ରଙ୍ଗ ବଦଳାଉଥିବା ଝରଣା
ବିଶ୍ୱରେ ଅନେକ ଝରଣା ଦେଖିଥିବେ। ସାଧାରଣତଃ ଝରଣା ପାଣି ସ୍ବଚ୍ଛ ଆଉ ନିର୍ମଳ। ମାତ୍ର ଏମିତି କିଛି ଝରଣା ରହିଛି ଯାହା ନିଜର ରଙ୍ଗ ବଦଳାଇ ଦେଇଥା’ନ୍ତି। ଆସନ୍ତୁ ଜାଣିବା ଏପରି କିଛି ଅଦ୍ଭୁତ ଝରଣା ସମ୍ପର୍କରେ … କାର୍ଲିଫର୍ଣ୍ଣିଆର ହର୍ସଟେଲ୍…
ଉଗ୍ରରୂପ ନେଲା କୃଷକଙ୍କ ବିରୋଧ ପ୍ରଦର୍ଶନ
ଲକ୍ଷ୍ନୌ,୧୭।୧୧: ଉତ୍ତର ପ୍ରଦେଶ ରାଜ୍ୟ ଔଦ୍ୟୋଗିକ ବିକାଶ ନିଗମର ଟ୍ରାନ୍ସ ଗଙ୍ଗା ସିଟି ପ୍ରୋଜେକ୍ଟ ପାଇଁ ଯେଉଁ ଜମି ଅଧିଗ୍ରହଣ କରାଯାଇଥିଲା ତାକୁ ନେଇ ଉପୁଜିଛି ବିବାଦ। ଜମିର ଉଚିତ ମୂଲ୍ୟ ନ ପାଇଥିବାରୁ କୃଷକମାନେ ରବିବାର ମଧ୍ୟ ସେମାନଙ୍କ ବିରୋଧ…
ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ
ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି । ବିଭିନ୍ନ ସମସ୍ୟାରେ ପଡ଼ି ଥାନାକୁ ଆସୁଥିବା ଲୋକଙ୍କୁ ସହଯୋଗ କରିବା ଲକ୍ଷ୍ୟରେ ପୋଲିସ…
କରନଙ୍କୁ ଧନ୍ୟବାଦ ଦେଲେ କେଟି
ମୁମ୍ବାଇ: ଆମେରିକାନ୍ ସିଙ୍ଗର କେଟି ପେରୀ ମୁମ୍ବାଇରେ ପରଫର୍ମ କରିବାକୁ ଭାରତ ଆସିଥିଲେ। ମୁମ୍ବାଇ ପହଞ୍ଚିବା ପରେ ସେ ବହୁ ବଲିଉଡ୍ ସେଲିବ୍ରିଟିଙ୍କ ସହ ମିଶିଥିଲେ। ତେବେ ତାଙ୍କ ଉଦ୍ଦେଶ୍ୟରେ ବଲିଉଡ୍ ନିର୍ଦ୍ଦେଶକ କରନ ଜୋହର ତାଙ୍କ ଘରେ ଗୁରୁବାର ସନ୍ଧ୍ୟାରେ…
ପାଣି: କିଛି କାହାଣୀ
ହିନ୍ଦୁ ଧର୍ମରେ ପାଣି ବା ଜଳକୁ ଅତ୍ୟନ୍ତ ପବିତ୍ର ବୋଲି ମନେ କରାଯାଏ। ପାଣି କେବେ ଅପବିତ୍ର ହୁଏନା। ତା’ ପରିବର୍ତ୍ତେ ପାଣି ହିଁ ସମସ୍ତ ଅପବିତ୍ରକୁ ପବିତ୍ର କରେ। ବିଶ୍ୱାସ ଅଛି ସକାଳେ ଉଠି ନଦୀଜଳରେ ସ୍ନାନ କରି ଭଗବାନ…
୨୦୨୦ ୟୁରୋପିଆନ୍ ଚାମ୍ପିୟନଶିପ୍: ଯୋଗ୍ୟତା ହାସଲ କଲେ ନେଦରଲାଣ୍ଡ୍ସ, ଜର୍ମାନୀ, କ୍ରୋଏସିଆ
ପ୍ୟାରିସ୍,୧୭।୧୧(ଏଏଫ୍ପି): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ୟୁରୋପ ମହାଦେଶର ସର୍ବବୃହତ୍ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ୟୁରୋପିଆନ ଚାମ୍ପିୟନଶିପ ଖେଳିବାକୁ ଆଉ ୩ଟି ଶକ୍ତିଶାଳୀ ଦେଶ ଯୋଗ୍ୟତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସ, ଜର୍ମାନୀ ଓ ବିଶ୍ୱକପ୍ ଫାଇନାଲିଷ୍ଟ କ୍ରୋଏସିଆ ୟୁରୋ ଟିକେଟ ହାସଲ…
ବାଲାସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଏନ୍ସିପି ନେତା
ମୁମ୍ବାଇ,୧୭।୧୧: ଶିବସେନାର ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ୭ମ ଶ୍ରାଦ୍ଧବାର୍ଷୀକି ଅବସରରେ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଛଗନ ଭୁଜବଳ ରବିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନିବଶ ଟୁଇଟ୍ କରି ବାଲାସାହେବଙ୍କୁ…
ଏସବୁ କମ୍ପାନୀରେ ଅଫିସରେ ଚଷମା ପିନ୍ଧିବା ମନା…
କମ୍ପ୍ୟୁଟରରେ କାମ କଲାବେଳେ କେତେକ ଆଖିକୁ ଚାପମୁକ୍ତ ରଖିବା ପାଇଁ ଚଷମାର ବ୍ୟବହାର କରିଥାନ୍ତି। ମାତ୍ର ଜାପାନର କିଛି ରିଟେଲ୍ କମ୍ପାନୀ ଏହାର କର୍ମଚାରୀଙ୍କୁ ଅଫିସରେ କାମ କରିବାବେଳେ ଚଷମା ପିନ୍ଧିବାକୁ ମନା କରିିଛନ୍ତି। ଚଷମା ପିନ୍ଧିଲେ କମ୍ପାନୀଗୁଡ଼ିକର କାରବାର କମୁଥିବା…
କ୍ଷମା ମାଗିଲେ ଅମିତାଭ୍
ମୁମ୍ବାଇ: ବିଗ୍ ବି ଅମିତାଭ୍ ବଚ୍ଚନ ନିଜ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି। କୋଲକାତାଠାରେ ହୋଇଥିବା ୨୫ତମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ୍ରେ ବିଗ୍ ବି ଏଥର ଯୋଗଦେଇପାରି ନ ଥିଲେ। ସେଥିପାଇଁ ଭିଡ଼ିଓ କନଫରେନ୍ସି କରି ସେ କ୍ଷମା ମାଗିଥିଲେ। ଏହି ଭିଡ଼ିଓକୁ…
ଲଣ୍ଡା ହେଲେ ମହିଳା ପୋଲିସ ଅଧିକାରୀ
କୋଚି,୧୭।୧୧: କେରଳର ଜଣେ ମହିଳା ପୋଲିସ ଅଧିକାରୀ ଲଣ୍ଡା ହେବାର ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହେଲେ ଏହା ପଛର କାରଣ ସମାଜକୁ ଏକ ବାର୍ତ୍ତା ଦେଇଛି। ଅପର୍ଣ୍ଣା ଲବକୁମାର ନାମକ ମହିଳା ପୋଲିସ…
ସୁଦର୍ଶନଙ୍କୁ ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ
ପୁରୀ ଅଫିସ,୧୭।୧୧: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିଛି ଇଟାଲିଆନ ଗୋଲ୍ଡେନ ସ୍ୟାଣ୍ଡ ଆର୍ଟ ଆୱାର୍ଡ। ଇଟାଲୀର ରାଜଧାନୀ ରୋମ୍ରେ ଅନୁଷ୍ଠିତ ବିଶ୍ୱସ୍ତରୀୟ ବାଲୁକା କଳା ପ୍ରଦର୍ଶନୀ ଅବସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ଭାରତୀୟ ଭାବେ ସୁଦର୍ଶନ ଏହି…
ଏଟିପି ଫାଇନାଲ୍ସ: ତିସିତ୍ପାସ- ଥିମ୍ ଟାଇଟଲ ମୁକାବିଲା
ଲଣ୍ଡନ,୧୭।୧୧(ଏଏଫ୍ପି): ସିଜନ ଶେଷରେ ଆୟୋଜନ ହେଉଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍ରେ ରବିବାର ଅଷ୍ଟ୍ରିଆର ଡୋମିନିକ ଥିମ ଓ ଗ୍ରୀସର ଷ୍ଟିଫାନୋସ ତିସିତ୍ପାସ ପରସ୍ପରକୁ ଭେଟିବେ। ଥିମ ଶନିବାର ଖେଳାଯାଇଥିବା…
Archives


