ଓବିସି ତାଲିକାରେ ବଢ଼େଇ ଜାତିକୁ ନେଇ ସଂଶୋଧନ: କେନ୍ଦ୍ରକୁ ଅନୁରୋଧ କଲେ ଭର୍ତ୍ତୃହରି
ନୂଆଦିଲ୍ଲୀ,୨୦ା୧୧: କେନ୍ଦ୍ରୀୟ ତାଲିକାର ଅନ୍ୟ ପଛୁଆ ବର୍ଗ (ଓବିସି)ରେ ରହିଥିବା ‘ବଢ଼େଇ’ ଜାତିରେ ସଂଶୋଧନ ପାଇଁ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। କଟକ ଏମ୍ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ଲୋକ ସଭା ପରିସରରେ…
ଆଟେନ୍ବରୋଙ୍କୁ ଇନ୍ଦିରା ଗାନ୍ଧୀ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ବିଶିଷ୍ଟ ପ୍ରକୃତିବାଦୀ ତଥା ପ୍ରସାରକ ଭାବେ ଜଣାଶୁଣା ସାର୍ ଡେଭିଡ୍ ଆଟେନ୍ବରୋଙ୍କୁ ୨୦୧୯ ବର୍ଷର ଇନ୍ଦିରା ଗାନ୍ଧୀ ଶାନ୍ତି, ନିରସ୍ତ୍ରୀକରଣ ଓ ବିକାଶ ପୁରସ୍କାର ପ୍ରଦାନ କରାଯିବ। ତାଙ୍କ ନାମକୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ନେତୃତ୍ୱରେ…
ପୀଡ଼ିତାଙ୍କ ପାଇଁ ୫୯୫ ଓସିଏସ୍
ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଦେଶରେ ପୀଡ଼ିତାମାନଙ୍କ ପାଇଁ ୫୯୫ଟି ଓ୍ବନ୍ ଷ୍ଟପ୍ ସେଣ୍ଟର (ଓସିଏସ୍) ରହିଛି। ଶାରୀରିକ ଉତ୍ପୀଡ଼ନ ସହ ବିଭିନ୍ନ ଅପରାଧର ଶିକାର ହେଉଥିବା ମହିଳାମାନଙ୍କୁ ଏହି କେନ୍ଦ୍ରଗୁଡ଼ିକରେ ସହାୟତା ଦିଆଯାଉଛି। କାର୍ଯ୍ୟକ୍ଷମ ଥିବା ଓସିଏସ୍ଗୁଡ଼ିକରୁ ୨.୨୭ ଲକ୍ଷ ମହିଳାଙ୍କୁ ସେବା ପ୍ରଦାନ…
ରାଜ୍ୟ ସଭାରେ ସରୋଗେସି ବିଲ୍: ସର୍ତ୍ତ କୋହଳ ଲାଗି ଦାବି
ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ ହେବ ବୋଲି କହି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହାକୁ ଏକ ଗେମ୍ ଚେଞ୍ଜର ବୋଲି ମତ…
ମାଗଣା ହୋଇପାରେ ‘ମୋ ସାଇକେଲ’
ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ‘ମୋ ସାଇକେଲ ଯୋଜନା’କୁ ବର୍ଷେ ପୂରିବ। ମୋ ବସ୍ ଭଳି ମୋ ସାଇକେଲ ସଫଳ ହୋଇ ନ ଥିବାରୁ କିପରି ଅଧିକ ଆଦୃତ ହୋଇପାରିବ ସେନେଇ ନୂଆ କିଛି ଚିନ୍ତା କରାଯାଉଛି। ବାର୍ଷିକ ଉତ୍ସବରୁ ମୋ…
ଶୁକ୍ରବାରଠାରୁ ଇ-ବସ୍ ‘ଡେମୋ ରନ୍’
ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍’ ସେବା ସାରା ଦେଶରେ ଆଦୃତ୍ତ ହୋଇଛି। ଦେଶର ଶ୍ରେଷ୍ଠ ସିଟି ବସ୍ ସେବା ପୁରସ୍କାର ପାଇଛି। ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିବାକୁ ଥିବା ଇ-ବସ୍ଗୁଡ଼ିକର…
ମହାନଦୀ ବସ୍ ଦୁର୍ଘଟଣାକୁ ବର୍ଷେ ପୂରିଲା: ସାର୍ବଜନୀନ ହୋଇନି ତଦନ୍ତ ରିପୋର୍ଟ
କଟକ ଅଫିସ, ୨୦-୧୧:୨୦୧୮ ନଭେମ୍ବର ୨୦। ସେଦିନ ଥାଏ ମଙ୍ଗଳବାର। ସନ୍ଧ୍ୟା ପାଖାପାଖି ସାଢେ ୬ଟା। ବଡ଼ଓଷା ପାଇଁ ଲୋକେ ପ୍ରସ୍ତୁତ ହେଉଥିବାବେଳେ ଆସିଲା ଅତ୍ୟନ୍ତ ଦୁଃଖଦାୟକ ଖବର। ତାଳଚେରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍ (ନଂ. ଓଡି୩୫ଏ-୦୨୧୧)…
ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚାଷୀ ଅମଳ କରି ଧାନ ବସ୍ତା ଧରି ରହିଛି। ହେଲେ କିଣିବାକୁ କେହି ନାହିଁ। ଖରା, ବର୍ଷା, ଶୀତ କାକରରେ ଧାନ ସେମିତି ପଡି ରହୁଛି। ଯେଉଁ ବ୍ୟବସ୍ଥାରେ କ୍ରୟ କରାଯିବ, ସେହି ବ୍ୟବସ୍ଥାରେ ଚାଷୀ ନିଜକୁ ଖାପ ଖୁଆଇ ପାରୁନାହିଁ।…
୧୧ବର୍ଷରେ ବିଦ୍ୟୁତ୍ ସଂସ୍ପର୍ଶରେ ମରିଛନ୍ତି ୧୧୯ ହାତୀ
ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜ୍ୟରେ ଗତ ୧୧ବର୍ଷରେ ୧୧୯ ହାତୀଙ୍କ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛିିି। ୨୦୦୯-୧୦ଠାରୁ ୨୦୧୯-୨୦ ମଧ୍ୟରେ ଘଟିଥିବା ଏହି ହାତୀ ମୃତ୍ୟୁରେ କେନ୍ଦୁଝର ଜିଲାର ମୋଟ ୧୧ ହାତୀ ମରିଛନ୍ତି। ଏଥିପାଇଁ ୧୪୮ଙ୍କୁ ଦାୟୀ କରାଯାଇ ସେମାନଙ୍କ ବିରୋଧରେ…
ଆବାସ ଦୁର୍ନୀତି ନେଇ ଭାଜପାର ଟାର୍ଗେଟ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ମାହାଙ୍ଗା ଆବାସ କେଳାଙ୍କାରୀ କରିଥିବା ଜଣେ ଅଫିସର ବର୍ତ୍ତମାନ ମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ପାଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା କହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ଉପସଭାପତି…
ବିଦ୍ୟୁତ୍ ତାର ବିଛାଇ ଦନ୍ତାହାତୀ ଶିକାର
ଅମରପାଲି, ୨୦-୧୧ (ଡି.ଏନ.ଏ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତ ସାରସଦାଦର ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତାହାତୀ ଶିକାର କରାଯାଇଛି। ଶିକାର ପରେ ହାତୀର ଦାନ୍ତକୁ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଦନ୍ତାକୁ ପ୍ରାୟ ୭ଦିନ ପୂର୍ବରୁ ହତ୍ୟା କରାଯାଇଥିବା ଅନୁମାନ…
ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ
ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ। ଏବେ ପୁଣି ସେ ଫିଟ୍ନେସ ଶିବିର ‘ଜୁମ୍ବା ଏରୋବିକ୍ସ’ ଆୟୋଜନ କରି ଚର୍ଚ୍ଚାକୁ ଆସିଛନ୍ତି।…
Archives


