Home Left

ଯୁବକଙ୍କ ବାଇକ୍‌ କିଣିବା ନିଶା, ମା’-ବାପାଙ୍କ ଅସ୍ଥି ବିକିବାକୁ ଖୋଳିଲେ କବର

ଆଜିକାଲି ଲୋକେ ଟଙ୍କା ପାଇଁ କିଛି ବି କରିବାକୁ ପ୍ରସ୍ତୁତ ହୋଇଯାଉଛନ୍ତି। ଏହାର ଏକ ସଦ୍ୟତମ ଉଦାହରଣ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି। ମେଜାମ୍ବିକ୍ୟୁରେ ଜଣେ ଯୁବକ ବାଇକ୍‌ କିଣିବା ପାଇଁ ନିଜ ମୃତ ମା’-ବାପାଙ୍କ ଅସ୍ଥି ବିକିବାକୁ ପ୍ରସ୍ତୁତ ହୋଇଯାଇଛନ୍ତି।…

୧୦ ବର୍ଷ ପରେ ପୃଥିବୀ ପ୍ରତି ମାଡ଼ିଆସୁଛି ଭୟଙ୍କର ବିପଦ: ଆଣ୍ଟାର୍କଟିକାରେ ଦେଖିବାକୁ ମିଳିଛି ଏହି ସଂକେତ

ଗ୍ଲୋବାଲ ଓ୍ବାର୍ମିଂ ବଢ଼ିଚାଲିଥିବାରୁ ଏହା ପୃଥିବୀ ପ୍ରତି ଭୟଙ୍କର ବିପଦ ସୃଷ୍ଟି କରୁଛି। ୧୦ ବର୍ଷ ମଧ୍ୟରେ ପୃଥିବୀ ପ୍ରତି ଏକ ଭୟଙ୍କର ବିପଦ ଅର୍ଥାତ ଜଳପ୍ରଳୟ ହେବ ବୋଲି ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି। ପ୍ରତିବର୍ଷ ପ୍ରାୟ ୧.୩୦ ଫୁଟ ଉଚ୍ଚର…

କାଲାପାନି ଅଞ୍ଚଳ ନେଇ ନେପାଳ ପ୍ରଧାନମନ୍ତ୍ରୀଙ୍କ ଚେତାବନୀ: ଦିଆ ଯିବନି ଗୋଟେ ଇଞ୍ଚ ଜମି

କାଠମାଣ୍ଡୁ,୧୮।୧୧: ଭାରତ-ନେପାଳ-ତିବ୍ବତ ମଧ୍ୟରେ ଥିବା କାଲାପାନି ଟ୍ରାଇ ଜଙ୍କଶନ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଚେତାବନୀ ଦେଇଛନ୍ତି ଯେ, ଏଠାକାର ଗୋଟେ ଇଞ୍ଚ ଜମି ମଧ୍ୟ ଦିଆଯିବ ନାହିଁ। ଏହା ନେପାଳର…

୨୫ ବର୍ଷ ସୁରକ୍ଷା ଯୋଗାଇବା ପରେ ନିଜ ବଡିଗାର୍ଡଙ୍କୁ ଏମିତି କହିଲେ ସଲମାନ ଖାନ୍‌

ବଲିଉଡ୍‌ ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କ ସବୁଠାରୁ ବିଶ୍ବସ୍ତ ବଡିଗାର୍ଡ ହେଉଛନ୍ତି ଶେରା। ବଲିଉଡ୍‌ ସେଲିବ୍ରିଟିଙ୍କ ପରି ସେ ଲୋକପ୍ରିୟ। ଶେରା ସଲମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ଇତିମଧ୍ୟରେ ୨୫ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସଲମାନଙ୍କ ଶେରଙ୍କ ସହ…

ଫି ବୃଦ୍ଧିକୁ ନେଇ ସଂସଦ ମୁହାଁ ଜେଏନ୍‌ୟୁ ଛାତ୍ର

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀ ଜବାହାର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦ ଥମିବାରେ ନାଁ ନେଉନି। ସୋମବାର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଉତ୍ତ୍ୟକ୍ତ ଛାତ୍ରମାନେ ସଂସଦ ମୁହାଁ ହୋଇଛନ୍ତି। ନିଜର ଦାବିକୁ ସରକାରଙ୍କ ପାଖରେ…

ଶୀତକାଳିନ ଅଧିବେଶନରେ ଯୋଗ ଦେଲେନି ନୁସରତ

ନୁଆଦିଲ୍ଲୀ,୧୮।୧୧: ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁ ସୋମବାର ଆରମ୍ଭ ହୋଇଥିବା ଶୀତକାଳିନ ଅଧିବେସନରେ ଯୋଗ ଦେଇ ନାହାଁନ୍ତି। ଶ୍ୱାସ ପ୍ରଶ୍ୱାସ ଜନିତ ଅସୁବିଧା ପାଇଁ ରବିବାରଠାରୁ ସେ ପଶ୍ଚିମବଙ୍ଗର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେଣୁ ସେ ଶୀତକାଳିନ…

ସ୍ବଚ୍ଛତା ଅଭିଯାନ: ଗୀତ ଗାଇ ଲୋକଙ୍କୁ ସଚେତନ କରୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ ମହାଦେବ ଯାଦବ

ପୁଣେ,୧୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶରେ ସ୍ବଚ୍ଛତା ଅଭିଯାନ ଜାରି ରଖିଛନ୍ତି। ପୁଣେ ମ୍ୟୁନିସିପାଲିଟିରେ କାମ କରୁଥିବା ମହାଦେବ ଯାଦବ ରାସ୍ତା ଘାଟ ସଫା କରିବା ସମୟରେ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ଲାଗି ଗୀତ ଗାଉଛନ୍ତି। ଏସବୁ ଗୀତ…

ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା

ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି। ଏଭଳି ଏକ ପ୍ରତିବାଦ କରିଛନ୍ତି ତେଲେଙ୍ଗାନା ହାଇଦ୍ରାବାଦ୍‌ସ୍ଥିତ ପୀର୍ଜାଡ଼ିଗୁଡ଼ା ଅଞ୍ଚଳର ବାସିନ୍ଦା। ସେମାନେ ଗତ…

ମହାକାଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କଲେ କୋଚ ରବି ଶାସ୍ତ୍ରୀ

ଉଜୈନ,୧୮।୧୧: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ୩ ଦିନ ମଧ୍ୟରେ ହାତେଇବା ପରେ ଏବେ କୋଲକତାରେ ଖେଳାଯିବାକୁ ଥିବା ଐତିହାସିକ ଦିବାରାତ୍ର ଟେଷ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହାପୂର୍ବରୁ କୋଚ ରବି ଶାସ୍ତ୍ରୀ ଏବଂ ସପୋର୍ଟ ଷ୍ଟାଫ୍‌ ଉଜୈନର ମହାକାଳେଶ୍ୱର…

ଦଶଟି କଥା

ବୟସ ବଢ଼ିବା ସହ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡିଥାଏ। ବିଶେଷ ଭାବରେ ଏହି ସମୟରେ ନିମ୍ନୋକ୍ତ ୧୦ଟି କଥାକୁ ଧ୍ୟାନ ଦେଲେ ତାହା ନିଜକୁ ସୁସ୍ଥ ରଖିବା କ୍ଷେତ୍ରରେ ଅନେକ ସହାୟକ ହୋଇପାରିବ। ପ୍ରଥମେ ନିଜ ଖାଦ୍ୟପେୟ ପ୍ରତି…

ବୀମାରାଶି ନ ମିଳିବା ପ୍ରତିବାଦରେ ଚାଷୀଙ୍କ ଧାରଣା

ଆରଡ଼ି,୧୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ପାଳସାହି ସେବା ସମିତି ଅଧୀନରେ ଥିବା ଚାଷୀମାନଙ୍କୁ ଗତବର୍ଷ ଖରିଫ ଫସଲ ବୀମା ରାଶି ମିଳିନାହିଁ। ଏହାର ପ୍ରତିବାଦ ସ୍ବରୂପ ପାଳସାହି ଓ ରଇପୁର ପଞ୍ଚାୟତର ଶତାଧିକ ଚାଷୀ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ…

ଅଯୋଧ୍ୟା ଯିବେ ନାହିଁ ଉଦ୍ଧବ

ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ସୂଚନା ମିଳଛି। ଆହୁରି ମଧ୍ୟ ମହରାଷ୍ଟ୍ରରେ ସରକାର ଗଠନକୁ ନେଇ ବିଳମ୍ବ ହେଉଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri