ଗାର୍ଗୀ କଲେଜରେ ଯୌନ ଉତ୍ପୀଡ଼ନ
ନୂଆଦିଲ୍ଲୀ,୧୦ା୨(ଆଇଏଏନ୍ଏସ୍): ନୂଆଦିଲ୍ଲୀସ୍ଥିତ ଗାର୍ଗୀ କଲେଜର କେତେଜଣ ଛାତ୍ରୀ ଯୌନ ଉତ୍ପୀଡ଼ନର ଶିକାର ହୋଇଛନ୍ତି। ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବାବେଳେ ସେମାନଙ୍କ ସହ ଅଶାଳୀନ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଯୌନ ଉତ୍ପୀଡ଼ନ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ…
ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ
ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍, ବସ୍ଷ୍ଟପ୍ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ ଡ୍ରଗ୍…
‘ଅନେକ ଶିଖିବାର ଅଛି’
ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ ଦେବାପାଇଁ ଅନେକ ସୁଯୋଗ ପାଇଥିଲୁ। ମାତ୍ର ତା’ର ସଦୁପଯୋଗ କରିପାରି ନ ଥିଲୁ। ବେଲଜିୟମ…
ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ ହେବାକୁ…
ସୁଧୁରୁନି ସ୍ବାସ୍ଥ୍ୟସେବା
ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍ସିଂହପୁର ଜିଲାରେ। ଜିଲା ମୁଖ୍ୟ ଚିକିତ୍ସାଳୟରେ…
ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା
ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି ଦଫା…
ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା। ଏହି…
ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫ କୋଟି…
ଜବରଦଖଲରେ ସରକାରୀ ଜମି
ଆରଡ଼ି,୧୦।୨ (ଡି.ଏନ.ଏ.)-ଜବରଦଖଲକାରୀଙ୍କ କବଳରେ ସରକାରୀ ଜମି। କାର୍ଯ୍ୟାନୁଷ୍ଠାନ ପାଇଁ ୨୦୧୪ରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ତହସିଲ କାର୍ଯ୍ୟାଳୟର ଉଦାସୀନତା ପାଇଁ ତାହା କାର୍ଯ୍ୟକାରୀ ହୋଇପାରୁନି ବୋଲି ଅଭିଯୋଗ କରି ପୁନଃ…
ବର୍ଷା ପରେ ଥରାଇବ ଶୀତ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୧୫.୩, ଦାରିଙ୍ଗବାଡ଼ି…
ବିଶ୍ୱକପ୍ କବାଡ଼ି ଚାମ୍ପିୟନଶିପ୍: ପାକିସ୍ତାନରେ ଅନୌପଚାରିକ ଭାରତୀୟ ଦଳ ପହଞ୍ଚିବା ନେଇ ବିବାଦ
ନୂଆଦିଲ୍ଲୀ,୧୦।୨(ପି.ଟି.)- ପାକିସ୍ତାନରେ ଆରମ୍ଭ ହୋଇଥିବା ବିଶ୍ୱ କବାଡ଼ି ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିବାକୁ ଏକ ଅନୌପଚାରିକ ଭାରତୀୟ ଦଳ ସେଠାରେ ପହଞ୍ଚିବା ନେଇ ବିବାଦ ସୃଷ୍ଟି ହୋଇଛି। କ୍ରୀଡ଼ା ମନ୍ତ୍ରଣାଳୟ ଓ ଜାତୀୟ କବାଡ଼ି ଫେଡେରେଶନ କୌଣସି ଆଥ୍ଲେଟଙ୍କୁ ଏଥିରେ ଅଂଶଗ୍ରହଣ କରିବାକୁ…
ବିଶ୍ୱର ଏକମାତ୍ର ଅମ୍ପାୟାର: କ୍ରିକେଟ ସହ ଫୁଟବଲ ବିଶ୍ୱକପ୍ରେ ମ୍ୟାଚ୍ ରେଫରୀ ଭୂମିକା ତୁଲାଇଛନ୍ତି
ସାଧାରଣତଃ କ୍ରିକେଟ ଏବଂ ଫୁଟବଲ ସହ କୌଣସି ସମ୍ପର୍କ ନ ଥାଏ। ଉଭୟ ଖେଳର ନିୟମ ଭିନ୍ନ। ଏସବୁ ଭିତରେ ଯଦି ଜଣେ ଫୁଟବଲ୍ ରେଫରୀଙ୍କୁ କ୍ରିକେଟ ଅମ୍ପାୟାର ଦାୟିତ୍ୱ ଦିଆଯାଏ ତେବେ ଏହା ନିହାତି ଆଶ୍ଚର୍ଯ୍ୟ ଲାଗିପାରେ। ପ୍ରସିଦ୍ଧ କ୍ରିକେଟ…

