ଘନକୁହୁଡ଼ି ଯୋଗୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ
ଜୟପୁର,୧୮।୧୧: ରାଜସ୍ଥାନ ବିକାନେର୍ରେ ସୋମବାର ସକାଳ ୬ଟା ୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…
ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ: ମାଷ୍ଟରମାଇଣ୍ଡ ଗିରଫ, ଜଣେ ଫେରାର
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଜଣେ ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ କରି ସାଢେ ୩ଲକ୍ଷ ନେବା ଅଭିଯୋଗରେ ନୟାପଲ୍ଲୀ ପୋଲିସ ରବିବାର ମାଷ୍ଟରମାଇଣ୍ଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଖାରବେଳ ନଗର ବ୍ଲକ-ଡି ଶିଳ୍ପାଞ୍ଚଳରେ ରହୁଥିବା ଅକ୍ଷୟ କୁମାର ମହାରଣା।…
ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ
ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି। କଲେଜ ଛାତ୍ରଙ୍କ ଘର ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ। ପୋଲିସ ସୂଚନା…
କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ
କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ ବିସ୍ଫୋରଣ କରାଯାଇଥିବା ଜଣାପଡିଛି। ପାଜଓକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ ସୋମବାର କାବୁଲରେ ଦୁଇଟି…
ଉର୍ଦ୍ଦୁ ଶ୍ରୀମଦ୍ ଭାଗବତ ଗୀତାକୁ ୧୨୧ ବର୍ଷ ହେଲା ରଖିଛନ୍ତି ମୁସଲମାନ୍ ପରିବାର
ଭୋପାଳ,୧୮।୧୧: ଭାରତ ସବୁବେଳେ ଭିନ୍ନତାରେ ଏକତାର ଉଦାହରଣ ସୃଷ୍ଟି କରିଥାଏ। ମଧ୍ୟପ୍ରଦେଶରେ ଏକ ମୁସଲମାନ୍ ପରିବାର ୧୨୧ ବର୍ଷ ହେଲା ଉର୍ଦ୍ଦୁରେ ରଚିତ ଶ୍ରୀମଦ୍ ଭାଗବତ ଗୀତାକୁ ସଂରକ୍ଷିତ କରି ରଖିଛନ୍ତି। ସ୍ଥାନୀୟ ରତଲାମ୍ ଜିଲାର ଜାବରାରେ ବାସ କରୁଥିବା କଣ୍ଟ୍ରାକ୍ଟର…
ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା…
କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ…
ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା କଂଗ୍ରେସ ବିଧାୟକଙ୍କୁ ଲହୁଲୁହାଣ କଲେ ଯୁବକ
ବେଙ୍ଗାଲୁରୁ,୧୮।୧୧:କର୍ନାଟକର ଜଣେ ବିଧାୟକଙ୍କ ଉପରକୁ ଛୁରିରେ ଆକ୍ରମଣ ହୋଇଛି। ନରସିହ୍ମାରାଜାର ବିଧାୟକ ତନବୀର ସୈତ୍ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବାବେଳେ ଏଭଳି ଆକ୍ରମଣ ହୋଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ରବିବାର ରାତି ୧୧.୪୫ରେ ତନବୀର ବାଣୀ…
ପୁଅକୁ ତାଲା ପକାଇ ରଖୁଥିଲେ ମା’
କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି। ଦୈନିକ ମା’ ଜଣଙ୍କ ନାବାଳକଙ୍କୁ ତାଲା…
‘ମୋ ବସ୍’କୁ ଦେଶର ଶ୍ରେଷ୍ଠ ସିଟି ବସ୍ ସେବା ସମ୍ମାନ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍’ ଭାରତର ଶ୍ରେଷ୍ଠ ସିଟି ବସ୍ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) କନଫରେନ୍ସର ଦ୍ୱିତୀୟ ଦିନରେ ମୋ ବସ୍କୁ ଏହି ପୁରସ୍କାର ମିଳିଛି। ବସ୍ ସେବା ଯୋଗାଉଥିବା…
ବିବାହକୁ ନେଇ ଝିଅଙ୍କ ମନରେ ଉଙ୍କି ମାରିଥାଏ ଏସବୁ ପ୍ରଶ୍ନ
ବିବାହ ଭଳି ଏକ ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଝିଅମାନଙ୍କ ମନକୁ ଅନେକ ପ୍ରଶ୍ନ ଆସିଥାଏ। ଏହା ସ୍ବାଭାବିକ। ତେବେ ପୁଅଙ୍କ ଅପେକ୍ଷା ଝିଅମାନେ ଏନେଇ ବେଶି ଚିନ୍ତିତ ଥାଆନ୍ତି। ନିଜ ପରିବାର ଲୋକଙ୍କୁ ଛାଡ଼ି ଅନ୍ୟ ଏକ ପରିବାରକୁ ନିଜର…
ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍ ପାତ୍ର…
Archives


