Home Left

ସୁସ୍ଥ ସ୍ବାସ୍ଥ୍ୟ ପାଇଁ ଦେହରେ କାଦୁଅ ବୋଳିହେଲେ ୩୪୦ ଜଣ

ଗୋରଖପୁର,୧୯।୧୧: ପ୍ରାକୃତିକ ଉପାୟରେ ସୁସ୍ଥ ରହିବା ପାଇଁ ଉତ୍ତରପ୍ରଦେଶ ଗୋରଖପୁରରେ ୩୪୦ ଜଣ ମିଳିତ ଭାବେ ଦେହରେ କାଦୁଅ ବୋଳିି ହୋଇଛନ୍ତି। ଆରୋଗ୍ୟ ମନ୍ଦିର ପରିସରରେ ଏହା ସମ୍ପନ୍ନ ହୋଇଛି। ଏହା ସହିତ ଏହାକୁ ଏସିଆନ୍‌ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନୀତ…

ଘରକୁ ସଜାନ୍ତୁ ଓ୍ବାଲପେପର୍ସରେ

ଆପଣ ନିଜ ଘରକୁ ମେକଓଭର କରିବାକୁ ଚାହଁୁଛନ୍ତି କି ? ଯଦି ହଁ ତେବେ କାନ୍ଥର କଲର ବଦଳାଇବା ସହ କିଛି ଅଲଗା ଡିଫରେନ୍ସ କରିବାକୁ ଚେଷ୍ଟା କରନ୍ତୁ। ଯେମିତିକି ଓ୍ବାଲଡେକୋର ଲାଗି ଓ୍ବାଲପେପର ବ୍ୟବହାର କରିପାରିବେ। ଏହାଦ୍ୱାରା ଆପଣ ନିଜ…

ତାନାଜିର ଟ୍ରେଲର ରିଲିଜ୍‌

ମୁମ୍ବାଇ: ମଲ୍ଟି ଷ୍ଟାର ଓ ଡ୍ରାମାରେ ଭରପୂର ଥିବା ଫିଲ୍ମ ‘ତାନାଜି: ଦ ଅନସଙ୍ଗ ଓ୍ବାରିୟର’ର ଟ୍ରେଲର ରିଲିଜ୍‌ ହୋଇଛି। ଟ୍ରେଲରଟି ୩ ମିନିଟ୍‌ ୨୧ ସେକେଣ୍ଡର ହୋଇଥିବା ବେଳେ ଏହାକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ରିଲିଜ୍‌ ହେବାର କିଛି…

ଟି୧୦ ଲିଗ୍‌: ଲିନଙ୍କ ରେକର୍ଡ

ଆବୁଧାବି,୧୯।୧୧- ଆବୁଧାବିରେ ଟି୧୦ ଲିଗ୍‌ର ତୃତୀୟ ସଂସ୍କରଣ ଏବେ ଖେଳାଯାଉଛି। ଏହି ଲିଗ୍‌ରେ ଅଷ୍ଟ୍ରେଲିଆ ଓପନର କ୍ରିସ ଲିନ ମରାଠା ଆରବିୟାନ୍ସ ପାଇଁ ଖେଳୁଛନ୍ତି। ସୋମବାର ଲିନ ବିସ୍ଫୋରକ ବ୍ୟାଟିଂ କରି ରେକର୍ଡ ଭଙ୍ଗ କରିଛନ୍ତି। ଟିମ୍‌ ଆବୁ ଧାବି ବିପକ୍ଷ…

ଓଓ୍ବେସିଙ୍କ ଦଳକୁ ଭାଜପାର ବି ଟିମ୍‌ କହିଲେ ମମତା

କୋଲକାତା,୧୯।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସଦୁଦ୍ଦିନ୍‌ ଓଓ୍ବେସିଙ୍କ ରାଜନୈତିକ ଦଳ ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ୍‌ ମୁସ୍ଲିମିନ୍‌କୁ ଭାଜପାର ବି ଟିମ୍‌ ବୋଲି କହିଛନ୍ତି। ସେ ଓଓ୍ବେସିଙ୍କ ନାମ ନନେଇ କହିଛନ୍ତି ଯେ, କିଛି ଅଳ୍ପସଂଖ୍ୟକ କଟ୍ଟର ପନ୍ଥୀନେତା ଯେଉଁମାନେ ହାଇଦ୍ରାବାଦ୍‌ରେ…

ଜିଲାପାଳ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୯।୧୧: ଖରିଫ ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧକରି ମଙ୍ଗଳବାର ଚାଷୀମାନେ ବରଗଡ଼ ଜିଲାପାଳଙ୍କ ଅଫିସରେ ତାଲା ପକାଇଛନ୍ତି। ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ଗୌରଚନ୍ଦ୍ର ଖମାରୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଜିଲାପାଳ ଅଫିସକୁ ଯାଇଥିଲେ। ତେବେ ସେମାନେ…

ଦୁର୍ନୀତି ଅଭିଯୋଗରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ନିଲମ୍ବିତ

ଭୁବନେଶର,୧୯।୧୧(ବ୍ୟୁରୋ): ଦୁର୍ନୀତି ଅଭିଯୋଗ ପ୍ରମାଣ ମିଳିବା ପରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ଅର୍ଜୁନ କହଁର ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ କଟକ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଜୁନଙ୍କ ବିରୋଧରେ ଗତ କିଛିଦିନ ହେବ ଦୁର୍ନୀତି ଅଭିଯୋଗ ହୋଇଥିଲା। ଏହାପରେ…

ଭିଜିଲାନ୍ସ ଜାଲରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

କେନ୍ଦୁଝର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ଲାଞ୍ଚ ନେଉଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଇନକ୍ରିମେଣ୍ଟ କରାଇଦେବା ପାଇଁ କହି ଉକ୍ତ ବ୍ଲକ ଅଧୀନ ଭଗାନଇ ୟୁପି ସ୍କୁଲର ପ୍ରଧାନଶିକ୍ଷକ ମୁକୁନ୍ଦ ସାହୁଙ୍କୁ…

ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ ଉଦ୍ଦେଶ୍ୟରେ ଏକ ଗୀତ ଲେଖି ଏହାକୁ ଟୁଇଟ୍‌ କରିଛନ୍ତି। ଏହା ସହିତ ପ୍ରିୟଙ୍କା ଇନ୍ଦିରାଙ୍କ…

ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ ଗୋଣ୍ଡଓ୍ବାନା…

ପିଇବା ପାଣି ଯୋଗାଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା। କଂଗ୍ରେସ ସଭ୍ୟ ତାରା ପ୍ରସାଦ…

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଲାଗି ରୋଷେଇ ହୋଇ ନ ଥିଲା। ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ୪ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri