ସୋସିଆଲ ମିଡିଆ ସହ ଆଧାର ସଂଯୋଗ ପ୍ରସ୍ତାବ ନାହିଁ
ନୂଆଦିଲ୍ଲୀ,୨୧।୧୧(ପି.ଟି.): ସୋସିଆଲ ମିଡିଆ ଆକାଉଣ୍ଟ ସହ ଆଧାର ସଂଯୋଗ କରାଇବା ଲାଗି ସରକାରଙ୍କର କୌଣସି ପ୍ରସ୍ତାବ ନ ଥିବା ବୁଧବାର ଲୋକ ସଭାରେ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ଏ ସମ୍ପର୍କିତ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ…
ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ
ନିମାପଡ଼ା,୨୧।୧୧(ଡି.ଏନ୍.ଏ.): ଅର୍ଥ ଆତ୍ମସାତ୍ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭୁବନେଶ୍ୱର ଡୁମୁଡୁମା ଅଞ୍ଚଳର ସ୍ମୃତି ରଞ୍ଜନ ବଳିୟାର ସିଂ। ଜାମିନ ନାମଞ୍ଜୁର…
ରାଜ୍ୟସ୍ତରୀୟ ଡ. ହରେକୃଷ୍ଣ ଜୟନ୍ତୀ: ଗୁଆଝରରେ ୫୧ ପାଇକ ଆଖଡ଼ା ଦଳ
ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ୍.ଏ.): ବୁଧବାର ଡ. ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗୁଆଝରରେ ରାଜ୍ୟର ୫୧ ପାଇକ ଆଖଡା ଦଳ ସେମାନଙ୍କର ସମରକଳା ପ୍ରଦର୍ଶନ କରିଥିଲେ। ପ୍ରତିଯୋଗିତାରେ ଶ୍ରେଷ୍ଠ ଦଳଗୁଡିକୁ ଗୁରୁବାର ସମ୍ବର୍ଦ୍ଧିତ କରାଯିବ। କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି…
ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍ର ସମୀକ୍ଷା କଲେ ମନ୍ତ୍ରୀ: ସଫଳତା ପାଇଁ ସହଯୋଗର ଆହ୍ବାନ
ପୁରୀ ଅଫିସ/କୋଣାର୍କ(ଡି.ଏନ୍.ଏ.) ୨୧।୧୧: କୋଣାର୍କକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରାଯିବା ଲକ୍ଷ୍ୟ ନେଇ ମେରାଇନ ଡ୍ରାଇଭ୍ ଇକୋ ରିଟ୍ରିଟ୍ର ପରିକଳ୍ପନା କରାଯାଇଛି।…
୧୦ ବର୍ଷର ପୁରୁଣା ମାମଲା ତୁରନ୍ତ ଫଇସଲା ଲାଗି ହାଇକୋର୍ଟଙ୍କୁ ଅନୁରୋଧ
ନୂଆଦିଲ୍ଲୀ,୨୧।୧୧(ପି.ଟି.): ଦଶବର୍ଷ ତଳର ମାମଲାଗୁଡ଼ିକୁ ତୁରନ୍ତ ଫଇସଲା କରିବା ଲାଗି ଆଇନ ମନ୍ତ୍ରଣାଳୟ ପକ୍ଷରୁ ହାଇକୋର୍ଟଗୁଡ଼ିକୁ ଅନୁରୋଧ କରାଯାଇଥିବା ବୁଧବାର ବିଭାଗୀୟ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଲୋକ ସଭାରେ କହିଛନ୍ତି। ଫଳରେ ଦୀର୍ଘଦିନ ଧରି ପଡିରହିଥିବା ମାମଲାଗୁଡିକର ସଂଖ୍ୟା କମିପାରିବ। ଏଥିସହିତ…
ପାକିସ୍ତାନରେ ଟମାଟୋ ୪୦୦
କରାଚୀ,୨୧।୧୧(ଆଇଏଏନ୍ଏସ୍): ପାକିସ୍ତାନରେ ପରିବା ଦର ଆକାଶଛୁଆଁ ହୋଇଛି। ଟମାଟୋ କିଲୋ ୪୦୦ ଟଙ୍କାରେ ବିକ୍ରି ହେଉଛି। ସୋମବାର ଟମାଟୋ କେ.ଜି. ପିଛା ୩୦୦ରୁ ୩୨୦ ଟଙ୍କା ଥିବାବେଳେ ମଙ୍ଗଳବାର ସୁଦ୍ଧା ଇରାନରୁ ଟମାଟୋ ନ ପହଞ୍ଚତ୍ବା ପରେ ଏହା ୪୦୦ ଛୁଇଁଛି।…
ଟ୍ରେଡ ଓ୍ବାରରୁ ଫାଇଦା ନେବାକୁ ମାଷ୍ଟର ପ୍ଲାନ
ନୂଆଦିଲ୍ଲୀ,୨୧-୧୧: ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ଟ୍ରେଡ ଓ୍ବାର (ବାଣିଜ୍ୟ ଯୁଦ୍ଧ)ର ଫାଇଦା ନେବାକୁ ଭାରତ ଏବେ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଥିବା କୁହାଯାଉଛି। ଟେସ୍ଲା ଇଙ୍କ୍ ସମେତ ଗ୍ଲାକ୍ସୋସ୍ମିଥ୍ଲାଇନ ପିଏଲ୍ସି ଭଳି ପ୍ରାୟ ୩୨୪ କମ୍ପାନୀଙ୍କୁ ଘରୋଇ ବଜାରରେ…
୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୨୧-୧୧: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍) ସମେତ ୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିବା ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ…
ସୋସିଆଲ ମିଡିଆ ଆଧାର ଲିଙ୍କ ନେଇ ପ୍ରସ୍ତାବ ନାହିଁ: ପ୍ରସାଦ
ନୂଆଦିଲ୍ଲୀ,୨୧-୧୧: ବ୍ୟକ୍ତିବିଶେଷଙ୍କ ଆଧାରକୁ ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ସହ ସଂଯୋଗ କରିବା ନେଇ କୌଣସି ପ୍ରସ୍ତାବ ନାହିଁ। କେନ୍ଦ୍ର ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ଏ ନେଇ ସ୍ପଷ୍ଟ କରିଛନ୍ତି। ସଂସଦରେ ଏକ ପ୍ରଶ୍ନର…
ଅଭୟ ନୂଆ ଡିଜିପିି
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୟ କୁମାର ଶର୍ମାଙ୍କୁ ବୁଧବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପଦରୁ ହଟାଇ ଦେଇଛନ୍ତି। ନୂଆ ଡିଜିପି ଭାବେ ୧୯୮୬ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟଙ୍କୁ ନିଯୁକ୍ତି ଦିଆଯାଇଛି। ଅଭୟ ଏବେ ହାଇଦ୍ରାବାଦସ୍ଥିତ ଜାତୀୟ ପୋଲିସ…
ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍ କଲେ ବାଚସ୍ପତି
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦେଲେ। ମାତ୍ର ଏହି ନିର୍ଦ୍ଦେଶକୁ ସଦସ୍ୟମାନେ ମାନୁନାହାନ୍ତି। ଗୃହ ଚାଲୁଥିବାବେଳେ ହାତଗଣତି କେତେଜଣ…
ଆର୍ଟିଓ କାର୍ଯ୍ୟାଳୟରେ ଅବ୍ୟବସ୍ଥା: ଡିଏଲ ଟେଷ୍ଟ ପାଇଁ ଆସି ହନ୍ତସନ୍ତ
ଅନୁଗୋଳ ଅଫିସ, ୨୧।୧୧ – ଅନୁଗୋଳ ପଞ୍ଚମହଲାସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ବୁଧବାର ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଫାଇନାଲ ଡ୍ରାଇଭିଂ ପରୀକ୍ଷା ପାଇଁ ୫୦ରୁ ଊର୍ଦ୍ଧ୍ୱ ଆବେଦନକାରୀ ଆସିଥିବାବେଳେ ଅଫିସ ଛୁଟି ଥିବାରୁ ସେମାନେ ହନ୍ତସନ୍ତ ହୋଇଥିଲେ। ପ୍ରତିବାଦ ସ୍ବରୂପ ସେମାନେ…
Archives


