ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
୨୦୨୦ ପରେ ଭାରତର ଅଭିବୃଦ୍ଧି ତ୍ୱରାନ୍ବିତ ହେବ: ବିଲ୍ ଗେଟ୍ସ
ନୂଆଦିଲ୍ଲୀ,୧୭-୧୧:ଭାରତ ନିକଟରେ ଦ୍ରୁତ ଅଭିବୃଦ୍ଧି ହାସଲ କରିବାର ଅନେକ କ୍ଷମତା ରହିଛି। ୨୦୨୦ ପରେ ଭାରତର ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ ହେବ ବୋଲି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରବିବାର କହିଛନ୍ତି। ଭାରତର ଜିଡିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ…
ବାଚସ୍ପତି ପଦରୁ ହଟିଲେ ନିର୍ମଳ ସିଂ
ଜମ୍ମୁ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀର ବିଧାନସଭା ବାଚସ୍ପତି ପଦରୁ ଭାଜପା ନେତା ନିର୍ମଳ ସିଂଙ୍କୁ ହଟାଇ ଦିଆଯାଇଛି। ବାଚସ୍ପତିଙ୍କ କାର୍ଯ୍ୟକାଳ ଶେଷ ହେଲା ବୋଲି ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ନେତୃତ୍ୱାଧୀନ ପ୍ରଶାସନ ଏକ ନୋଟିସ୍ ଜାରି କରିଛି। ପୂର୍ବରୁ ପ୍ରଚଳିତ ସମ୍ବିଧାନର ବ୍ୟବସ୍ଥା…
ବିଜେଡି ଫୋକସ୍ରେ ବିଧାନ ପରିଷଦ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର ସଂସଦୀୟ…
ଆଣବିକ ପରୀକ୍ଷାରେ ଘୁଞ୍ଚତ୍ଥିଲା ପର୍ବତ
ଚେନ୍ନାଇ,୧୮ା୧୧: ଉତ୍ତର କୋରିଆ ୨୦୧୭ରେ ଆଣବିକ ପରୀକ୍ଷା କରିଥିଲା। ଏହା ଏତେ ଶକ୍ତିଶାଳୀ ଥିଲା ଯେ ପରୀକ୍ଷାସ୍ଥଳ ମାଉଣ୍ଟ ମଣ୍ଟପର ଉପରିଭାଗକୁ ଘୁଞ୍ଚାଇଦେଇଥିଲା। ହିରୋସୀମାରେ ପଡ଼ିଥିବା ପରମାଣୁ ବୋମାଠାରୁ ଏହା ୧୭ଗୁଣ ଅଧିକ ଶକ୍ତିଶାଳୀ ଥିଲା ବୋଲି ଭାରତୀୟ ମହାକାଶ ଗବେଷଣା…
ବାଲ୍ ଠାକ୍ରେଙ୍କ ଶ୍ରାଦ୍ଧବାର୍ଷିକୀରେ ରାଜନୀତି
ମୁମ୍ବାଇ,୧୮ା୧୧(ପି.ଟି.): ଶିବସେନା ପ୍ରତିଷ୍ଠାତା ବାଲ୍ ଠାକ୍ରେଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀରେ ରବିବାର ଉଭୟ ଭାଜପା ଓ ଶିବସେନା ନେତାମାନେ ଶିବାଜୀ ପାର୍କ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତେବେ ଉଭୟ ଦଳର ନେତା ପରସ୍ପରଠାରୁ ଦୂରେଇ ରହିବାକୁ ଉଦ୍ୟମ କରୁଥିବା…
ରାଜସ୍ଥାନରେ ପକ୍ଷୀମଡ଼କ : ସମ୍ଭର ହ୍ରଦରେ ମଲେଣି ୧୦ ହଜାର
ଜୟପୁର,୧୮ା୧୧: ରାଜସ୍ଥାନରେ ପକ୍ଷୀମଡ଼କ ଦେଖାଦେଇଛି। ରାଜଧାନୀ ଜୟପୁର ନିକଟରେ ଥିତ୍ବା ସମ୍ଭର ହ୍ରଦ ପାଖରେ ସପ୍ତାହକ ମଧ୍ୟରେ ୧୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ପ୍ରାଣ ହରାଇଲେଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଦେଶାଗତ ପକ୍ଷୀ ବୋଲି ଜଣାପଡିଛି। ସେମାନେ ଆଭିଆନ୍ ବୋଟୁଲିଜମ୍ରେ ମରିଥିବା…
ମାର୍ଚ୍ଚ ସୁଦ୍ଧା ବିପିସିଏଲ୍, ଏୟାର ଇଣ୍ଡିଆର ଘରୋଇକରଣ
ନୂଆଦିଲ୍ଲୀ,୧୭-୧୧: ୨୦୨୦ ମାର୍ଚ୍ଚ ସୁଦ୍ଧା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍ ) ଏବଂ ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ସମସ୍ତ ପ୍ରକ୍ରିୟା ଶେଷ ହେବ। ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମକୁ ସାକ୍ଷାତ୍କାରରେ ଏହି ସୂଚନା ଦେଇଛନ୍ତି।…
ଜଳିଗଲା ୧୧୭ ବର୍ଷ ପୁରୁଣା ଚର୍ଚ୍ଚ
ଗୁଆହାଟୀ,୧୮ା୧୧(ପି.ଟି.): ମେଘାଳୟ ରାଜଧାନୀ ସିଲଂରେ ଥିବା ୧୧୭ ବର୍ଷର ପୁରୁଣା ଚର୍ଚ୍ଚରେ ରବିବାର ଅଗ୍ନିକାଣ୍ଡ ଘଟି ବୃଦ୍ଧ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କ୍ୱାଲପାଟିଠାରେ ଥିବା ଏହି ଚର୍ଚ୍ଚ ୧୯୦୨ରେ ସ୍ଥାପିତ ହୋଇଥିଲା। ସେଠାରେ ମରାମତି କାର୍ଯ୍ୟ ଚାଲିଥିବାବେଳେ ବିଦ୍ୟୁତ ତାରରୁ…
ନୌସେନା ପକ୍ଷରୁ ଚିଲିକାରେ ନୌଚାଳନା ପ୍ରତିଯୋଗିତା: ତଟ ସୁରକ୍ଷାରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, କମୋଡ଼ର ଋତୁରାଜ
ବାଲୁଗାଁ,୧୮ା୧୧(ଡ଼ି.ଏନ.ଏ.): ଚିଲିକା ତଥା ସମୁଦ୍ର ତଟ ସୁରକ୍ଷା ଦିଗରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ସେମାନେ ହେଲେ କର୍ଣ୍ଣଧାର ତଥା ଆଖି ଓ କାନ ସଦୃଶ। ନୌସେନା ବିଭାଗ ଓ ମତ୍ସ୍ୟଜୀବୀଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଓ ସମନ୍ବୟ ରହିପାରିଲେ ତଟରକ୍ଷା…
ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତି; ବି-ଟେକ୍ ଛାତ୍ରଙ୍କୁ ମାଡ଼ ଅଭିଯୋଗ
ପରଜଙ୍ଗ, ୧୮।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଶନିବାର ଘଟିଥିବା ସାମାନ୍ୟ ଗଣ୍ଡଗୋଳ ରବିବାର ଉଗ୍ରରୂପ ନେଇଛି। ବି-ଟେକ୍ ଶେଷବର୍ଷର କେତେଜଣ ଛାତ୍ରଙ୍କ ମାଡ଼ରେ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ…
ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ପ୍ରାୟ ୬ ମାସ ସମୟ ନିଅନ୍ତି ଯୁବତୀ
ବିବାହ ଜୀବନର ଏକ ନୂଆ ଅଧ୍ୟାୟ ବୋଲି କୁହାଯାଏ। ତେବେ ଯେଉଁ ଯୁବତୀଙ୍କର ବୟଫ୍ରେଣ୍ଡ ବା ପୁରୁଷ ବନ୍ଧୁ ଥାଆନ୍ତି ଓ ସେମାନେ ତାଙ୍କୁ ବିବାହ କରିବାକୁ ଚାହାଁନ୍ତି ସେଥିପାଇଁ ଯୁବତୀମାନେ ବେଶ୍ କିଛି ସମୟ ଚିନ୍ତା କରନ୍ତି ବୋଲି ଗବେଷକମାନେ…
Archives


