Home Left

ନବୀନଙ୍କୁ ଭେଟିଲେ କମଲ ହାସନ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ତଥା ଏମ୍‌ଏନ୍‌ଏମ୍‌(ମକ୍କଲ ନିଧି ମୟମର) ଦଳର ମୁଖ୍ୟ କମଲ ହାସନ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କମଲ ହାସନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଶେଷ ଆଲୋଚନା…

ଶଙ୍କରାଚାର୍ଯ୍ୟଙ୍କ ପ୍ରତି ନରସିଂହଙ୍କ ମନ୍ତବ୍ୟ ପ୍ରସଙ୍ଗ

ପୁରୀ ଅଫିସ,୧୯ା୧୧: ପୁରୀ ଗୋବର୍ଦ୍ଧନ ମଠାଧୀଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପ୍ରତି ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ କଟୁ ମନ୍ତବ୍ୟର ଜବାବ ରଖିଛନ୍ତି ଗୋବର୍ଦ୍ଧନ ମଠର ମୁଖପାତ୍ର ମନୋଜ ରଥ। ସେ କହିଛନ୍ତି, ବିଧାୟକ…

ରାଜ୍ୟରେ ହେବ ଗଞ୍ଜେଇ ଚାଷ: ଆଜି ଉଚ୍ଚସ୍ତରୀୟ ବୈଠକ

କଟକ ଅଫିସ/ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରାଯିବ। ଅବକାରୀ ବିଭାଗ ଏ ନେଇ ତତ୍ପର ହୋଇଉଠିଛି। ଔଷଧୀୟ ବ୍ୟବହାର ପାଇଁ ଏହି ଚାଷ କରିବାକୁ ସରକାର ସ୍ଥିର କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଯୁଗ୍ମ ସଚିବ ଏସ୍‌.ବି.କେ. ପ୍ରଧାନ…

ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ ଏବଂ ସଦସ୍ୟ ପଦବୀ ପୂରଣ କରିବା ପରେ ଏହି ମାମଲାର ଆଉ ଆବଶ୍ୟକତା ନାହିଁ…

ସ୍ମିତାରାଣୀ ପ୍ରସଙ୍ଗ:ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ଭାଜପା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାଶପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗ ଲଗାତର ୪ଦିନ ହେଲା ଭାଜପା ସଦସ୍ୟମାନେ ବିଧାନସଭାରେ ଉଠାଇ ଆସୁଛନ୍ତି। ମାତ୍ର ମୁଖ୍ୟ ବିରୋଧୀ ଦଳର ଏହି କଥାକୁ ବାଚସ୍ପତି ଶୁଣୁନାହାନ୍ତି। ବିରୋଧୀ ଦଳ ସଦସ୍ୟଙ୍କ…

ଇସିଜି ପାଇଁ ଜୀବନ ଗଲା

କଟକ ଅଫିସ, ୧୯ା୧୧: ଏସ୍‌ସିବି ମେଡିକାଲ ଦିଲ୍ଲୀ ଏମ୍‌ସର ସମକକ୍ଷ ହେବ। ଗତ ସପ୍ତାହରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। କିନ୍ତୁ ଏସ୍‌ସିବି ମେଡିକାଲର ପ୍ରକୃତ ଚିତ୍ର କେତେ ବିକଳ ତାହା ଜଣେ ମହିଳାଙ୍କ ଘଟଣାରୁ ସ୍ପଷ୍ଟ ହୋଇଯାଇଛି। ଘଟଣା ସମ୍ପର୍କରେ…

କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରାଯିବା ପାଇଁ ସୋମବାର ହାଇକୋର୍ଟ…

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ ପ୍ରସଙ୍ଗ: ଧାନକିଣା ନେଇ ଗୃହରେ ହୋହଲ୍ଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଟୋକନ ବ୍ୟବସ୍ଥାକୁ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଆଦି ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀଙ୍କ ଠାରୁ ଧାନ କିଣା ଯାଉ ନାହିଁ। ନଭେମ୍ବର ୧୫ରୁ ଧାନ କିଣା ହେବା କଥା, ୩…

୧୦ ଖଣି ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ: ଭାଗନେଲେ ୧୭୬ ବିଡର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ୧୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି ଖଣିଗୁଡ଼ିକ ହେଲା ନୂଆଗଁା ଲୁହାପଥର ଖଣି, ଠାକୁରାଣୀ ଲୁହା ପଥର ଖଣି, ସିଲଜୋରା-କାଳିମାଟି ଲୁହାପଥର ଓ ମାଙ୍ଗାନିଜ୍‌, ଜିିଲିଂ-ଲଙ୍ଗଲୋଟା ଲୁହାପଥର, ଜରିବାହାଲ ଲୁହାପଥର, ରଏଡା-୨,…

ଖୋଲିପାରେ ଭିତର ରତ୍ନଭଣ୍ଡାର

ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ପରେ ଏହି ପ୍ରସଙ୍ଗ ଏବେ ଜୋର୍‌ ଧରିଛି। ମହାପ୍ରଭୁଙ୍କ…

୧ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ

ଗଣିଆ,୧୯ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେନେପେରି ଓ ଇଡେଇ ଗ୍ରାମରେ ୧ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ସୋମବାର ପୋଡି ନଷ୍ଟ କରାଯାଇଛି ା ଗଣିଆ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ମିତାଲି ପାତ୍ରଙ୍କ ଉପସ୍ଥିତିରେ…

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର ପକ୍ଷରୁ କୁହାଯାଇଛି। ଏଭଳି ଗୁଜବ ନ ଖେଳାଇବାକୁ ପରିବାର ଲୋକେ ଅନୁରୋଧ କରିଛନ୍ତି। ୯୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri