ୟୁରୋପାରେ ଜଳୀୟବାଷ୍ପ
ଓ୍ବାଶିଂଟନ,୨୧।୧୧(ପି.ଟି.): ବୃହଷ୍ପତିର ଉପଗ୍ରହ ୟୁରୋପାରେ ଜଳୀୟବାଷ୍ପର ସନ୍ଧାନ ପାଇଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା। ଏହାର ବୈଜ୍ଞାନିକମାନେ ପ୍ରଥମଥର ପାଇଁ ୟୁରୋପା ପୃଷ୍ଠରେ ଏପରି ଏକ ତରଳ ଉପାଦାନ ଆବିଷ୍କାର କରିବାରେ ସକ୍ଷମ ହୋଇଛନ୍ତି, ଯାହା ବିସ୍ତୃତ ବରଫ ଚାଦର…
ହାତରୁ ବନ୍ଧୁକ ଛଡ଼ାଇଲା ପ୍ରେମ
ବନ୍ତଳା, ୨୧।୧୧ – ଏକଦା ଲାଲ୍ଗଡ଼ରେ ଥିଲା ସେମାନଙ୍କ ରାଜୁତି। ଦୁର୍ନୀତି ବିରୋଧରେ ଉଠାଇଥିଲେ ବନ୍ଧୁକ। ମାଓବାଦୀ ସଙ୍ଗଠନ ବିଷୟରେ ମତାଉଥିଲେ ଲୋକଙ୍କୁ। ହେଲେ ହିଂସା ଯେ ସମସ୍ୟା ସମାଧାନର ବାଟ ନୁହେଁ, ତାହା ଅନୁଭବ ହେଲା ଯେତେବେଳେ ସେମାନଙ୍କ ଭିତରେ…
କୂଅ ଚାରିପଟେ ସବୁଜ ବାଡ଼
ଢେଙ୍କାନାଳ ଅଫିସ, ୨୧।୧୧ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍ ମହୀଧରପୁର ମୁଣ୍ଡାଖମଣ ଅଞ୍ଚଳରେ ହାତୀ ଉପଦ୍ରବ ଚିନ୍ତାର ବିଷୟ ହୋଇଛି। ହାତୀଙ୍କ ସୁରକ୍ଷା ପାଇଁ ଅଞ୍ଚଳରେ ଥିବା କୂଅ ଚାରିପଟେ ସବୁଜ ବାଡ଼ ଘେରାବନ୍ଦୀ କରାଯାଇଛି। କୂଅ…
କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ
ଫୁଲବାଣୀ ଅଫିସ, ୨୧ା୧୧- ନ୍ଧମାଳ ଜିଲା କୁଇ ସମାଜ ସମନ୍ବୟ ସମିତି ପ୍ରତିଷ୍ଠା ଦିବସ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂର୍ବରୁ ହୋଇ ଆସୁଥିବା ଦାବି ସମେତ ଅନ୍ୟାନ୍ୟ ଦାବି ଉପରେ ଗୁରୁତ୍ୱାରୋପ କରାଯାଇଛି। ବିଶେଷ କରି ବହୁ…
ମହିଳାଙ୍କୁ ମରଣାନ୍ତକ ଆକ୍ରମଣ: ଶାଶୁ, ଶ୍ୱଶୁର, ଦିଅରଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ
କୋରେଇ,୨୧।୧୧ (ସ୍ବ.ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ପଥରପଦା ପଞ୍ଚାୟତର ତାଜପୁର(ଗୋବିନ୍ଦପୁର) ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିଅରଙ୍କ ଆକ୍ରମଣରେ ଭାଉଜ ଚେତାଶୂନ୍ୟ ହେବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଶାଶୁ, ଶ୍ୱଶୁର ଓ ଦିଅରଙ୍କୁ…
ରାଜ୍ୟସ୍ତରୀୟ ସଞ୍ଜିତ୍ ମେମୋରିଆଲ କ୍ରିକେଟ୍: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ
ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍ ମେମୋରିଆଲ କ୍ରିକେଟ୍ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ ୧୫୨…
ଆରଟିଓଙ୍କ ଚଢାଉ: ୨ବସ୍, ୨ଟ୍ରକ ଜବତ
ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ଚଣ୍ଡିଖୋଲ ଆଞ୍ଚଳିକ ପରିବହନ ଅଧିକାରୀ ଲାଲମୋହନ ସେଠୀଙ୍କ ନେତୃତ୍ୱରେ ମଙ୍ଗଳବାର ରାତ୍ରିରେ ଜାତୀୟ ରାଜପଥ ଉପରେ ତନଖି କରାଯାଉଥିଲା। ଏହି ସମୟରେ ଓଡିଶାରୁ କଲିକତା ଅଭିମୁଖେ ଯାଉଥିବା ଦୁଇଟି ବସକୁ ସେ ଜବତ କରିଛନ୍ତି। ସେମାନଙ୍କର ଆନ୍ତଃ ରାଜ୍ୟ ପରିମିଟ…
ଡକାୟତି ଉଦ୍ୟମ ବେଳେ ୬ ଗିରଫ
ଚଣ୍ଡିଖୋଲ,୨୧।୧୧ (ଡି.ଏନ.ଏ): ଯାଜପୁର ଜିଲା ଚଣ୍ଡିଖୋଲ ଛକ ନିକଟରେ ଥିବା ଏକ ଆପାର୍ଟମେଣ୍ଟଠାରେ ମଙ୍ଗଳବାର ରାତିରେ ୬ଜଣ ଯୁବକ ଡକାୟତି ଯୋଜନା କରୁଥିଲେ। ଏହି ସମୟରେ ପୋଲିସ ଘଟଣାସ୍ଥଳରେ ଚଢାଉ କରି ମଙ୍ଗଳବାର ରାତିରେ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…
ନାବାଳିକାଙ୍କ ବିବାହ ବନ୍ଦ କଲା ପୋଲିସ
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୧।୧୧ (ଡି.ଏନ.ଏ/ସ୍ବ.ପ୍ର): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଲଙ୍ଗୁଳି ମଠ ପରିସରରେ ବୁଧବାର ନାବାଳିକାଙ୍କ ବିବାହ ଆୟୋଜନ ଚାଲିଥିଲା। ଖବରପାଇ ବାଲିଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିବାହ ବନ୍ଦ କରିଥିଲେ। ଏଥିସହ ବୟସ ନ ହେବା ପର୍ଯ୍ୟନ୍ତ ବିବାହ କରିପାରିବେ…
ଲୁଣାପାଣି ଅଟକାଇବା ପାଇଁ ବନ୍ଧ ବାନ୍ଧିଲେ ଚାଷୀ
ଆରଡ଼ି, ୨୧।୧୧ (ଡି.ଏନ.ଏ.)-ପ୍ରଥମେ ମରୁଡ଼ିର ପଦଧ୍ୱନି। ପରେ ବାତ୍ୟାର ତାଣ୍ଡବ। ଯାହା କିଛି ଫସଲ ଥିଲା ଏବେ ବି ପାଣିରେ ଭାସୁଛି। ଖରିଫ ଫସଲ ନଷ୍ଟ ପରେ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ। ଏବେ ଟାଇଚୁଙ୍ଗ ଚାଷ ଲାଗି ଆଗଭର…
୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ
ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର ରାଉତ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିଭିନ୍ନ କ୍ଷେତ୍ରରେ…
ସମବାୟ ସପ୍ତାହ ଆଲୋଚନା ଚକ୍ର, କର୍ମଶାଳା
ଯାଜପୁର ଟାଉନ,୨୧।୧୧(ଡିଏନଏ): ଜିଲାସ୍ତରୀୟ ସମବାୟ ସପ୍ତାହ ଆଲୋଚନା ଚକ୍ର ଓ କର୍ମଶାଳା ବୁଧବାର ଗୌତମବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଉପଜିଲାପାଳ ନାରାୟଣଚନ୍ଦ୍ର ଧଳ ଯୋଗଦେଇ ସମବାୟ ଆନ୍ଦୋଳନ ସମାଜର ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ୧୯୦୪…
Archives


