ଲିଟର ବିଶିଷ୍ଟ ସିଲିଣ୍ଡରର ମୂଲ୍ୟ ୭୧୪ ଟଙ୍କା ପଡୁଥିବାବେଳେ ଏହା ବର୍ତ୍ତମାନ ୮୫୮.୫୦…

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ ଭିତ୍ତିଭୂମିର ଅଭାବ ଏକ ମୁଖ୍ୟ କାରଣ ସାଜିଥିବାବେଳେ ବ୍ୟୟବହୁଳ ଚିକିତ୍ସା ଖର୍ଚ୍ଚ ତୁଲାଇବା ମଧ୍ୟ…

ବିଦ୍ୟୁତ ଆଘାତରେ ନିର୍ମାଣ ଶ୍ରମିକ ମୃତ

ଭୁବନେଶ୍ୱର,୧୩ା୨(ବ୍ୟୁରେ): ଆବାସ ଯୋଜନାରେ ଘର ର୍ନିମାଣ ଚାଲିଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶହୀଦନଗର ଥାନା ଶାନ୍ତିପଲ୍ଲୀ ବସ୍ତିରେ ବୁଧବାର ଘଟିଛି ଏହି ଦୁଃଖଦ ଘଟଣା। ମୃତ ଶ୍ରମିକ ହେଲେ ମୟୂରଭଞ୍ଜ ଜିଲ୍ଲାର ଶ୍ୟାମା ମୁଣ୍ଡା।…

ଗୋଟିଏ ରାତିରେ ୪ ଗାଡ଼ି କାଚ ଭାଙ୍ଗିଲେ ଦୁର୍ବୃତ୍ତ

କଟକ ରୋଡ,୧୩ା୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧେଶ୍ୱରୀ କଲୋନୀ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ୪ଟି ଗାଡ଼ିର କାଚ ଭାଙ୍ଗିଦେଇଥିବା ଜଣାପଡିଛି। ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଖବରପାଇ ପୋଲିସ ତଦନ୍ତ…

ଟ୍ରାଫିକ ନିୟମର ବାର୍ତ୍ତା ବାଣ୍ଟିଲେ ପିଲା

ବେଗୁନିଆ, ୧୩ା୨ (ଡି.ଏନ୍‌.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ ପୋଷାକରେ ପିନ୍ଧି ରାସ୍ତା ଘାଟରେ ଯାତାୟାତ କରୁଥିବା ଲୋକମାନଙ୍କୁ ଅନେକ ଶିକ୍ଷଣୀୟ ବିଷୟରେ…

ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍‌ ଆର୍ମିଙ୍କ ସମାବେଶ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ ଜୀବଜନ୍ତୁ…

ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା

ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଆସିଥିବା କର୍ମକର୍ତ୍ତାଙ୍କୁ ପାଇକ ସମରକଳା ପ୍ରଦର୍ଶନ…

ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ

ବେଗୁନିଆ, ୧୩ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୩୨୬୮ରେ ଜାନୁୟାରୀ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?