Home Left

ଭୋଟ ପାଇଁ ଏଏପି କାର୍ଯ୍ୟାଳୟରେ ପହଞ୍ଚିଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ଶେଷ ହେଉଛି। ଭୋଟରଙ୍କ ମନ ଜିଣିବା ପାଇଁ ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ। ଏସବୁ ଭିତରେ ଦିଲ୍ଲୀର ତିଳକନଗରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏଠାରେ…

୩ ରାଶିର ବ୍ୟକ୍ତିଙ୍କ ଉପରେ ହେବ ପ୍ରେମର ବର୍ଷା…

ପ୍ରେମୀ ଦିବସକୁ ନେଇ ପ୍ରତିଟି ପ୍ରେମିକାପ୍ରେମିକଙ୍କ ମଧ୍ୟରେ ଉତ୍ସୁକତା ଭରି ରହିଥାଏ। ପ୍ରେମ ଉପରେ ସବୁବେଳେ କଟକଣା ଲାଗିଛି। ତେବେ ଯେତେବେଳେ କଟକଣା ଶକ୍ତ ହୋଇଛି ପ୍ରେମ ଅଧିକ ଗଭୀର ହୋଇଛି। ଏହା ପୃଥିବୀ ଇତିହାସରୁ ଜଣାପଡ଼େ। ତୃତୀୟ ଶତାବ୍ଦୀରେ ଇଟାଲୀରେ…

ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନେଇ ଭାଜପାର ଟାର୍ଗେଟ: ଝିଣ୍ଟିକା ମାରି ବଣି ପୋଷୁଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ବ୍ୟୁରୋ): ବିଜୁଳିକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପା ମୁଖପାତ୍ର ଗୋଲକ ମହାପାତ୍ର ଗୁରୁବାର ସମାଲୋଚନା କରିଛନ୍ତି। ବଡ଼ ଶିଳ୍ପ ସଂସ୍ଥା ଓ ବିତରକ କମ୍ପାନୀ ଉପରେ ୧୨ ହଜାର କୋଟି ଟଙ୍କା ବାକି ରହିଛି। ହେଲେ ଗରିବଙ୍କ ବିଜୁଳି କାଟିବା ଦିଗରେ…

ସାଥୀଙ୍କ ହୃଦୟ ଜିଣିବା ପାଇଁ ଦେବେ କେଉଁ ରଙ୍ଗର ଗୋଲାପ…

ଭାଲେଣ୍ଟାଇନ୍‌ ଓ୍ବିକ୍‌ର ପ୍ରଥମ ଦିନକୁ ରୋଜ୍‌ ଡେ କୁହାଯାଇଥାଏ। ଏହା ଫେବୃୟାରୀ ୭ରେ ପାଳିତ ହେବ। ପ୍ରେମିକାପ୍ରେମିକ ନିଜ ସାଥୀଙ୍କ ହୃଦୟ ଜିଣିବା ପାଇଁ ଭିନ୍ନ ଭିନ୍ନ ରଙ୍ଗର ଗୋଲାପ ଉପହାର ଦେଇଥାନ୍ତି। ତେବେ କେଉଁ ରଙ୍ଗ ଗୋଲାପ କାହିଁକି ଉପହାରରେ…

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା ଅପରାଧୀଙ୍କୁ…

ଆମ ସିନେମାର ଥକା କଥା….

ଓଡ଼ିଶାରେ ମନୋରମ ପ୍ରାକୃତିକ ସମ୍ପଦର ଫାଇଦା ଉଠାଇବା ଦିଗରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ତା’ର ଓ୍ବେବ୍‌ସାଇଟ୍‌ରେ କିଛିଟା ଜିଲାର ପ୍ରାକୃତିକ ଦୃଶ୍ୟରେ ଫଟୋଚିତ୍ର ସାଧାରଣରେ ପ୍ରଯୋଜକ-ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ ପାଇଁ ପ୍ରେରଣ କରାଯାଇଛି। ଏପରି ସ୍ଥାନରେ ବଲିଉଡ଼ର ଚଳଚ୍ଚିତ୍ର ଶୁଟିଂ…

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ ବୋଲି ଗୁରୁବାର ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ସେ କହିଛନ୍ତି, ଯେତିକି ଦାବି କରିଥିଲୁ…

ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ମା’ଙ୍କୁ ଫୋନରେ ଏମିତି କହିଥିଲେ ଯଶସ୍ବୀ

ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦ ଉଇକେଟରେ ହରାଇ ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ ପ୍ରବେଶ କରିଛି ଭାରତ। ଜବରଦସ୍ତ ଫର୍ମରେ ଥିବା ୧୮ ବର୍ଷୀୟ ଯଶସ୍ବୀ ନିଜର ପ୍ରଥମ ବିଶ୍ୱକପ୍‌ ଶତକ ମାରିଛନ୍ତି। ସେମିଫାଇନାଲରେ ସେ ୧୧୩ ବଲରେ ୮ ଚୌକା ଓ ୪…

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର କୋରୁକୋଣ୍ଡାଠାରେ…

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ ଚୂନଭାଟି ଗଳି ଏବଂ ନାଳକଡ଼ ରାସ୍ତାରୁ ଉଚ୍ଛେଦ କରାଯାଉଥିବା ବେଳେ ସ୍ଥାନୀୟ ଲୋକେ…

ବାର୍‌ହା ଫାଶରେ ପଡ଼ି ଯୁବକ ଗୁରୁତର

ଲୋଇସିଂହା,୬।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସିଆଲବାହାଲି ଗାଁରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ି ଜଣେ ଯୁବକ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ସିଆଲବାହାଲି ଗାଁର ଭିକାରି ଧରୁଆ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା…

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ଉତ୍ତର କେନ୍ଦ୍ରୀୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?