Home Left

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ ଅଦାଲତର ଶୀର୍ଷ ପଦବୀ ମଣ୍ଡନ କରିଥିଲେ। ସିଜେଆଇ ଭାବେ କାର୍ଯ୍ୟକାଳର ଶେଷ ପର୍ଯ୍ୟାୟରେ ଗତ…

ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ: ଦେଢ଼ମାସରେ ୧୦ ନିଲମ୍ବିତ, ଜଣେ ବହିଷ୍କୃତ

ନୟାଗଡ଼ ଅଫିସ,୧୮ା୧୧: ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଦେଢମାସରେ ୧୦ ଜଣ ନିଲମ୍ବିତ ହୋଇଥିବା ବେଳେ ଜଣେ ବହିଷ୍କୃତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୩ ଅଧିକାରୀ ଓ ୮…

ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା

ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ ହୋଇ…

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିଛି। ଶାସକ ଭାଜପା ସହ ଅନ୍ୟତମ ସହଯୋଗୀ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ ୟୁନିୟନ୍‌ (ଏଜେଏସ୍‌ୟୁ)ର…

ଦୋଛକିରେ ଭାରତମାଳା ପ୍ରକଳ୍ପ

ଭଦ୍ରକ ଅଫିସ,୧୮ା୧୧- କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପ ଏବେ ଦିଗହରା ହୋଇ ପଡିଛି। ଏହି ପ୍ରକଳ୍ପ ସକାଶେ ବିଜ୍ଞପ୍ତି ଜାରି ସତ୍ତ୍ୱେ ଏହାର କାର୍ଯ୍ୟକାରିତା ନେଇ ଆଉ କିଛି ସୂଚନା ମିଳୁ ନାହିଁ। ଭଦ୍ରକ ଜିଲାର ଧାମରା ବନ୍ଦରଯାଏ ପରିବହନ ବ୍ୟବସ୍ଥାକୁ…

ଆଜିଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ: ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ପ୍ରତିଶ୍ରୁତି ଦେଇଛନ୍ତି। ଅପରପକ୍ଷରେ…

୧୬୫୦ କେଜି ଆବର୍ଜନା ସଂଗ୍ରହ କଲେ ଛାତ୍ରୀଛାତ୍ର

ଗୋପାଳପୁର,୧୮ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଆନୁକୂଲ୍ୟରେ ଜିଲା ପ୍ରଶାସନ ତରଫରୁ ସ୍ବଚ୍ଛ ନିର୍ମଳ ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ ଏକ ସପ୍ତାହ ଧରି ଚାଲୁ ରହିଥିଲା। ରବିବାର ଏହା ଉଦ୍‌ଯାପିତ ହୋଇଛି। ଏହି ପରିପ୍ରେକ୍ଷୀରେ ୫୮…

ଗୋଲାପ ତେଲର ଉପକାରିତା

ଗୋଲାପ ଫୁଲ ଦେଖିବାକୁ ଯେତିକି ସୁନ୍ଦର ସେତିକି ମନଲୋଭା। ଏହାର ଔଷଧୀୟ ଗୁଣ ବେଳେବେଳେ ଆମର କିଛି ଶାରୀରିକ ସମସ୍ୟାର ସମାଧାନ କରିଥାଏ। ଗୋଲାପ ତେଲ ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେ ବୋଲି କୁହାଯାଏ। ତେବେ ଏହି ଗୋଲାପ ତେଲକୁ ଘରେ…

ପେପରରେ ଖାଉଛନ୍ତି କି: ଦେଖାଦେଇପାରେ କ୍ୟାନ୍‌ସର ସମସ୍ୟା

ସାଧାରଣତଃ ଲୋକମାନେ ବେଳେବେଳେ ଖବରକାଗଜରେ ଖାଇଥା’ନ୍ତି। ଅଥବା ଆଜିକାଲି ଦୋକାନୀମାନେ ଖବରକାଗଜ ଠୁଙ୍ଗାରେ ଖାଦ୍ୟପଦାର୍ଥ ଗ୍ରାହକଙ୍କୁ ଦେଉଛନ୍ତି। ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ଗମ୍ଭୀର ସମସ୍ୟା ଦେଖାଯାଇଥାଏ। ପ୍ରାୟତଃ ରାସ୍ତାକଡ଼ ଦୋକାନଗୁଡ଼ିକରେ ପେପରରେ ଖାଇବାକୁ ଦିଆଯାଇଥାଏ। ମାତ୍ର ଏପରି କରିବା କଥା…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା ସହିତ…

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ ସହରମାନଙ୍କରେ ମଧ୍ୟ ଚା ସହିତ ଲୋକମାନେ ବିସ୍କୁଟ୍‌ ବା କୁକିଜ୍‌ ନିଶ୍ଚିତ ଭାବରେ…

ଗର୍ଲଫ୍ରେଣ୍ଡ୍‌ଙ୍କ ସହ ସମୟ ବିତାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ,୧୮।୧୧: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ୍‌ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri