ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍କାଳୀନ ପାଣ୍ଠି ବାବଦରେ ପ୍ରତି ପ୍ରାଥମିକ ସମବାୟ ସମିତିକୁ ୨ ଲକ୍ଷ ଟଙ୍କା ଲେଖାଏ ସରକାରୀ ସହାୟତା ଫିଶ୍ଫେଡ୍…
୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା
ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ ପାଦରେ…
ଅଫିସ ଭିତରେ ଭାଇ ଡାକିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସରକାରୀ ଅଫିସରମାନେ ଅଫିସ୍ କାମ ସମୟରେ ପୂରା ନିୟମ ପାଳନ କରିବେ। କୌଣସି କନିଷ୍ଠ କର୍ମଚାରୀମାନେ ଏଥର ବରିଷ୍ଠ ଅଧିକାରୀଙ୍କୁ ଅଫିସ ସମୟ କିମ୍ବା ଭିତରେ ଭାଇ ବୋଲି ସମ୍ବୋଧିତ କରିପାରିବେ ନାହିଁ। ଏମିତି ଦୃଶ୍ୟ ନଜରକୁ ଆସିଲେ କଡା…
ଶଙ୍କରାଚାର୍ଯ୍ୟଙ୍କୁ ଅସମ୍ମାନିତ କରିଛନ୍ତି ନରସିଂହ: ଭାଜପା; କୌଣସି ଅପମାନସୂଚକ କଥା କହିନାହିଁ: ନରସିଂହ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସାଙ୍ଗିଆକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଯେଉଁ ପ୍ରଶ୍ନ ଉଠାଇଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ ା ଶଙ୍କରାଚାର୍ଯ୍ୟଙ୍କର ଶିକ୍ଷା ଓ ଜାତିକୁ ନେଇ ପ୍ରମାଣ ମାଗିବା ଅତ୍ୟନ୍ତ…
କାଳିଆ ଯୋଜନା ଅନିୟମିତତା ନେଇ କଂଗ୍ରେସର ଅଭିଯୋଗ: ଅଯୋଗ୍ୟ ହିତାଧିକାରୀଙ୍କ ଭୁଲ୍ ତଥ୍ୟ ଦେଇଛନ୍ତି ସରକାର
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କାଳିଆ ଯୋଜନାରେ କୋଟି କୋଟି ଟଙ୍କା ଅନିୟମିତତା ହୋଇଥିବା ଅଭିଯୋଗ କରିଛି କଂଗ୍ରେସ। ଏହି ଯୋଜନାକୁ ନେଇ ବିରୋଧୀ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି। ଦଳ ଅଭିଯୋଗ କରିଛି ଏହି ଯୋଜନାରେ ଯେତିକି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ…
ଖୁବ୍ ଲମ୍ବା ସୁସ୍ମିତାଙ୍କ ପ୍ରେମ କାହାଣୀ: ବିନା ବିବାହରେ ୨ ସନ୍ତାନର ମା’
ମୁମ୍ବାଇ: ବଲିଉଡ୍ର ସିଙ୍ଗଲ ମଦର ଭାବେ ପରିଚିତ ସୁସ୍ମିତା ସେନ୍ ୪୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୪ରେ ମିସ୍ ୟୁନିଭର୍ସ ଟାଇଟଲ ଜିତିବା ପରେ ବଲିଉଡ୍ରେ ଏଣ୍ଟ୍ରି କରିଥିଲେ ସୁସ୍ମିତା। ଏହାପରେ ସେ କେତେ ଗୁଡିଏ ହିଟ୍ ଫିଲ୍ମ ଦେଇ ଦର୍ଶକଙ୍କ…
ବିଧାନସଭାରେ ଏକ ହେଲେ ଶାସକ, ବିରୋଧୀ: ସାମ୍ବାଦିକ ସୁରକ୍ଷା ଆଇନ ଆଣିବାକୁ ଦାବି
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଛନ୍ତି।…
ଅନ୍ତର୍ଜାତୀୟ ପୁରୁଷ ଦିବସ: ପୁରୁଷ ‘ରୋଲ୍ ମଡେଲ’
ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ ପାଳନ କରାଯାଉଛି। ହେଲେ ପୁରୁଷଙ୍କ ପାଇଁ ଏଭଳି ଏକ ଦିବସ ରହିଛି, ତାହା ଅନେକଙ୍କୁ ଜଣାନାହିଁ। କିନ୍ତୁ ପ୍ରତିବର୍ଷ ୧୯ ନଭେମ୍ବରରେ ୭୦ରୁ ଊର୍ଦ୍ଧ୍ୱ ଦେଶରେ ପାଳନ ହୁଏ ଅନ୍ତର୍ଜାତୀୟ ପୁରୁଷ ଦିବସ। ସେହି…
୬,୮୧୭ ଜଣ ସରକାରୀ ଅଫିସରଙ୍କ ନାଁରେ ଭିଜିଲାନ୍ସ ମାମଲା: ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗ ୬ ହଜାର ୮୧୭ ଜଣ ସରକାରୀ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ନେଇ ମାମଲା ରୁଜୁ କରିଛି। ୨୦୧୯ ସେପ୍ଟେମ୍ବର ସୁଦ୍ଧା ରୁଜୁ ହୋଇଥିବା ଏହି ମାମଲାରେ ୮୯୫ଜଣ ପ୍ରଥମ ଶ୍ରେଣୀ କର୍ମଚାରୀ, ୭୯୮ଜଣ…
ଟ୍ରାଫିକ୍ ନିୟମ ବୁଝାଉଥିବା ‘ଡ୍ୟାନ୍ସିଂ ଗର୍ଲ’ଙ୍କ ଭିଡିଓ ଭାଇରାଲ
ଇନ୍ଦୋର, ୧୯।୧୧: ମଧ୍ୟ ପ୍ରଦେଶରେ ଜଣେ ଏମ୍ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ…
ସିବିଏସ୍ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍ଇକୁ ନିର୍ଦ୍ଦେଶ
କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ସିବିଏସ୍ଇକୁ ନିର୍ଦ୍ଦେଶ…
ଯୁଦ୍ଧ ବେଳେ ଯବାନଙ୍କୁ ସାହାଯ୍ୟ କରିବ ‘ଆଇରନ୍ ମ୍ୟାନ’ ସୁଟ୍
ବାରାଣସୀ,୧୯।୧୧: ଉତ୍ତର ପ୍ରଦେଶ ବାରାଣସୀର ଯୁବକ ଅଶୋକ ଚୌରାସିଆ ଏମିତି ଏକ ସୁଟ୍ ତିଆରି କରିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି। ବାରାଣସୀର ଏକ ଘରୋଇ ସଂସ୍ଥାରେ କାମ କରୁଥିବା ଅଶୋକ ଏବେ ଯୁଦ୍ଧ ବେଳେ ଯବାନମାନଙ୍କୁ ସୁରକ୍ଷା ଦେବାଭଳି ଏକ…
Archives


