ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ
ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍ଯାପିତ ହୋଇଯାଇଛି। ଯୁବ ପ୍ରତିଭାର ବିକାଶ ତଥା ଯୁବତୀଯୁବକଙ୍କୁ ଏକ ସାଂସ୍କୃତିକ ସ୍ରୋତରେ ସାମିଲ କରିବା…
ଗଳାକାଟି ବୃଦ୍ଧଙ୍କୁ ହତ୍ୟା
ଦଶପଲ୍ଲା,୨୧।୧୧(ଡି.ଏନ.ଏ.): ନୟାଗଡ ଜିଲା ଦଶପଲ୍ଲା ଏନ୍ଏସିର କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଗଳାକାଟି ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ହତ୍ୟା କରିବା ପରେ ଘରର କବାଟ ଦେଇ ଫେରାର ହୋଇଯାଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାୟାଧର ପୃଷ୍ଟି…
ଘରୋଇ ଉପଚାରରେ ଦୂର କରନ୍ତୁ ବ୍ଲାକ୍ହେଡ୍ସ
ବର୍ତ୍ତମାନ ସମୟରେ ପ୍ରଦୂଷଣଜନିତ ତ୍ୱଚା ସମସ୍ୟା ଦେଖାଯାଉଛି। ଏହା ମଧ୍ୟରୁ କଳାଦାଗ ବା ବ୍ଲାକ୍ହେଡ୍ସ ଅନ୍ୟତମ। ଯେତେବେଳେ ତ୍ୱଚା ତେଲିଆ, ବ୍ୟାକ୍ଟେରିଆ ଏବଂ ଡେଡ୍ ସ୍କିନ୍ ସମସ୍ୟା ଲାଗି ସେଲ୍ ବନ୍ଦ ହୋଇଯାଇ ବ୍ଲାକ୍ହେଡ୍ସ ହୋଇଥାଏ। ଏହି ସମସ୍ୟା ଅଧିକ ତେଲିଆ…
ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍ ମ୍ୟାନ୍ ଭାବେ ପୁରସ୍କୃତ
ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍ମେଣ୍ଟ…
ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ ପରୀକ୍ଷଣ କରାଯାଇଛି। ସନ୍ଧ୍ୟା ୭ଟାରୁ ୭ଟା୧୫ ମିନିଟ୍ ମଧ୍ୟରେ ଏହି କ୍ଷେପଣାସ୍ତ୍ରକୁ ଦୁଇଥର ପରୀକ୍ଷା…
ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ
ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ…
ହାର୍ଟଆଟାକ୍ ଓ ମେଦବହୁଳତାରୁ ଦୂରେଇ ରଖେ ଡ୍ୟାନ୍ସ୍ ଥେରାପି…
ଭାରତୀୟ ସଂସ୍କୃତିରେ ନୃତ୍ୟର ବିଶେଷ ସ୍ଥାନ ରହିଛି। ନୃତ୍ୟ କରିବା ଦ୍ୱାରା ବହୁ ସୁଫଳ ମିଳିଥାଏ। ନୃତ୍ୟ ଶରୀରକୁ ଫିଟ୍ ରଖିଥାଏ। ଏହାକୁ ଡ୍ୟାନ୍ସ୍ ଥେରାପି ମଧ୍ୟ କୁହାଯାଇଥାଏ। ମେଦବହୁଳତା, ହାର୍ଟ ଆଟାକ୍ ଆଦି ରୋଗରୁ ଏହା ଦୂରେଇ ରଖେ। ନୃତ୍ୟ…
ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ
ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼ ସ୍ଥାନ…
ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ: ଜେଲଗଲେ ୨ ଯୁବକ
ଆସିକା,୨୦ା୧୧(ଡି.ଏନ୍.ଏ.): ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି…
ବିଦ୍ୟୁତ୍ ଆଘାତରେ ଜଣଙ୍କ ମୃତ୍ୟୁ
ଆସିକା,୨୦ା୧୧(ଡି.ଏନ୍.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ ପୂର୍ବତନ ସେନା କର୍ମଚାରୀ ଇନ୍ଦ୍ରମଣି ରାଉତ (୫୫)। ଇନ୍ଦ୍ରମଣି ନିଜ ଘରେ ତାର ସଜାଡୁଥିଲା…
ଝାଡାବାନ୍ତିରେ ୬ ଛାତ୍ରୀ ଆକ୍ରାନ୍ତ
ନବରଙ୍ଗପୁର,୨୦ା୧୧(ବି.ପ୍ର): ନବରଙ୍ଗପୁର ବ୍ଲକ ବାସିନି ଞ୍ଚାୟତ ଅଧୀନ ବେତାଳ ଗାଁ ଆଶ୍ରମ ବିଦ୍ୟାଳୟର ୬ ଛାତ୍ରୀ ଝାଡାବାନ୍ତିିରେ ଆକ୍ରାନ୍ତ ହୋଇଛନ୍ତି। ୨ ଛାତ୍ରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ରହିଥିବା ବେଳେ ୪ ଛାତ୍ରୀ ସୁସ୍ଥ ହୋଇ ଫେରିଛନ୍ତି। ମଙ୍ଗଳବାର ରାତିରେ ଭାତ,ଡାଲି…
ଟୋକନ ବ୍ୟବସ୍ଥା ବିରୋଧରେ ଚାଷୀ ଏକାଠି
ଜୟପୁର,୨୦ା୧୧(ନି.ପ୍ର.): ଧାନ ବିକିବାକୁ ଅନଲାଇନ ଟୋକନ ବ୍ୟବସ୍ଥାକୁ ବିରୋଧ କରି ଏହାକୁ ଜିଲାସ୍ତରୀୟ କରିବା ପାଇଁ ଦାବି କରିଛନ୍ତି ଜୟପୁରର ଚାଷୀ। ମନୋଜ ପାତ୍ରଙ୍କ ଆହ୍ବାନରେ ଚାଷୀମାନେ ଜୟପୁର ଆରଏମ୍ସିରେ ଏଥିପାଇଁ ଏକାଠି ହୋଇଛନ୍ତି। ଜୟପୁର ଉପଖଣ୍ଡର କୁନ୍ଦୁରା, ବୈପାରିଗୁଡ଼ା, ବୋରିଗୁମ୍ମା,…
Archives


