ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ
ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର ସ୍ଥିତ…
ରାଜନାଥଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ
ବେଜିଂ, ୧୬ା୧୧(ପି.ଟି.) : ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗ ଗସ୍ତକରି ମୈତ୍ରୀ ଦିବସ ସମାରୋହରେ ଅଂଶଗ୍ରହଣ କରିଥିବାବେଳେ ଚାଇନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଅରୁଣାଚଳ ପ୍ରଦେଶ ଦକ୍ଷିଣ ତିବ୍ଦତର ଅଂଶବିଶେଷ ବୋଲି ଚାଇନା ପକ୍ଷରୁ ଦାବି…
କ୍ରିକେଟ ଓ ରାଜନୀତିରେ ସବୁ ସମ୍ଭବ
ମୁମ୍ବାଇ,୧୬ା୧୧(ପି.ଟି.): ମହାରାଷ୍ଟ୍ରରେ ରାଜନୈତିକ ଅଚଳାବସ୍ଥା ଲାଗି ରହିଥିବାବେଳେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡ଼କରୀ ରାଜନୀତିକୁ କ୍ରିକେଟ ସହ ତୁଳନା କରିଛନ୍ତି। କ୍ରିକେଟ ଓ ରାଜନୀତିରେ ସବୁକିଛି ସମ୍ଭବ। କାରଣ ଉଭୟ କ୍ଷେତ୍ରରେ ଯେଉଁ ଦଳ ମ୍ୟାଚ୍ ହାରୁଛି ଭଳି…
ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି
କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…
ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍ରେ ଭିଡ଼
କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…
ଏସ୍ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…
ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ
କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର ସଭିଙ୍କୁ…
ଫାଷ୍ଟଫୁଡ ଷ୍ଟଲ୍ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ
କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ…
ଦାଦନ ସମସ୍ୟାକୁ ରୋକିବ ଲୋକକଳା
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ି ଚାଲିଥିବା ବେଳେ ଏହାକୁ ରୋକିବାକୁ ଲୋକକଳାର ସାହାଯ୍ୟ ନିଆଯିବ। ଲୋକକଳା ପରିବେଷଣ ମାଧ୍ୟମରେ ଲୋକଙ୍କୁ ଦାଦନ ସମସ୍ୟାର ଭୟାବହତା ଏବଂ ନକାରାତ୍ମକ ଦିଗ ସମ୍ପର୍କରେ ସଚେତନ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ…
ଅମରେଶ ହତ୍ୟା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଅମରେଶ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୩ଜଣଙ୍କୁ ଶନିବାର ପୋଲିସ ଗିରଫ କରିଛି। ସେମାନେ ହେଲେ ସୁନ୍ଦରପଦାର ରଘୁ, ବବୁଲ ଓ ଉଙ୍କା। ଏମାନଙ୍କୁ ରାଜଧାନୀ ଓ ଏହାର ଉପକଣ୍ଠ ଅଞ୍ଚଳରୁ ଗିରଫ କରାଯାଇଥିବା ପୋଲିସ…
ଗେଷ୍ଟ ହାଉସ୍ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ବାବୁଲି ସାହୁଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ…
ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏକାମ୍ର ହାଟ ନିକଟ କାର୍ଯ୍ୟାଳୟରେ ହରେକୃଷ୍ଣ ଥିବାବେଳେ ୯ଜଣ ଯୁବକ ମୁହଁରେ କପଡ଼ା…
Archives


