ଗେଲ୍ଙ୍କୁ ବଜାର ରଖିଲା ପଞ୍ଜାବ
ନୂଆଦିଲ୍ଲୀ,୧୬।୧୧(ପି.ଟି.)- ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଡେଭିଡ ମିଲର, ଇଂଲଣ୍ଡର ସାମ କୁରାନ ଓ ଅଷ୍ଟ୍ରେଲିଆର ଆଣ୍ଡ୍ର୍ୟୁ ଟାଏଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ରିଲିଜ କରିଛି। ତେବେ ୪୦ ବର୍ଷୀୟ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲଙ୍କୁ ଦଳ ବଜାୟ ରଖିଛି। ଗତବର୍ଷ…
ଆଇପିଏଲ: ରିଲିଜ୍ ହୋଇଥିବା ଖେଳାଳିଙ୍କ ତାଲିକା
ନୂଆଦିଲ୍ଲୀ,୧୬।୧୧(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ୨୦୨୦ ସଂସ୍କରଣ ପାଇଁ ଆସନ୍ତା ମାସରେ ଖେଳାଳି ନିଲାମ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ଦଳଗୁଡିକ କେତଜଣ ଖେଳାଳିମାନଙ୍କୁ ରିଲିଜ୍ କରିଛନ୍ତି। ରିଲିଜ ହୋଇଥିବା ଖେଳଳିମାନଙ୍କ ତାଲିକା ନିମ୍ନରେ ଦିଆଗଲା। ଚେନ୍ନାଇ…
ପାଣିରେ ଭିଜା କିସ୍ମିସ୍ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା
କିସ୍ମିସ୍ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍ମିସ୍କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ…
ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ
କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…
ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା
ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ କାର୍ଯ୍ୟାଳୟ ସମୁଖରେ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଯୋଡା ବ୍ଲକ…
ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଫାଟକ ନିକଟରେ ପହଞ୍ଚତ୍ଥିଲା। ସେଠାରେ କର୍ମୀମାନେ ବିକ୍ଷୋଭ…
ଇନ୍ଦୋର ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତର ବୃହତ୍ ସ୍କୋର
ଇନ୍ଦୋର,୧୫।୧୧(ପି.ଟି.)- ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଇନିଂସରେ ବୃହତ୍ ସ୍କୋର ହାସଲ କରିବା ସହ ସ୍ଥିତି ଦୃଢ଼ କରିଛି। ବାଂଲାଦେଶର ପ୍ରଥମ ଇନିଂସ ସ୍କୋର ୧୫୦ ରନର…
ଏଏଫ୍ସି ପ୍ଲେୟର ଅଫ୍ ଦି ଇୟର ପୁରସ୍କାର ଦୌଡ଼ରେ ଆଶାଲତା
କୁଆଲାଲମ୍ପୁର, ୧୫ା୧୧ (ପି.ଟି.)-ଡିସେମ୍ବର ୨ରେ ହଂକଂସ୍ଥିତ କନ୍ଭେନ୍ଶନ ଆଣ୍ଡ୍ ଏକ୍ଜିିବିଶନ ସେଣ୍ଟରରେ ଏଏଫ୍ସି (ଏସିଆନ ଫୁଟ୍ବଲ କନ୍ଫେଡେରେଶନ) ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାରତୀୟ ମହିଳା ଫୁଟ୍ବଲ ଦଳର ଅଧିନାୟିକା ଆଶାଲତା ଦେବୀଙ୍କ ନାମ ଏଏଫ୍ସି ପ୍ଲେୟର…
୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଠାକୁରମୁଣ୍ଡା ,୧୫ା୧୧(ଡି.ଏନ୍.ଏ.)- ଶିଶୁ ଦିବସରେ ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର ଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ। ଏନେଇ ପୋଲିସ ଏକ ମାମଲା (ନଂ.୧୭୩/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି…
ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…
ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍ଫରସ ସମେତ ଆହୁରି ଅନେକ ପୋଷକ ତତ୍ତ୍ୱ ଭରି ରହିଛି। କୁହାଯାଏ, ପ୍ରତ୍ୟେକ ଦିନ ଗୋଟିଏ…
ଭାଜପା ବିନା ମହାରାଷ୍ଟ୍ରରେ ସରକାର ଗଠନ ଅସମ୍ଭବ
ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ଏହାପରେ ବି ଭାରତୀୟ ଜନତା ପାର୍ଟି(ଭାଜପା) ଚୁପ୍ ହୋଇ ବସିନାହିଁ। ଏବେବି ସେ ସରକାର ଗଢିବାର ସ୍ବପ୍ନ ଦେଖୁଛି ବୋଲି ଆଲୋଚନା ହେଉଛି। ଶୁକ୍ରବାର ମହାରାଷ୍ଟ୍ରର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ…
ନିଜର ପ୍ରଡକସନ୍ ହାଉସ୍ ଆରମ୍ଭ କଲେ ସୋହା
ମୁମ୍ବାଇ: ଖୁବ୍ଶୀଘ୍ର ଓ୍ବେବ ସିରିଜ୍ ମାଧ୍ୟମରେ ପରଦାକୁ ଫେରୁଛନ୍ତି ବଲିଉଡ୍ ନାୟିକା ସୋହା ଅଲି ଖାଁ। ଇତି ମଧ୍ୟରେ ସେ କିନ୍ତୁ ନିଜ ପ୍ରଡକସନ୍ ହାଉସ୍ ଆରମ୍ଭ କରି ସାରିଥିବା ଖବର ମିଳିଛି। ଏବେ ସେ ଜଣାଶୁଣା ଆଇନଜୀବୀ ରାମଜେଠମାଲାନିଙ୍କ କାହାଣୀକୁ…
Archives


