Home Left

‘କଳାକାରଙ୍କୁ ବିବାଦରେ ଛନ୍ଦିବା ଠିକ୍‌ ନୁହେଁ’

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହୋଇ ୨୦୨୦ ଜାନୁୟାରୀ ୧୦ ପର୍ଯ୍ୟନ୍ତ ଚାଲିବ। କଂସ ରାଜୁତିରେ ୧୧ଦିନ ଧରି କମ୍ପି ଉଠିବ ମଥୁରାନଗରୀ। ଏହି ମୁକ୍ତାକାଶ ରଙ୍ଗମଞ୍ଚର ମହାନାୟକ କଂସ ମହାରାଜ ଚରିତ୍ରରେ…

ବାଂଲାଦେଶକୁ ପ୍ରାରମ୍ଭିକ ଝଟ୍‌କା

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମ୍‌ରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ବାଂଲାଦେଶ ଦଳ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପ୍ରଥମ ଇନିଂସରେ ମାତ୍ର ୧୫୦ ରନ୍‌ କରିଥିତ୍ବା ଭ୍ରମଣକାରୀ ଦଳ ରିପୋର୍ଟ ଲେଖା ହେବସୁଦ୍ଧା ଦ୍ୱିତୀୟ ପାଳିରେ ୪ ଉଇକେଟ…

‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧ ଗୋଟି…

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ…

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି…

ବଲିଉଡ୍‌ ଏଣ୍ଟ୍ରି ପାଇଁ ନିଜ ନାଁ ବଦଳାଇ ଦେଇଥିଲେ ମିନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦାମିନୀ ମିନାକ୍ଷୀ ଶେଷାଦ୍ରୀ ଆଜିବି ଦର୍ଶକଙ୍କ ମନରେ ବସାବାନ୍ଧି ରହିଛନ୍ତି। ଏହି ଅଭିନେତ୍ରୀ ୯୦ ଦଶକରେ ବଲିଉଡ୍‌ ଦୁନିଆରେ ଜଣେ ଆଗଧାଡିର ନାୟିକା ଭାବେ ବେଶ୍‌ ନାଁ କମାଇଥିଲେ। ଶନିବାର ୫୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ମିନାକ୍ଷୀ।…

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିପାଇଁ…

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ ନିର୍ଦ୍ଦିଷ୍ଟ…

ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର

ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ ପହଞ୍ଚତ୍ବା…

ଆଇଏମ୍‌ଏମ୍‌ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍‌-ବୈଜ୍ଞାନିକ ମୁହାଁମୁହିଁ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ର ଅଧିକାରୀମାନେ ଏହି ଜମି ଅଧିଗ୍ରହଣ…

ୟୁନେସ୍କୋ ସମ୍ମିଳନୀରେ ଭାରତର ସମାଲୋଚନା: ଆତଙ୍କବାଦ ସହ ସମ୍ପର୍କ ପାକ୍‌କୁ ବିଫଳ ରାଷ୍ଟ୍ରରେ ପରିଣତ କରିଛି

ପ୍ୟାରିସ୍‌ ,୧୬ା୧୧(ପି.ଟି.): ଅନ୍ତର୍ଜାତୀୟ ବ୍ୟାପାରକୁ ନେଇ ପାକିସ୍ତାନର ଅପରିପକ୍ୱ ପ୍ରଚାରକୁ ୟୁନେସ୍କୋ ସମ୍ମିଳନୀରେ ଭାରତ କଡ଼ା ସମାଲୋଚନା କରିଛି। ଏହାର ବିକ୍ଷିପ୍ତ ବ୍ୟବହାର ଏବଂ ଆତଙ୍କବାଦ ସହ ଘନିଷ୍ଠ ସମ୍ପର୍କ ଯୋଗୁ ଏହା ପ୍ରାୟତଃ ବିଫଳ ରାଷ୍ଟ୍ର ସ୍ତରକୁ ଖସିଆସିଥିବା ଭାରତ…

ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri