Home Left

ଗୋଆ ଫାର୍ମକୁ ମିଳିଲା ନାଡିଡିିହି ଖଣି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଗୋଆସ୍ଥିତ ସୋସିଇଦାଦେ ଡି ଫୋମେଣ୍ଟୋ ଇଣ୍ଟଷ୍ଟ୍ରିଆଲ ପ୍ରାଇଭେଟ ଲିମିଟେଡ ନାଡିଡିିହି ଲୁହାପଥର ଏବଂ ମାଙ୍ଗାନିଜ ଖଣି ନିଲାମ ନେବାରେ ସଫଳ ହୋଇଛି। ରବିବାର ବିଳମ୍ବିତ ରାତିରେ ହୋଇଥିବା ନିଲାମ ପ୍ରକ୍ରିୟାରେ ଉକ୍ତ କମ୍ପାନୀ ସମେତ ୧୦ ଜଣ ଅଂଶଗ୍ରହଣ…

୮ ବରିଷ୍ଠ ଓଏଏସ୍‌ଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):: ରାଜ୍ୟ ସରକାରଙ୍କ ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଆଇଏଏସ୍‌ ଅଫିସର ପାହ୍ୟା ପଦୋନ୍ନତିକୁ କେନ୍ଦ୍ର ସରକାର ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ କାର୍ମିକ ମନ୍ତ୍ରଣାଳୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛି।…

ଅଭିନେତା ଅର୍ଦ୍ଧେନ୍ଦୁଙ୍କୁ ବିବାହ କରିବେ ମହାରଥୀଙ୍କ ଝିଅ

ଭୁବନେଶ୍ୱର,୧୧ା୨(ବ୍ୟୁରୋ):ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅର୍ଦ୍ଧେନ୍ଦୁ ସୁନ୍ଦର ସାହୁଙ୍କୁ ବିବାହ କରିବେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ଫେବୃୟାରୀ ୨୬ରେ ବରମୁଣ୍ଡାଠାରେ ଥିବା ବିଜୁ ପଟ୍ଟନାୟକ ଖେଳ ପଡିଆରେ ଏହି ବିବାହ ଉତ୍ସବର ଆୟୋଜନ କରାଯିବ। ଏହାପରେ ୨୮ ତାରିଖରେ…

ବିପର୍ଯ୍ୟୟ ମୁକାବିଲା: ଓଡ଼ିଶାକୁ ମିଳିବ ୨୧ ଶହ କୋଟି

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ପଞ୍ଚଦଶ ଅର୍ଥ କମିଶନ ସୁପାରିସ ଅନୁଯାୟୀ ରାଜ୍ୟକୁ ୨୦୨୦-୨୧ ଆର୍ଥ୍‌ତ୍କବର୍ଷ ପାଇଁ ୨୧ ଶହ କୋଟି ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାର ସବୁଜ ସଙ୍କେତ ଦେଇଛନ୍ତି। ସେଥିରୁ ୪୦ ପ୍ରତିଶତ ଅର୍ଥ ରିଲିଫ ଓ ଉଦ୍ଧାର ପାଇଁ ବ୍ୟବହାର…

ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା…

ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି ଗୋଡ଼ର ଅନ୍ୟ ଏକ ଅଂଶରେ ପଶିଯାଇଥିଲା। ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ସ୍ଥାନୀୟ…

ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨ (ବ୍ୟୁରୋ): ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି।…

ମିଳୁନି ଆଶାନୁରୂପ କର୍ମନିଯୁକ୍ତି

କେନ୍ଦ୍ରାପଡ଼ା ଅଫିସ୍‌, ୧୧।୨:କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ପ୍ରମୁଖ ସମସ୍ୟା। ଜିଲାରେ ଶିଳ୍ପ ପ୍ରତିଷ୍ଠାନ ନଥିବା ବେଳେ ଅର୍ଥକରୀ ଫସଲ ପାଇଁ ପ୍ରୋତ୍ସାହନ ନ ଥିବାରୁ ଜିଲାର ଅନେକ ବ୍ୟକ୍ତି ଜିଲା ବା ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି।…

ପେଣ୍ଟିଂ ଆର୍ଟିଷ୍ଟଙ୍କ ଜୀବନ ଦୁର୍ବିଷହ: ଫ୍ଲେକ୍ସ, ଷ୍ଟିକର ଲଗାଇ ଅନୁଦାନ ହଡ଼ପ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୨: ସହରର ସୌନ୍ଦର୍ଯ୍ୟକରଣ ଓ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରାଚୀରରେ ବିଜ୍ଞାପନ ଲେଖାଯାଉଛି। ଏଥିଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଛି। ହେଲେ ଏହାର ସୁଫଳ ନୟାଗଡ଼ ଜିଲାର ପେଣ୍ଟିଂ ଆର୍ଟିଷ୍ଟଙ୍କ ପାଖରେ ଅପହଞ୍ଚ ହୋଇ…

ପିଡିଏରେ ସର୍ବକ୍ଷମା ପାଇଁ ୨୦ ଆବେଦନକାରୀ

ପାରାଦୀପ,୧୧ା୨(ସ୍ବ.ପ୍ର.): ରାଜ୍ୟ ସରକାର ବେଆଇନଭାବେ ଗଢ଼ି ଉଠିଥିବା କୋଠାବାଡିକୁ ବୈଧ କରିବା ପାଇଁ ସର୍ବକ୍ଷମା ସୁବିଧା କରିଛନ୍ତି। ଏହାର ଅବଧି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରହିଛି। କିନ୍ତୁ ପରିତାପର ବିଷୟ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଅଧୀନରେ ଥିବା ୧୨୦…

ଦିନେ ଛୁଇଁଥିଲେ ସଫଳତାର ଶିଖର….

ବ୍ୟବସାୟ ଜଗତରେ କେତେକ ବ୍ୟକ୍ତି ସଫଳତା ସିଡି ଚଢି ଚାଲିଥିବା ବେଳେ ଆଉ କିଛି ସଫଳ ହୋଇ ମଧ୍ୟ ଏବେ ବିଫଳ ହୋଇଛନ୍ତି। ହଜାର ହାଜର କୋଟି ଟଙ୍କାର ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କର ମଧ୍ୟ ସ୍ଥିତି ବହୁତ ଖରାପ ହୋଇଛି। କେତେକେ…

ଓଏନ୍‌ଜିସି ସର୍ବାଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ

ନୂଆଦିଲ୍ଲୀ,୧୧-୨: ଓଏନ୍‌ଜିସି, ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଏବଂ ଏନ୍‌ଟିପିସି ୨୦୧୮-୧୯ର ସବୁଠାରୁ ଅଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇପାରିଛନ୍ତି। ଏହାବାଦ ବିଏସ୍‌ଏନ୍‌ଏଲ୍‌, ଏୟାର ଇଣ୍ଡିଆ, ଏମ୍‌ଟିଏନ୍‌ଏଲ୍‌ ସର୍ବାଧିକ କ୍ଷତି ସହିଥିବା ରାଷ୍ଟ୍ରାୟତ୍ତ କମ୍ପାନୀ ତାଲିକାରେ ଅଛନ୍ତି। ଏହି କମ୍ପାନୀଗୁଡିକ ଲଗାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?