ପ୍ରଥମ ଟେଷ୍ଟରୁ ପାଟିନସନ ବାସନ୍ଦ
ସିଡନୀ,୧୭।୧୧(ଏଏଫ୍ପି): ବ୍ରିସ୍ବେନ୍ରେ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜେମ୍ସ ପାଟିନସନ ବାସନ୍ଦ ହୋଇଛନ୍ତି। ଜଣେ ଖେଳାଳିଙ୍କୁ ଦୁର୍ବ୍ୟବହାର ତଥା ଗାଳି କରିଥିବାରୁ ରବିବାର କ୍ରିକେଟ ଅଷ୍ଟ୍ରେଲିଆ ତାଙ୍କୁ ଗୋଟିଏ…
ବିଦେଶ ଯିବାକୁ ଶରିଫଙ୍କୁ ମିଳିଲା ଅନୁମତି
ଲାହୋର,୧୭।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଚିକିତ୍ସା ଲାଗି ବିଦେଶ ଯିବାକୁ ଲାହୋର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟ ତାଙ୍କୁ ୪ ସପ୍ତାହ ଲାଗି ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଥିବା ସୂଚନା ମିଳିଛି। ତେବେ ଏହି ଅବଧି…
କାର୍ବୋମା ବିସ୍ଫୋରଣ: ୧୯ ମୃତ
ଦାମାସ୍କସ୍,୧୭।୧୧: ସିରିଆରେ ଏକ କାର୍ବୋମା ବିସ୍ଫୋରଣରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି। ଏଥିରେ ୩୩ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବା ସ୍ଥାନୀୟ ପ୍ରଶାସନ…
ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ ନିଜର କର୍ତ୍ତବ୍ୟ ସମ୍ପାଦନା କରୁଥିବାବେଳେ ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି। ଚାକିରି ଜୀବନରେ ଏଭଳି…
ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର: କୋଲକାତା, ମୁମ୍ବାଇ ମଧ୍ୟ ଟପ୍ ୧୦ରେ
ନୂଆଦିଲ୍ଲୀ,୧୭।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଏବେ ସେଠାରେ ଲୋକେ ଘର ବାହାରକୁ ବାହାରିବାକୁ ଭୟ କରୁଛନ୍ତି। କାରଣ ଦିଲ୍ଲୀର ବାୟୁ ପ୍ରଦୂଷଣର ମାତ୍ରା ୬ଶହ ଟପିଗଲାଣି। ଶନିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଏୟାର କ୍ୱାଲିଟି…
ଦିଲ୍ଲୀରେ ଗୌତମ ଗମ୍ଭୀରଙ୍କ ନିଖୋଜ ପୋଷ୍ଟର
ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀର କେତେକ ସ୍ଥାନରେ ଏମ୍ପି ଗୌତମ ଗମ୍ଭୀରଙ୍କ ପୋଷ୍ଟର ଲାଗିଛି। ଏଥିରେ ଲେଖା ଯାଇଛି, ଆପଣ କ’ଣ ଏହାଙ୍କୁ ଦେଖିଛନ୍ତି କି? ଶେଷଥର ପାଇଁ ଇନ୍ଦୋରରେ ଜିଲାପି ଖାଉଥିବାର ତାଙ୍କୁ ଦେଖିବାକୁ ମିଳିଥିଲା। ଦିଲ୍ଲୀବାସୀ ଏହି ବ୍ୟକ୍ତିଙ୍କୁ ଖୋଜୁଥିବା ପୋଷ୍ଟରରେ…
ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍
ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍ ଆକର୍ଷଣ ସାଜିଥାଏ ପୁରୀ ବେଳାଭୂମି। ତେଣୁ ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧା ଦେବା ପାଇଁ ତିଆରି ଚାଲିଛି ବ୍ଲୁ…
ନିୟମ କଡ଼ାକଡ଼ି କଲା ବିଏମ୍ସି: ଖୋଲାରେ ମଳତ୍ୟାଗ, ପରିସ୍ରା କଲେ ଜରିମାନା
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଏଣିକି ଭୁବନେଶ୍ୱରରେ ଖୋଲାରେ ମଳତ୍ୟାଗ କଲେ କିମ୍ବା ପରିସ୍ରା କଲେ ଜରିମାନା ଦେବାକୁ ପଡିବ। ଏନେଇ ନିୟମ କଡ଼ାକଡ଼ି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଖୋଲାରେ ମଳତ୍ୟାଗ କଲେ ୨ଶହ ଟଙ୍କା ଓ ପରିସ୍ରା କଲେ ୧୫୦ ଟଙ୍କା…
ଜ୍ଞାନକୁ ସ୍କୁଲ ବହିରେ ସୀମିତ ରଖ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଜୀବନରେ ସମସ୍ୟା ନିଶ୍ଚିତ ରହିବ। କିନ୍ତୁ ତାକୁ ସାହସର ସହିତ ମୁକାବିଲା କରିବାକୁ ପଡ଼ିବ। ଆତ୍ମବିଶ୍ୱାସ ଓ ସକାରାତ୍ମକ ମନୋଭାବ ନେଇ କାମ କଲେ ସଫଳତା ନିଶ୍ଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ…
ହଂକଂରେ ଚାଇନାର ସେନା ମୁତୟନ
ବେଜିଂ, ୧୭ା୧୧(ପି.ଟି.) : ହଂକଂରେ ଗତ ୫ ମାସ ଧରି ଗଣତନ୍ତ୍ର ସପକ୍ଷବାଦୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ପ୍ରଥମ ଥର ଲାଗି ଶନିବାର ଚାଇନା ପକ୍ଷରୁ ସେଠାରେ ପିଏଲ୍ଏ ସେନା ମୁତୟନ କରାଯାଇଛି। କୋଲୁନ୍ ଗ୍ୟାରିଶନଠାରେ ଚାଇନାର ସାଦା ପୋଷାକଧାରୀ ସେନା…
ସବୁ ଜିଲାରେ ହେବ ବିଜ୍ଞାନ ପାର୍କ: ପ୍ରଥମ ପର୍ଯ୍ୟାୟରେ ୧୦ ଜିଲା, ଖର୍ଚ୍ଚ ହେବ ୬ କୋଟି
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ସେହି ଜିଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ଭଦ୍ରକ, ପୁରୀ, ବଲାଙ୍ଗୀର, ସୁନ୍ଦରଗଡ ଓ ଜଗତ୍ସିଂହପୁର। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ୨୦ଟି ଜିଲାରେ ମଧ୍ୟ ପାର୍କ ନିର୍ମାଣ…
ଶିଖ୍ ସମ୍ପ୍ରଦାୟକୁ ସମ୍ମାନିତ କରିବା ଲାଗି ଆମେରିକା ସିନେଟରେ ପ୍ରସ୍ତାବ ଗୃହୀତ
ଓ୍ବାଶିଂଟନ,୧୭ା୧୧(ପି.ଟି.): ଶିଖ୍ ଧର୍ମଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ ଏହାର ଐତିହାସିକ, ସାଂସ୍କୃତିକ ଓ ଧାର୍ମିକ ଗୁରୁତ୍ୱ ସମେତ ଆମେରିକାର ଅଭିବୃଦ୍ଧିରେ ଶିଖ୍ମାନଙ୍କ ଅବଦାନକୁ ସ୍ବୀକୃତି ଦେବା ଲାଗି ଆମେରିକା ସିନେଟରେ ଏକ ପ୍ରସ୍ତାବ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଇଣ୍ଡିଆନାର…
Archives


