Home Left

ଶିଖ୍‌ ସମ୍ପ୍ରଦାୟକୁ ସମ୍ମାନିତ କରିବା ଲାଗି ଆମେରିକା ସିନେଟରେ ପ୍ରସ୍ତାବ ଗୃହୀତ

ଓ୍ବାଶିଂଟନ,୧୭ା୧୧(ପି.ଟି.): ଶିଖ୍‌ ଧର୍ମଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ ଏହାର ଐତିହାସିକ, ସାଂସ୍କୃତିକ ଓ ଧାର୍ମିକ ଗୁରୁତ୍ୱ ସମେତ ଆମେରିକାର ଅଭିବୃଦ୍ଧିରେ ଶିଖ୍‌ମାନଙ୍କ ଅବଦାନକୁ ସ୍ବୀକୃତି ଦେବା ଲାଗି ଆମେରିକା ସିନେଟରେ ଏକ ପ୍ରସ୍ତାବ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଇଣ୍ଡିଆନାର…

୧୭୫୩ କୋଟିର ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ: ୫୫୬୬ ନିଯୁକ୍ତି ଲକ୍ଷ୍ୟ, ମୋଟ ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ସରକାର ସମସ୍ତ ପ୍ରୟାସ ଜାରିରଖିଛନ୍ତି। ଉତ୍ତମ ନିବେଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ପ୍ରକ୍ରିୟା ଜାରି ରହିଛି, ସେହିକ୍ରମରେ ଶନିବାର ଓଡ଼ିଶା ସରକାର ୧୭୫୩ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।…

ଘୋଡ଼ାବେପାର ଉଦ୍ୟମ କରୁଛି ଭାଜପା

ମୁମ୍ବାଇ,୧୭ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅସାମର୍ଥ୍ୟ ପ୍ରକାଶ କରିଥିବା ଭାଜପା ଶୁକ୍ରବାର ପୁଣି ଥରେ ଏଥିପାଇଁ ଆଗ୍ରହ ପ୍ରକାଶ କରିଥିବାରୁ ଏହା ଘୋଡ଼ାବେପାରର ସୂଚନା ଦେଉଥିବା ଶିବସେନା ଅଭିଯୋଗ କରିଛି। ଶିବସେନା-ଏନ୍‌ସିପି-କଂଗ୍ରେସ ସରକାର ୬ ମାସ ତିଷ୍ଠିବ ନାହିଁ ବୋଲି…

ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୁରେଶୀ

ଅଗରତାଲା,୧୭ା୧୧ (ଆଇଏଏନ୍‌ଏସ୍‌): ତ୍ରିପୁରା ହାଇକୋର୍ଟର ପଞ୍ଚମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଅକିଲ ଅବଦୁଲ ହମିଦ କୁରେଶୀ ଶନିବାର ଶପଥ ନେଇଛନ୍ତି। ସେ ପୂର୍ବରୁ ଗୁଜରାଟ ଓ ବମ୍ବେ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ରାଜଭବନର ଦରବାର ହଲ୍‌ରେ ଅନୁଷ୍ଠିତ…

ସୋମବାର ସୋନିଆ-ପାଓ୍ବାର ଆଲୋଚନା

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌) : ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା ସହ ମେଣ୍ଟକରି କଂଗ୍ରେସ ଓ ଏନ୍‌ସିପି ସରକାର ଗଠନ କରିବା ଲାଗି ପ୍ରୟାସ ଆରମ୍ଭ ହୋଇଥିବାବେଳେ ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଏନ୍‌ସିପି ମୁଖ୍ୟ ଶରଦ…

ଗୋଆ ଡିଜିପିଙ୍କ ପରଲୋକ

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌): ଗୋଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପ୍ରଣବ ନନ୍ଦଙ୍କର ଶୁକ୍ରବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୭ ବର୍ଷ ହୋଇଥିଲା। ଗୋଆରେ ଏକ ସରକାରୀ କାର୍ଯ୍ୟକ୍ରମ ସାରି ସେ ଦିଲ୍ଲୀ ଯାଇଥିଲାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଆଇଜି…

ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭-୧୧(ବ୍ୟୁରୋ): ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍‌ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି ପାଇଁ…

ସମୁଦ୍ରରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ

ଛତ୍ରପୁର,୧୭ା୧୧(ଡି.ଏନ.ଏ) – ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ପକ୍ଷରୁ ସମୁଦ୍ରରେ ସ୍ବତନ୍ତ୍ର ବୋଟ୍‌ ଦ୍ୱାରା ପାଟ୍ରୋଲିଂ ଆରମ୍ଭ ହୋଇଛି । ମେରାଇନ୍‌ ଥାନା ଅଧୀନରେ ଗଞ୍ଜାମ ବ୍ଲକର ପ୍ରୟାଗୀଠାରୁ ହରିପୁର ପର୍ଯ୍ୟନ୍ତ ୩୩ କି.ମି. ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ନିୟମିତ ପାଟ୍ରୋଲିଂ କରାଯିବ…

ଘରେ ଲଗାନ୍ତୁ ଏସବୁ ଗଛ

ଗଛ ଯେ କେବଳ ପରିବେଶକୁ ବିଶୁଦ୍ଧ ରଖିଥାଏ ତା’ନୁହେଁ ବରଂ ଏହାଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡିଥାଏ ବୋଲି ବାସ୍ତୁ ଶାସ୍ତ୍ରରେ କୁହାଯାଇଛି। ଏହା ଘରେ ସୁଖଶାନ୍ତି ପ୍ରଦାନ କରିବା ସହ ପରିବାର ଲୋକଙ୍କୁ ସୁସ୍ଥ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ।…

ବର୍ଷାରେ ଫସଲ କ୍ଷତିର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ

ଛତ୍ରପୁର,୧୭ା୧୧(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଲଘୁଚାପଜନିତ ଲଗାଣ ବର୍ଷା ହୋଇଥିଲା। ଏଥିରେ ୧୨ ବ୍ଲକ ଅଧୀନ ୧୨୫ ପଞ୍ଚାୟତ ଓ ୩ ଏନଏସି ଅଞ୍ଚଳର ଫସଲ କ୍ଷତି ହୋଇଛି। କୃଷି ବିଭାଗ ପକ୍ଷରୁ ଫସଲ କ୍ଷତି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୧୭।୧୧(ଡି.ଏନ.ଏ.)-ସାତକୋଶିଆ ଗଣ୍ଡ ଅଭୟାରଣ୍ୟ ଅନ୍ତର୍ଗତ ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ବଡମୂଳ ମଙ୍ଗାନାସୀଠାରେ ରହିଛି ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ା ଏହି ପର୍ଯ୍ୟଟନ କେନ୍ଦ୍ରରେ ଶୀତତାପ ନିୟନ୍ତ୍ରିତ ୩ଟି କଟେଜ୍‌ ଓ ୪ଟି ତମ୍ବୁ…

ଭୋଗରାଇରେ ବିରଳ ପ୍ରଜାତିର ମାଛ

ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍‌ ଲମ୍ବର ଏହି ବିରଳମାଛ ଦେହସାରା ବିଚିତ୍ର ରଙ୍ଗଥିବା ବେଳେ ମୁଣ୍ଡ ଭାଗ ଚେପଟା ଓ କିମ୍ବଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri