Home Left

ଦୟାନିଧିଗୁଡାଠାରେ ଗୋଷ୍ଠୀ ରେଡ଼ିଓ ଷ୍ଟେଶନ ରେଡ଼ିଓ ଡ଼ଙ୍ଗର ଉଦ୍‌ଘାଟିତ 

କୋରାପୁଟ,୨୭।୧(ଅମିତାଭ ବେହେରା):କୋରାପୁଟ ବ୍ଲକର ଦୟାନିଧି ଗୁଡାଠାରେ ଗୋଷ୍ଠୀ ରେଡିଓ ଷ୍ଟେଶନ “ରେଡିଓ ଡଙ୍ଗର” ୯୮.୨ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରଗତିର ସମ୍ପାଦକ ପ୍ରଭାକର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ…

ସମାଜକୁ ଚାରିଟି ଶ୍ରେଣୀରେ ବିଭକ୍ତ କଲା ତାଲିବାନ, ଏମାନଙ୍କୁ ଛୁଇଁବା ମନା

ନୂଆଦିଲ୍ଲୀ, ୨୭।୧: ଆଫଗାନିସ୍ତାନର ତାଲିବାନ ଶାସନ ଏକ ନୂତନ “ଅପରାଧିକ କାର୍ଯ୍ୟବିଧି ସଂହିତା” ଜାରି କରିଛି। ଏହି ନୂତନ ନିୟମ ଅନୁସାରେ ସମାଜକୁ ଚାରିଟି ଅଲଗା ଅଲଗା ଶ୍ରେଣୀରେ ବିଭକ୍ତ କରିଛି। ଯାହାକୁ ନେଇ ବିଶ୍ୱବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।…

ସରଗରମ ହେବ ପଞ୍ଚାୟତ ନିର୍ବାଚନ: ଚିତ୍ତରଞ୍ଜନ,ବିକାଶଙ୍କୁ ଗୁରୁ ଦାୟିତ୍ୱ

ହାଟଡିହୀ,୨୭।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ଚିତ୍ତରଞ୍ଜନ ପାତ୍ରଙ୍କୁ ଜିଲା କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱ ମିଳିଛ। ସେହିପରି ସୋସୋ ଅଞ୍ଚଳର ବିକାଶ ବଳଙ୍କୁ ସମ୍ପାଦକ ଦାୟିତ୍ୱ ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ…

ବାବୁ ସିଂଙ୍କ କଡ଼ା ଚେତାବନୀ: ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ବର୍ଷିବ ଠେଙ୍ଗା

ଭୁବନେଶ୍ୱର,୨୭।୧: ଆଜିଠାରୁ ଆରମ୍ଭ ହେଉଛି ଖଣ୍ଡଗିରି ଯାତ୍ରା ମହାକୁମ୍ଭ। ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ଅମାନିଆ ହୋଇ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ସରକାରୀ ଠେଙ୍ଗା ବାଜିବ ବୋଲି ବିଧାୟକ ବାବୁ ସିଂ କଡ଼ା ଚେତାବନୀ ଦେଇଛନ୍ତି। ବିଧାୟକ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ…

ଭୁବନେଶ୍ୱର,୨୭।୧: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ…

PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ: ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୨୭।୧: ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । BAHAN ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାରେ ସମ୍ମୁଖୀନ…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର…

ଯମଜ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଏହି ଯୁବତୀ, ଗର୍ଭବତୀ ହେଲେ…

ସୋସିଆଲ ମିଡିଆରେ ବେତେବେଳେ ଏପରି ଘଟଣା ସାମ୍ନାକୁ ଆସେ ଯାହା ଲୋକଙ୍କୁ କେବଳ ଚକିତ କରେ ନାହିଁ ବରଂ ଭାବିବାକୁ ବାଧ୍ୟ କରେ। ଥାଇଲାଣ୍ଡରେ ଏପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଆଜିକାଲି ଚହଳ ସୃଷ୍ଟି କରୁଛି। ଉତ୍ତର-ପୂର୍ବ ଥାଇଲାଣ୍ଡର ଜଣେ ମହିଳା…

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ ରାତିରେ ଏହି ବଡ ଧରଣର ଅଗ୍ନିକାଣ୍ତ ଘଟିଛି। ବାଲେଶ୍ବର ଜିଲା ଭୋଗରାଇ ଥାନା…

କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ

ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର ସେଭେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଇଟାଲୀ ଆୟର୍ଲାଣ୍ଡକୁ ପରାସ୍ତ କରି କ୍ରିକେଟ…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ ଆସିଥିବା ୧୦ରୁ ଉଦ୍ଧର୍‌ବ ବିଦେଶୀ ପର୍ଯ୍ୟଟକ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି ।…

T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…

ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ ଖାରଜ କରିଛନ୍ତି। ଲିଣ୍ଡବ୍ଲାଡ ବିଶ୍ୱାସ ପ୍ରକାଶ କରିଛନ୍ତି ଯେ ସ୍କଟିସ ଦଳ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?