Home Left

୨୯ଦିନ ହେବ ଯୁବକଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିରୁ ଜଣେ ଯୁବକ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ପ୍ରହରାଜପୁର ଗ୍ରାମର କୃଷ୍ଣଚନ୍ଦ୍ର ବାରିକଙ୍କ ପୁଅ ସୁବୋଧ ଓରଫ ତପନ(୩୯)। ବେହେରା…

ପିଙ୍କ୍‌ ବଲ୍‌ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ

କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌। ପିଙ୍କ୍‌ ବଲ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ ଓ ବାଂଲାଦେଶ ପରସ୍ପରକୁ ଭେଟିବେ। ଉଭୟ ଦେଶ ପାଇଁ ଏହା ପ୍ରଥମ ଦିବାରାତ୍ର ଟେଷ୍ଟ…

ଏସିସି ଇମର୍ଜିଂ ଟିମ୍ସ କପ୍‌: ସେମିରେ ପାକିସ୍ତାନଠାରୁ ହାରିଲା ଭାରତ

ଢାକା, ୨୦।୧୧ (ପି.ଟି.): ଏଠାରେ ଚାଲିଥିବା ଏସିଆନ୍‌ କ୍ରିକେଟ୍‌ କାଉନସିଲ୍‌ (ଏସିସି) ଇମର୍ଜିଂ ଟିମ୍ସ କପ୍‌ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ବୁଧବାର ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଭାରତ ମାତ୍ର ୩ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍‌ ଗିରଫ କରି ବାଲେଶ୍ୱର ଜେଲ୍‌କୁ ପଠାଇଛି। ଭଦ୍ରକ ଭିଜିଲାନ୍ସ ଡିଏସ୍‌ପି ସଞ୍ଜୟ କୁମାର…

୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ

ରୂପ୍‌ସା,୨୦।୧୧(ଡି.ଏନ.ଏ.):  ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଥିଲା। ଏଥିଲାଗି ଦୀର୍ଘ ୧୨ଦିନ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗାଁ ଲୋକେ ରାସ୍ତା…

ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ

ଖଇରା,୨୦।୧୧(ଡି.ଏନ.ଏ.):  ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ ବନ୍ଧନଟା…

ସାବରିମାଲା ମନ୍ଦିର ପାଇଁ ଆଇନ ପ୍ରଣୟନ କରିବାକୁ କେରଳ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ସାବରିମାଲା ଆୟପ୍ପା ମନ୍ଦିରକୁ ନେଇ ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ସାବରିମାଲା ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁ ଓ ମନ୍ଦିର ପ୍ରଶାସନର ସୁବିଧାକୁ ଦୃଷ୍ଟିରେ ରଖି ୪ ସପ୍ତାହ ମଧ୍ୟରେ ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବାକୁ ସୁପ୍ରିମକୋର୍ଟ…

୨୯ରେ ଓସୁର ତୃତୀୟ ସମାବର୍ତ୍ତନ ଉତ୍ସବ

ସମ୍ବଲପୁର, ୨୦।୧୧(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୯ତାରିଖରେ ସମ୍ବଲପୁରସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହେବ। ଏହି ଉତ୍ସବରେ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଅଧ୍ୟକ୍ଷତା କରିବେ ଏବଂ ମୁଖ୍ୟ ଅତିଥି ଭାବେ…

ପାଓ୍ବାର ଚ୍ୟାନେଲ୍‌କୁ ଜଳ ଯୋଗାଣ ବନ୍ଦ: ବିଦ୍ୟୁତ୍‌ ଉତ୍ପାଦନ ଠପ୍‌, ଅନ୍ଧାରରେ ଅଞ୍ଚଳବାସୀ

କୋରାପୁଟ,୨୦।୧୧(ଡି.ଏନ୍‌.ଏ.): ଦାବି ପୂରଣ ନ ହେବାରୁ କୋରାପୁଟ ଜିଲା ଆଦିବାସୀ ସଂଘ ପକ୍ଷରୁ ବୁଧବାର ମାଛକୁଣ୍ଡ ବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଲମତାପୁଟ ଗେଟ୍‌ ସହ ମାଛକୁଣ୍ଡସ୍ଥିତ ଡି-ଡିଏମ୍‌ ପାଓ୍ବାର ଗେଟ୍‌ ସଟର ପକାଇ ସଂଘ ବନ୍ଦ କରିଛି। ଏ…

କର୍କଟ ରୋଗ ଆଶଙ୍କା କମ୍‌ କରେ ପିଆଜ ଶଣ୍ଡା

ଶୀତଦିନେ ପର୍ଯ୍ୟାପ୍ତ ପରିମାଣର ପିଆଜ ଶଣ୍ଡା ବଜାରରେ ମିଳିଥାଏ। ଏହାକୁ ଖାଇବା ପାଇଁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହା କେବଳ ଖାଇବା ପାଇଁ ନୁହେଁ, ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ଏଥିରେ ପ୍ରଚୁର ପରିମାଣର ଭିଟାମିନ୍‌ ‘ସି’,…

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)। ସୂଚନାନୁଯାୟୀ, ରାଜେଶ…

ପିଙ୍କ୍‌ ବଲ୍‌ ଟେଷ୍ଟରୁ ହାସନ ବାଦ୍‌

କୋଲକାତା,୨୦।୧୧(ପି.ଟି.)- ଶୁକ୍ରବାରଠାରୁ ସ୍ଥାନୀୟ ଇଡେନ ଗାର୍ଡେନ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ବା ଫିଙ୍କ ବଲ୍‌ ଟେଷ୍ଟ ମ୍ୟାଚ୍‌ରୁ ବାଂଲାଦେଶ ରିଜର୍ଭ ଓପନର ସୈଫ୍‌ ହାସନ ବାଦ୍‌ ପଡିଛନ୍ତି। ଭାରତ ବିପକ୍ଷ ଏହି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri