ରାଷ୍ଟ୍ରପତି ଭାବେ ଶପଥ ନେଲେ ଗୋଟାବାୟା
କଲମ୍ବୋ,୧୯ା୧୧(ପି.ଟି.): ଶ୍ରୀଲଙ୍କାର ସପ୍ତମ ରାଷ୍ଟ୍ରପତି ଭାବେ ଗୋଟାବାୟା ରାଜପାକ୍ସେ ସୋମବାର ବୌଦ୍ଧ ମନ୍ଦିରରେ ଶପଥ ଗ୍ରହଣ କରିଛନ୍ତି। ସମର୍ଥନ ଲାଗି ସେ ସଂଖ୍ୟାଗରିଷ୍ଠ ସିଂହଳି ସମେତ ତାମିଲ ଓ ମୁସଲମାନମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୂର୍ବତନ ପ୍ରତିରକ୍ଷା ସଚିବ ଗୋଟାବାୟା ରାଷ୍ଟ୍ରପତି ନିର୍ବାଚନରେ ୧୩…
କାଗଜକଲମରେ ସୀମିତ ଶୌଚାଳୟ ନିର୍ମାଣ
ନୟାଗଡ଼ ଅଫିସ,୧୯।୧୧- ମଙ୍ଗଳବାର ବିଶ୍ୱ ଶୌଚାଳୟ (ପାଇଖାନା) ଦିବସ। ଚଳିତ ବର୍ଷର ବାର୍ତ୍ତା ରହିଛି ‘ଲିଭିଂ ନୋ ୱାନ୍ ବିହାଇଣ୍ଡ’। କେହି ଯେମିତି ଶୌଚାଳୟରୁ ବଞ୍ଚତ୍ତ ରହିବେ ନାହିଁ ସେହି ଲକ୍ଷ୍ୟରେ ଜିଲାର ସମସ୍ତଙ୍କ ଘରେ ଶୌଚାଳୟ ଥିବା ନେଇ ନିର୍ଦ୍ଦେଶ…
ପାରାଦୀପ ବାଲିଯାତ୍ରା ମହୋତ୍ସବ ସ୍ବତନ୍ତ୍ର
ପାରାଦୀପ,୧୯ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ସୋମବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଶାନ୍ତ ମୁଦୁଲି, ସମ୍ବିତ ରାଉତରାୟ, ପୌରାଧ୍ୟକ୍ଷ…
ବିବାହ ପାଇଁ ରାଜି ହେଲେନି ପ୍ରେମିକ: ଥାନାର ଦ୍ୱାରସ୍ଥ ହେଲେ ପ୍ରେମିକା
ବାଲିକୁଦା,୧୯ା୧୧(ସ୍ବ.ପ୍ର.): ଚାରି ବର୍ଷର ଭଲ ପାଇବା ପରେ ବି ପ୍ରେମିକ ବିବାହ କରିବାକୁ ମନାକଲେ। ଫଳରେ ପ୍ରେମିକା ନିରାଶ ହୋଇ ଶେଷରେ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ବାଲିକୁଦା ଥାନା ଅଞ୍ଚଳରେ ଏହିପରି ଘଟଣା ଘଟିଛି। ସୂଚନାରୁ ଜଣାଯାଇଛି, ଥାନା…
ଶାରଳା ମନ୍ଦିରରେ ନୀତି ହୋଇ ପାରିଲାନି: ୨ ହଜାର ଲୋକଙ୍କ ପ୍ରସାଦ ନଷ୍ଟ
ଜଗତ୍ସିଂହପୁର ଅଫିସ,୧୯ା୧୧: ସୋମବାର ନୂଆଖିଆ ପର୍ବରେ ମା’ସାରଳା ମନ୍ଦିରରେ ପୁଣି ଦେଖା ଦେଇଛି ବିଭ୍ରାଟ। ଏହି ପର୍ବରେ ପାଖାପାଖି ୨ ହଜାର ଲୋକଙ୍କ ପାଇଁ ଅପରାହ୍ନ ପ୍ରାୟ ୧ଟା ସୁଦ୍ଧା ରୋଷେଇ ହୋଇଥିଲେ ସୁଦ୍ଧା ତାହା ନୀତି ନ ହେବା କାରଣରୁ…
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…
ଶୀତଦିନେ ଲାଲ୍ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍, ସେଓ, ଲାଲ୍…
ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍ଦାର କଳି
ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ ଅଙ୍ଗନଓ୍ବାଡିର…
ବାରବାଟୀ ଫ୍ଲଡ୍ଲାଇଟ୍ ମରାମତି ଆରମ୍ଭ
କଟକ ଅଫିସ,୧୯ା୧୧- ଡିସେମ୍ବର ୨୨ରେ ହେବାକୁ ଥିବା ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ ମ୍ୟାଚ୍କୁ ଦୃଷ୍ଟିରେ ରଖି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପ୍ରସ୍ତୁତି ଆରମ୍ଭ କରିଛି। ସୋମବାର ‘ଦେବ ମସ୍କୋ’ ଟିମ୍ ଫ୍ଲଡ୍ଲାଇଟ୍ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ମରାମତି କରୁଥିବା ଉକ୍ତ…
ଏଫ୍ଆଇଏଚ୍ ହକି ପ୍ରୋ ଲିଗ୍: ଭୁବନେଶ୍ୱର ଭାରତର ଭେନ୍ୟୁ
ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ୨୦୨୦ ଜାନୁୟାରୀ ୧୧ରୁ ଜୁନ୍ ୨୮ ପର୍ଯ୍ୟନ୍ତ ଏଫ୍ଆଇଏଚ୍ ପ୍ରୋ ଲିଗ୍ର ଦ୍ୱିତୀୟ ସଂସ୍କରଣ ବିଶ୍ୱର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ। ଏଥିରେ ମୋଟ୍ ୧୪୪ଟି ମ୍ୟାଚ୍ ଅନୁଷ୍ଠିତ ହେବ। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ପକ୍ଷରୁ…
ଡାଇବେଟିସ୍ ରୋଗୀଙ୍କ ପାଇଁ ବେଶ୍ ଉପକାରୀ ପିଜୁଳି
ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ ନିୟନ୍ତ୍ରଣ…
ମୋ ସଫଳତାର ରାଜ୍ ହେଉଛି ବିରିୟାନୀ: ସାମି
ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ଏକ ଇନିଂସ ଓ ୧୩୦ ରନ୍ରେ ବିଜୟ ହାସଲ କରିଛି। ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଦ୍ରୁତ ବୋଲର୍ ମହମ୍ମଦ ସାମି। ଏହି ଟେଷ୍ଟରେ ସାମି ପ୍ରଥମ ଓ ଦ୍ୱିତୀୟ ଇନିଂସରେ…
କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଦିଗପହଣ୍ଡି/ପାଟପୁର (ଡି.ଏନ୍.ଏ.)- ସାନଖେମୁଣ୍ଡି ବ୍ଲକ ଭାଲିଆଝୋଳା ଗାଁ କୂଅରୁ ସୋମବାର ରାତି ପ୍ରାୟ ୮ ଟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗଁାର ବିଜୁଳି ନାୟକ। କୂଅକୁ ପାଣି ଆଣିବାକୁ ଯାଇଥିବାବେଳେ ଅସାବଧାନତା କାରଣରୁ ବିଜୁଳି…
Archives


