Home Left

୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ,୧୬।୧୧(ଡି.ଏନ୍‌.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍‌ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ ରାମଚଣ୍ଡିଠାରେ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳରେ ବୃକ୍ଷରୋପଣ କରିଛନ୍ତି। ପରେ ଜେନେରାଲ ମାରୁଆଙ୍କ ନେତୃତ୍ୱରେ ଭାରତ,…

ଆରମ୍ଭ ହେଲା ‘୧୦୪ ହେଲ୍‌ଥ ହେଲ୍ପଲାଇନ୍‌’

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା ଏବଂ ପରାମର୍ଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘୧୦୪ ହେଲ୍‌ଥ ହେଲ୍ପଲାଇନ’ ସେବା ଶୁଭାରମ୍ଭ କରାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଏହି ସେବା ମାଧ୍ୟମରେ ହିତାଧିକାରୀମାନେ ଦେୟମୁକ୍ତ ୧୦୪ ନମ୍ବରକୁ ଫୋନ୍‌…

ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ

ଢେଙ୍କାନାଳ ଅଫିସ, ୧୬।୧୧ – ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି। ଦାବିପୂରଣ ନ ହେଲେ ଆସନ୍ତା ୨୦ ତାରିଖରୁ ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ…

କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) – ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍‌, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ…

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍‌ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍‌ ଟନ୍‌ (ଏମ୍‌ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍‌ ମୋଟ…

ବିଗ୍‌ ବଜାର ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ

ଭୁବନେଶ୍ୱର,୧୬-୧୧(ବ୍ୟୁରୋ): ବିଗ୍‌ ବଜାର ଏବଂ ଏଫ୍‌ବିବି ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ ହୋଇଯାଇଛି। ଶିଶୁ ଦିବସ ଅବସରରେ ମୌଳିକ ସୁବିଧାରୁ ବଞ୍ଚିତ ଛୋଟ ଛୋଟ ପିଲାଙ୍କ ମୁହଁରେ ଖୁସି ଆଣିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବିଗ୍‌ ବଜାର ପକ୍ଷରୁ ସୂଚନା…

ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ…

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା…

ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ।…

ପିଏକ୍ସଇର ପ୍ରତିଷ୍ଠା ସମାରୋହ

ବାଲେଶ୍ୱର ଅଫିସ,୧୬।୧୧-ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ)ର ୧୨୫ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଦତ୍ତାତ୍ରୋୟ କ୍ରିଷ୍ଣାକାନ୍ତ ଯୋଶୀ ଉତ୍ସବକୁ ଉଦ୍‌ଘାଟନ କରି ଦେଶର ପ୍ରତିରକ୍ଷା କ୍ଷେତ୍ରରେ ପିଏକ୍ସଇର…

ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ନିୟମିତ ଅଁଳା ଖାଇଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri