Home Left

ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ କାର୍ଯ୍ୟାଳୟ ସମୁଖରେ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଯୋଡା ବ୍ଲକ…

ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଫାଟକ ନିକଟରେ ପହଞ୍ଚତ୍ଥିଲା। ସେଠାରେ କର୍ମୀମାନେ ବିକ୍ଷୋଭ…

ଇନ୍ଦୋର ଟେଷ୍ଟ: ମୟଙ୍କଙ୍କ ଦ୍ୱିଶତକ: ଭାରତର ବୃହତ୍‌ ସ୍କୋର

ଇନ୍ଦୋର,୧୫।୧୧(ପି.ଟି.)- ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବୃହତ୍‌ ସ୍କୋର ହାସଲ କରିବା ସହ ସ୍ଥିତି ଦୃଢ଼ କରିଛି। ବାଂଲାଦେଶର ପ୍ରଥମ ଇନିଂସ ସ୍କୋର ୧୫୦ ରନର…

ଏଏଫ୍‌ସି ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ଆଶାଲତା

କୁଆଲାଲମ୍ପୁର, ୧୫ା୧୧ (ପି.ଟି.)-ଡିସେମ୍ବର ୨ରେ ହଂକଂସ୍ଥିତ କନ୍‌ଭେନ୍‌ଶନ ଆଣ୍ଡ୍‌ ଏକ୍‌ଜିିବିଶନ ସେଣ୍ଟରରେ ଏଏଫ୍‌ସି (ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ) ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାରତୀୟ ମହିଳା ଫୁଟ୍‌ବଲ ଦଳର ଅଧିନାୟିକା ଆଶାଲତା ଦେବୀଙ୍କ ନାମ ଏଏଫ୍‌ସି ପ୍ଲେୟର…

୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା ,୧୫ା୧୧(ଡି.ଏନ୍‌.ଏ.)- ଶିଶୁ ଦିବସରେ ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର ଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ। ଏନେଇ ପୋଲିସ ଏକ ମାମଲା (ନଂ.୧୭୩/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି…

ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…

ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍‌ଫରସ ସମେତ ଆହୁରି ଅନେକ ପୋଷକ ତତ୍ତ୍ୱ ଭରି ରହିଛି। କୁହାଯାଏ, ପ୍ରତ୍ୟେକ ଦିନ ଗୋଟିଏ…

ଭାଜପା ବିନା ମହାରାଷ୍ଟ୍ରରେ ସରକାର ଗଠନ ଅସମ୍ଭବ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ଏହାପରେ ବି ଭାରତୀୟ ଜନତା ପାର୍ଟି(ଭାଜପା) ଚୁପ୍‌ ହୋଇ ବସିନାହିଁ। ଏବେବି ସେ ସରକାର ଗଢିବାର ସ୍ବପ୍ନ ଦେଖୁଛି ବୋଲି ଆଲୋଚନା ହେଉଛି। ଶୁକ୍ରବାର ମହାରାଷ୍ଟ୍ରର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ…

ନିଜର ପ୍ରଡକସନ୍‌ ହାଉସ୍‌ ଆରମ୍ଭ କଲେ ସୋହା

ମୁମ୍ବାଇ: ଖୁବ୍‌ଶୀଘ୍ର ଓ୍ବେବ ସିରିଜ୍‌ ମାଧ୍ୟମରେ ପରଦାକୁ ଫେରୁଛନ୍ତି ବଲିଉଡ୍‌ ନାୟିକା ସୋହା ଅଲି ଖାଁ। ଇତି ମଧ୍ୟରେ ସେ କିନ୍ତୁ ନିଜ ପ୍ରଡକସନ୍‌ ହାଉସ୍‌ ଆରମ୍ଭ କରି ସାରିଥିବା ଖବର ମିଳିଛି। ଏବେ ସେ ଜଣାଶୁଣା ଆଇନଜୀବୀ ରାମଜେଠମାଲାନିଙ୍କ କାହାଣୀକୁ…

ଅଭିନୟକୁ ନେଇ ନିଜକୁ ଭାଗ୍ୟବାନ ବୋଲି କହିଲେ ବାଦଶାହା

ମୁମ୍ବାଇ: ବଲିଉଡ୍‌ ଗାୟକ ବାଦ୍‌ଶାହା ଜଣେ ପରିଚିତ ଚେହେରା। ହେଲେ ସେ ଅଭିନୟ କରିବା ପରେ ନିଜକୁ ଜଣେ ଭାଗ୍ୟବାନ ବ୍ୟକ୍ତି ବୋଲି କହିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ ସେ ଏହା କହିଛନ୍ତି। ‘ଖାନଦାନି ସଫାଖାନା’ ରେ ତାଙ୍କର ପ୍ରଥମ ଅଭିନୟର…

ନିଆରା ଢ଼ଙ୍ଗରେ ଯୁବତୀଙ୍କୁ ପ୍ରୋପୋଜ୍‌ କଲେ ଯୁବକ

ପ୍ରେମ ହେଉଛି ଶାସ୍ବତ ଓ ଚିରନ୍ତନ। ଯୁବକ ଓ ଯୁବତୀମାନେ ତାଙ୍କର ପ୍ରଥମ ପ୍ରେମ ନିବେଦନକୁ ଏକ ଭଲ ସ୍ମୃତି କରିବାକୁ ବେଶ୍‌ ପସନ୍ଦ କରନ୍ତି। ଏଥିପାଇଁ ସେମାନେ ନିଆରା ଢ଼ଙ୍ଗ ଆପଣାଇଥାନ୍ତି। କିଏ ମଝି ଆକାଶରେ ତ ଆଉ କିଏ…

ପିଲାଦିନେ ଝିଅ ଆରାଧ୍ୟାଙ୍କ ଭଳି ଦେଖାଯାଉଥିଲେ ଐଶ୍ୱର୍ଯ୍ୟା

ବମ୍ବେ: ପିଲାମାନେ ମା’ବାପାଙ୍କ ଭଳି ଦେଖାଯିବା ସ୍ବାଭାବିକ କଥା। ମାତ୍ର କିଛି କ୍ଷେତ୍ରରେ ପିଲାମାନେ ଅବିକଳ ନକଲ ହୋଇଥିବା ଭଳି ମନେ ହୁଏ। ଯେପରିକି ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ କଥା ଦେଖନ୍ତୁ। ପିଲାଦିନେ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri