Home Left

ସାର୍ବଜନୀନ ଶିଶୁ ଦିବସ: ସଂକଳ୍ପର ଦିନଟିଏ

୨୦ ନଭେମ୍ବର ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ୧୯୫୯ରେ ଏହି ଦିନ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ଘୋଷଣାନାମାକୁ ଗ୍ରହଣ କରିଥିଲା। ୧୯୮୯ରେ ଠିକ୍‌ ଏହି ଦିନ ମଧ୍ୟ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ସମ୍ମିଳନୀକୁ ସ୍ବୀକୃତି ଦେଇଥିଲା। ଏଣୁ…

୫୦୦ ବର୍ଷ ପରେ ପଗଡ଼ି ବାନ୍ଧିବେ, ଚମଡା ଜୋତା ପିନ୍ଧିବେ

ଅଯୋଧ୍ୟା: ରାମ ଜନ୍ମଭୂମି ବାବ୍ରି ମସଜିଦ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇବା ପରେ ଅଯୋଧ୍ୟାରେ ଏକ ବିଚିତ୍ର ପରମ୍ପରାର ଅବସାନ ଘଟିବାକୁ ଯାଉଛି। ଅଯୋଧ୍ୟା ନିକଟସ୍ଥ ପୂରା ବଜାର ଓ ଏହାର ଆଖପାଖ ୧୦୫ଟି ଗାଁର ସୂର୍ଯ୍ୟବଂଶୀ କ୍ଷତ୍ରିୟ ପରିବାର…

ଆମେରିକାରେ ଅବୈଧ ଭାବେ ପ୍ରବେଶ କରିଥିବା ୧୪୫ ଜଣ ଭାରତୀୟ ସ୍ବଦେଶ ଫେରିଲେ

ଓ୍ବାଶିଂଟନ,୨୦।୧୧: ଆମେରିକାରେ ଅବୈଧ ଭାବେ ପ୍ରବେଶ କରିଥିବା ୧୪୫ ଜଣ ଭାରତୀୟ ବୁଧବାର ସ୍ବଦେଶ ଫେରିଛନ୍ତି। ବାଂଲାଦେଶ  ଦେଇ ସେମାନେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଓହ୍ଲାଇଛନ୍ତି। ଭାରତୀୟମାନେ ଅନ୍ତର୍ଜାତୀୟ ଏଜେଣ୍ଟଙ୍କ ସହଯୋଗରେ ଆମେରିକାରେ ପହଞ୍ଚିଥିଲେ। ସେହିପରି କେତେକ…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍‌: ୫ ଗୁରୁତର,୧୫ ଆହତ

ସଜନାଗଡ଼,୨୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ପିଡବ୍ଲୁ ରଜ୍ୟ ରାଜପଥ ପାର୍ଶ୍ୱ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ୫ ଗୁରୁତର ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବରହମପୁର…

ଭାରତୀୟ ଘଷି ବିକ୍ରି ହେଉଛି ଆମେରିକାରେ, ପ୍ୟାକେଟ୍‌ର ଦାମ୍‌ ରହିଛି…

ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବକୁ ସମ୍ଭବ କରିପାରେ। ଆମେରିକାର ଜଣେ ବ୍ୟକ୍ତି ଏମିତି କିଛି ଖାସ୍‌ କରି ଦେଖାଇଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଭାରତରୁ ଗୋବର ନେଇ ଏହି ବ୍ୟକ୍ତିଜଣକ ଆମେରିକାରେ ଘଷି କରି ଦୋକାନରେ ବିକୁଛନ୍ତି। ସମର…

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର ଭାଗୀରଥି…

ରାତି ୧୦ରୁ ସକାଳ ୮ ଭିଡ଼ିଓ ଗେମ୍‌ ଖେଳିବା ମନା

ବେଜିଂ,୨୦।୧୧: ଚାଇନାରେ ପିଲାଙ୍କ ମଧ୍ୟରେ ଭିଡ଼ିଓ ଗେମ୍‌ ଖେଳିବା ନିଶା ଭଳି ବ୍ୟାପିବାରେ ଲାଗିଛି। ଏହାଦ୍ୱାରା ପିଲାଙ୍କ ମାନସିକ ଏବଂ ଶାରୀରିକ ବିକାଶରେ ବାଧା ସୃଷ୍ଟି ହେଉଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ସରକାର ରାତି ୧୦ରୁ ସକାଳ ୮ ପର୍ଯ୍ୟନ୍ତ…

କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ କିରଣ ବେଦୀଙ୍କ କାର୍ଯ୍ୟକଳାପକୁ ସେ ସମାଲୋଚନା କରିଛନ୍ତି। ସକରାର କାର୍ଯ୍ୟରେ…

ଐତିହାସିକ ଟେଷ୍ଟ ମ୍ୟାଚ୍‌ ପୂର୍ବ ପ୍ରସ୍ତୁତି: ଗୋଲାପୀ ରଙ୍ଗରେ ସଜେଇ ହେଉଛି ଇଡେନ ଗାର୍ଡେନ୍ସ

କୋଲକାତା,୨୦।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ ତାରିଖରୁ ୨୬ ତାରିଖ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଐତିହାସିକ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ମ୍ୟାଚକୁ ସ୍ମରଣୀୟ କରିବା ପାଇଁ କୋଲକତାରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପିଙ୍କ୍‌ ବଲ୍‌ରେ…

ବଜାରରେ ସିନ୍ଥେଟିକ୍‌ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର

ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍‌ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର ଅଧିକ ହେଉଥିବା କୁହାଯାଉଛି । ନିକଟରେ ଦିଲ୍ଲୀ ପୋଲିସ ପକ୍ଷରୁ ଏକ ସିନ୍ଥେଟିକ୍‌ ଜିରା…

ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ୍‌…

ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ ହୋଇଛି।…

ସିଞ୍ଜୋ ଆବେ ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କଲେ

ଟୋକିଓ,୨୦।୧୧: ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଦେଶର ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କରିଛନ୍ତି। ଇତିମଧ୍ୟରେ ବୁଧବାର ସୁଦ୍ଧା ସେ ୨,୮୮୭ ଦିନ ଧରି ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଏହା ପୂର୍ବରୁ ତାରୋ କାଟସୁରାଙ୍କ ନାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri