ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ବିସ୍ଫୋରଣ: ୨ ମୃତ, ୧୨ରୁ ଅଧିକ ଆହତ
ବାଗଦାଦ୍,୧୬।୧୧: ଇରାକ୍ର ବାଗଦାଦ୍ରେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ଯୁବିଙ୍କୁ ମୋଟୁ କହିଲେ ପାକିସ୍ତାନ ବୋହୂ
ନୂଆଦିଲ୍ଲୀ,୧୬।୧୧- ଅବସରପ୍ରାପ୍ତ ଅଲରାଉଣ୍ଡ ଯୁବରାଜ ସିଂ (ଯୁବି)ଙ୍କୁ ପାକିସ୍ତାନ ବୋହୂ ତଥା ଦେଶର ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ମୋଟୁ ବୋଲି କହିଛନ୍ତି। ଗତ ଶୁକ୍ରବାର ସାନିଆ ନିଜର ୩୩ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବି…
୩ ସିଝା ଅଣ୍ଡାର ଦାମ୍ ୧୬୭୨ ଟଙ୍କା
ନୂଆଦିଲ୍ଲୀ: ବଜାରରେ ୩ ସିଝା ଅଣ୍ଡାର ଦାମ୍ ସାଧାରଣତଃ ୨୫ରୁ ୩୫ ଟଙ୍କା ଥିବାବେଳେ ସ୍ଥାନ କାଳ ପାତ୍ର ଅନୁଯାୟୀ ଏହାକୁ ଚଢ଼ାଦରରେ ବିକ୍ରି କରାଯାଉଛି। ଖାଲି ଅଣ୍ଡା କାହିଁକି, ବିଭିନ୍ନ ଜିନିଷର ଦର ଏଭଳି ଅସ୍ବାଭାବିକ ଭାବେ ବୃଦ୍ଧି କରାଯାଉଛି।…
ବଦଳିକୁ ନେଇ ରାଗି ଯାଇ ୬୫ କିଲୋମିଟର ଦୌଡିବାକୁ ଉଦ୍ୟମ କଲେ ଏସ୍ଆଇ
ଇଟାଓ୍ବା,୧୬।୧୧: ଉତ୍ତର ପ୍ରଦେଶ ଇଟାଓ୍ବା ଜିଲାରେ ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ଚାକିରିରେ ବଦଳିକୁ ବିରୋଧ କରି ଜଣେ ସବ୍-ଇନସପେକ୍ଟର(ଏସ୍ଆଇ) ୬୫ କିଲୋମିଟର ଦୌଡିବାକୁ ସ୍ଥିର କରିଥିଲେ। ସେ କହିଥିଲେ ତାଙ୍କ ସହ ଅନ୍ୟାୟ ହୋଇଛି। ତେଣୁ…
ଝାଡଖଣ୍ଡ ନିର୍ବାଚନ: ୨୨ଜଣଙ୍କ ପ୍ରାର୍ଥୀପତ୍ର ନାକଚ
ରାଞ୍ଚି,୧୬।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୦୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ଜଣାପଡିଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରାର୍ଥିପତ୍ର ଯାଞ୍ଚ ପରେ ଏକ ତାଲିକା ପ୍ରକାଶ ପାଇଛି। ଏଥିରେ ୨୨ ଜଣଙ୍କ ପ୍ରାର୍ଥିପତ୍ରକୁ ନାକଚ କରାଯାଇଥିବା ସୂଚନା…
ଡିଡିସିଏରୁ ଇସ୍ତଫା ଦେଲେ ରଜତ ଶର୍ମା
ନୂଆଦିଲ୍ଲୀ,୧୬।୧୧(ପି.ଟି.)- ସିନିୟର ସାମ୍ବାଦିକ ରଜତ ଶର୍ମା ଶନିବାର ଦିଲ୍ଲୀ ଡିଷ୍ଟ୍ରକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ)ର ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଆସୋସିଏଶନ ମଧ୍ୟର ଚାପ ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ୨୦ ମାସର କାର୍ଯ୍ୟକାଳରେ ସେ ବହୁ ଉତ୍ଥାନ…
ଜ୍ୟାକଲିନ୍ଙ୍କ ସହ ମନଖୋଲି ନାଚିଲେ ସଲ୍ମାନ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲ୍ମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍ କମିଙ୍ଗ ଫିଲ୍ମ ‘ଦବଙ୍ଗ ୩’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଚଳିତବର୍ଷ ଖ୍ରୀଷ୍ଟମାସରେ ଏହା ରିଲିଜ୍ ହେବାକୁ ଥିବାବେଳେ ଦର୍ଶକମାନେ ଉତ୍ସୁକତାର…
ବରଗଛ ଦେଲା କୁକୁରର ମାଲିକାନା
ଫତେହାବାଦ: ଗୋଟିଏ ନାୟିକାକୁ ଦୁଇଜଣ ନାୟକ। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏପରି ଅନେକ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ନାୟିକା ପାଇଁ କିପରି ଦୁହେଁ ଲଢ଼େଇ କରୁଛନ୍ତି ତାହା ବି ଆମେ ଊଣା ଅଧିକେ ଦେଖିଛେ। ସେଥିରୁ ଅଧିକାଂଶ ସିନେମା ସୁପରହିଟ୍…
୧୯୬ ଦେଶରେ ମାରାଥନ୍ ଦୌଡ଼ି ବିଶ୍ୱ ରେକର୍ଡ
ଲଣ୍ଡନ: ସତରେ ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। କିଛି କରିବାର ଆକାଂକ୍ଷା ଅସମ୍ଭବକୁ ସମ୍ଭବ କରିଥାଏ। ଇଂଲଣ୍ଡର ନିକ୍ ବଟର ଏଭଳି କିଛି ଅସମ୍ଭବକୁ ସମ୍ଭବ କରିବା ସହ ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ମାତ୍ର…
ପ୍ରଦୂଷଣ ରୋକିବ ଆଉଟ୍ଡୋର୍ ଏୟାର୍ ପ୍ୟୁରିଫାୟର୍
ହାଇଦ୍ରାବାଦ: ବାୟୁ ପ୍ରଦୂଷଣ ଏବେ ଦେଶରେ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଛି। ଲୋକେ ଶୁଦ୍ଧ ବାୟୁ ଗ୍ରହଣ କରିବା କଷ୍ଟକର ହୋଇପଡ଼ିଛି। ତେଣୁ ଏହାର ମୁକାବିଲା କରିବା ପାଇଁ ବ୍ୟାପକ ବୃକ୍ଷରୋପଣ ସହ ଅନ୍ୟ ଉପାୟ ମଧ୍ୟ ଚିନ୍ତା କରାଯାଉଛି। ପ୍ରଦୂଷଣକୁ…
ରାଫେଲ ଡିଲ୍ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ…
ଶ୍ରୀଲଙ୍କାରେ ନିର୍ବାଚନୀ ହିଂସା
କଲମ୍ବୋ,୧୬।୧୧: ଶ୍ରୀଲଙ୍କାରେ ଶନିବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଏକ ହିଂସା ହୋଇଥିବା ଖବର ମିଳିଛି। ଶ୍ରୀଲଙ୍କାର ଉତ୍ତର-ପଶ୍ଚିମରେ ଭୋଟରଙ୍କୁ ନେଇ ଯାଉଥିବା ଏକ ବସ୍ ଉପରକୁ ଅଜ୍ଞାତ ବନ୍ଧୁକଧାରୀମାନେ ଗୁଳି ଚଳାଇଥିଲେ। ତେବେ…
Archives


