Home Left

ସରଳ ହେବ ଜିଏସ୍‌ଟି ଫାଇଲିଂ

ନୂଆଦିଲ୍ଲୀ,୧୭-୧୧: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ରହିଥିବା ବିଭିନ୍ନ ଅସୁବିଧା ଆଗାମୀ ଦିନରେ ଦୂର ହେବ। ଏହି ପ୍ରସଙ୍ଗରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ଟ୍ରେଡର ଏବଂ ଅନ୍ୟ ଅଂଶୀଦାରଙ୍କୁ ଭେଟିଛନ୍ତି। ଜିଏସ୍‌ଟି ଫର୍ମ ଏବଂ…

ନଗଦ କାରବାର ଛାଡିବାକୁ ଲୋକେ ବିମୁଖ

ମୁମ୍ବାଇ,୧୭-୧୧: ଦେଶ ମଧ୍ୟରେ ଇଣ୍ଟରନେଟ ଏବଂ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ବଢିଥିଲେ ମଧ୍ୟ ଏବେବି ଲୋକମାନେ ବିଭିନ୍ନ କାର୍ଯ୍ୟ ଲାଗି ନଗଦ କାରବାର ଛାଡିବାକୁ ବିମୁଖ ଅଛନ୍ତି। ଏହାଯୋଗୁ ଦେଶର ଡିଜିଟାଲ ଅର୍ଥନୀତି ସ୍ବପ୍ନ ଧିମା ହେଉଥିବା ନଜରକୁ ଆସିଛି।…

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍‌ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର…

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ସାଭରଠାରେ ଚାଲିଥିବା ଏସିଆନ କ୍ରିକେଟ କାଉନସିଲ (ଏସିସି)…

ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍‌ରେ ଇଣ୍ଡୋନେସିଆର ମମନ ନୁର୍‌ଜାମନଙ୍କୁ ପରାସ୍ତ…

ବଗଲା ଧର୍ମଶାଳା ଜମିକୁ ନେଇ ପିକେଡିଏ ସଚିବଙ୍କୁ ସ୍ମାରକପତ୍ର: ବିଲ୍ଡିଂ ପ୍ଲାନ ଅନୁମୋଦନ କରା ନ ଯାଉ

ପୁରୀ ଅଫିସ, ୧୬ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ବିସ୍ଥାପିତ ହେବାକୁ ଥିବା ଲଜ୍‌ ମାଲିକମାନଙ୍କୁ ବଗଲା ଧର୍ମଶାଳା ଜମି ପ୍ରଦାନ କରାଯିବ। ଯେଉଁ ଲଜ୍‌ ମାଲିକମାନେ ଜମି ନେବାକୁ ଚାହିଁବେ ସେମାନଙ୍କୁ ଏହି ଜମି ପ୍ଲଟିଂ କରି ଦିଆଯିବ। ଏ ନେଇ…

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶକୁ ମାତ୍ର ୩ ଦିନ ମଧ୍ୟରେ ଏକ ଇନିଂସ ଓ ୧୩୦ ରନରେ…

ସେମିରୁ ବିଦାୟ ନେଲେ ଶ୍ରୀକାନ୍ତ

ହଂକଂ,୧୬ା୧୧ (ପି.ଟି.): ଭାରତର କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ୪୦୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶନିବାର ସ୍ଥାନୀୟ ଫେରାଇଟ୍‌ ଲି ଚିଅକ୍‌ ୟୁଙ୍କଠାରୁ ସେ ୯-୨୧, ୨୩-୧୫ରେ ହାରିଯାଇଛନ୍ତି। ଏହି…

୩ ଶିକାରୀ ଗିରଫ, ୨ ବନ୍ଧୁକ ଜବତ

ଔପଦା,୧୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବନବିଭାଗ ତରଫରୁ ଶୁକ୍ରବାର ବିଳମ୍ବିତ ରାତିରେ ୩ଜଣ ଶିକାରୀଙ୍କୁ ଗିରଫ କରାଯିବା ସହିତ ୨ଟି ଗୁଳି ଭର୍ତ୍ତି ବନ୍ଧୁକ ଜବତ କରାଯାଇଛି। ସେମାନେ ହେଲେ ବନ୍ଦସାହି ଗ୍ରାମର ଅଜୟ ନାଇକ (୨୨), ବାଙ୍ଗରୁ ନାଇକ (୨୪), ଦାଢ଼ିଆସାହି…

ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସଦଳବଳେ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଆଙ୍କୋ ଗ୍ରାମର…

ଜାଣନ୍ତି ଭୋଜିଭାତ ପରେ ମିଠା କାହିଁକି ଖାଇବାକୁ ଦିଆଯାଏ

ସାଧାରଣତଃ ଭୋଜିଭାତ ଶେଷରେ ମିଠା ଖାଇବାକୁ ଦିଆଯାଏ। କୁହାଯାଏ, କିଛି ଖାଇବା ପରେ ପାଟି ମିଠା କରିବା ଦରକାର। କିନ୍ତୁ କ’ଣ ପାଇଁ ଖାଇବା ଶେଷରେ ମିଠା ଦିଆଯାଇଥାଏ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ତେବେ ଆସନ୍ତୁ ଜାଣିବା…

ବାଲିଗୁଡ଼ା ଏନ୍‌ଏସି: ହୋଇପାରିଲାନି ଅନାସ୍ଥା, କାଏମ ରହିଲା ୨ ପଦବୀ

ବାଲିଗୁଡ଼ା,୧୬।୧୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସିର ଅଧ୍ୟକ୍ଷା ମମତା ବେହେରା ଓ ଉପାଧ୍ୟକ୍ଷ ଲୋକନାଥ ପାଢ଼ୀଙ୍କ ବିରୋଧରେ ବିଜେଡିର ୭ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ଶନିବାର ବାଲିଗୁଡା ଏନ୍‌ଏସି ପରିସରରେ ପୂବାହ୍ନ ୧୦ଟାରେ ଅଧ୍ୟକ୍ଷା ନିର୍ବାଚନ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri