ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ ଏହାକୁ ତାଙ୍କ କ୍ୟାରିୟରର ଶେଷ ନୁହେଁ, ବରଂ ଏକ ନୂତନ ଆରମ୍ଭ ବୋଲି…
ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ
ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ ଧରି ଧାରଣାରେ ବସିଛନ୍ତି ଚାଷୀ। ସୂଚନା ଅନୁଯାୟୀ ଏହି ସମିତିରେ ୪୦୯ ଜଣ…
ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ
ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା କେବଳ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରୁଥିବା ପୁଅ ଏବଂ ଝିଅଙ୍କୁ ନୁହେଁ,…
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…
ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ…
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଘଟଣାସ୍ଥଳରେ…
ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ କୁଜେନ୍ଦ୍ରି ଠାରୁ ଭାମିନି ଗ୍ରାମ ନିଜ ଘରକୁ ଫେରୁଥିବା ସମୟରେ ଦୁଇଜଣ…
ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି..
ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେମାନେ ଫେରାର ଥିବା…
ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…
ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ୫-ଡେ ବ୍ୟାଙ୍କିଙ୍ଗ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ…
ଗୋପାଳପୁର ବେଳାଭୂମି ମହୋତ୍ସବ:ମା’ ତାରାତାରିଣୀଙ୍କ ପୀଠରୁ ବାହାରିଲା ମଶାଲ ଶୋଭାଯାତ୍ରା
ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଶାଲ ଶୋଭାଯାତ୍ରା ବାହାରିଛି। ଏହି ମଶାଲ ଗୋପାଳପୁର ମହୋତ୍ସବ ପଡ଼ିଆରେ ପହଞ୍ଚିବ। ଏ ନେଇ ଜିଲାପ୍ରଶାସନ…
ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର
ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ କଳାକାର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଗାଡି ଦୁର୍ଘଟଣା ପରେ ସମ୍ପୂର୍ଣ୍ଣ ଚେପା ହୋଇଯାଇଛି।…
ବ୍ୟାଙ୍କ ଧର୍ମଘଟ: ବଲାଙ୍ଗୀର SBI ବ୍ୟାଙ୍କ ସମ୍ମୁଖରେ ଧାରଣା
ବଲାଙ୍ଗୀର,୨୭।୧(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ବ୍ୟାଙ୍କ ୟୁନିଅନଗୁଡ଼ିକ ଦ୍ୱାରା ପୂର୍ଣ୍ଣ ଦିବସ ଧର୍ମଘଟ ଘୋଷଣା ପରେ, ସରକାର ଏବଂ ବ୍ୟାଙ୍କଗୁଡ଼ିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସୋମବାର ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଧର୍ମଘଟ ସତ୍ତ୍ୱେ ଗ୍ରାହକମାନେ ଯେପରି…
ବନ୍ଦର କୌଣସି ପ୍ରଭାବ ପଡ଼ିବ ନାହିଁ: ଭାଜପା
ଭୁବନେଶ୍ୱର,୨୭।୧: ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ପାଳନକୁ ଭାଜପା ତାଚ୍ଛଲ୍ୟ କରି ନବନିର୍ମାଣ କୃଷକ ସଂଗଠନକୁ ଟାର୍ଗେଟ୍ କରିଛି। ଏହା ନକଲି ଚାଷୀଙ୍କ ଆନ୍ଦୋଳନ ବୋଲି ଭାଜପା ମୁଖପାତ୍ର ମନୋଜ ମହାପାତ୍ର…
୫ ଦିନିଆ କାର୍ଯ୍ୟସପ୍ତାହ ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା, ଗୁଣୁପୁରରେ ସମର୍ଥନ…
ଗୁଣୁପୁର, ୨୭।୧ (ସଂକେତ ପାତ୍ର): ସପ୍ତାହକୁ ୫ ଦିନ କାର୍ଯ୍ୟସପ୍ତାହ ଓ ୨ ଦିନ ସାପ୍ତାହିକ ଛୁଟି ଦାବିରେ ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାକୁ ଗୁଣୁପୁର ଅଞ୍ଚଳର ସମସ୍ତ ବ୍ୟାଙ୍କ ସମର୍ଥନ ଜଣାଇଛନ୍ତି ।…

