କାର୍ତ୍ତିକ-କିୟାରାଙ୍କ ‘ଭୁଲ ଭୁଲୈୟା-୨’ରେ ତବ୍ବୁ
ଫିଲ୍ମ ‘ଭୁଲ ଭୁଲେୟା-୨’ ମାଧ୍ୟମରେ କାର୍ତ୍ତିକ ଆର୍ୟନ ଏବଂ କିୟାରା ଆଡଓ୍ବାଣୀଙ୍କ ଯୋଡି ପ୍ରଥମ ଥର ପାଇଁ ସ୍କ୍ରିନ୍ ଶେୟାର କରିବାକୁ ଯାଉଛନ୍ତି। ପ୍ରଥମରୁ ହିଁ ଏହି ଯୋଡିକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। କିଛି ଦିନ ହେବ ମୁମ୍ବାଇରୁ ଫିଲ୍ମର…
କଂଗ୍ରେସ ଷ୍ଟାର ପ୍ରଚାରକଙ୍କ ତାଲିକାରେ ନାହିଁ ପ୍ରିୟଙ୍କାଙ୍କ ନାଁ
ନୂଆଦିଲ୍ଲୀ,୧୪।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଗୁରୁବାର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କର ଏକ ତାଲିକା ପ୍ରକାଶ ପାଇଥିଲା। ହେଲେ ଏଥିରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାଁ ନ ଥିବା ଏବେ ଆଲୋଚନାର ବିଷୟ ପାଲଟିଛି।…
ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଲୋଇସିଂହା, ୧୪।୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି ଅଭିଯୋଗର…
କେଟି ପେରୀଙ୍କୁ ଗୁପ୍ଚୁପ୍ ଖାଇବାକୁ ଦେବାକୁ ଚାହୁଁଛନ୍ତି ଜ୍ୟାକ୍ଲିନ
ମୁମ୍ବାଇ: ଇଣ୍ଟରନ୍ୟାଶନାଲ ପପ୍ ଷ୍ଟାର କେଟି ପେରୀ ଏବେ ଭାରତ ଆସିଛନ୍ତି। ଆସନ୍ତା ୧୬ରେ ଭାରତରେ ତାଙ୍କର ଶୋ’ ରହିଛି। ଏତିକି ବେଳେ ବଲିଉଡ୍ ନାୟିକା ଜ୍ୟାକଲିନ ତାଙ୍କୁ ନେଇ ଯାହାସବୁ କହିଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ…
ଚିହ୍ନି ହେଉନାହିଁ ବଲିଉଡ୍ର ଏହି ସବୁ କଳାକାରଙ୍କୁ
ମୁମ୍ବାଇ: ବଲିଉଡ୍ ବର୍ଷିୟାନ ଅଭିନେତା ଋଷି କପୁର ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରୁହନ୍ତି। ପ୍ରାୟ ସମୟରେ ସେ ସୋସିଆଲ ମିଡିଆରେ କିଛି ନା କିଛି ମଜାଳିଆ ଫଟୋ ଓ ଭିଡିଓକୁ ଶେୟାର କରି ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାନ୍ତି। ହେଲେ…
ବିଧବା ମା’ଙ୍କ ପାଇଁ ଯୋଗ୍ୟ ବର ଖୋଜୁଛନ୍ତି ପୁଅ
କୋଲକାତା,୧୪।୧୧: ପଶ୍ଚିମବଙ୍ଗରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ହୁଗୁଳି ଜିଲାର ଫ୍ରେଞ୍ଚ୍ କଲୋନୀରେ ରହୁଥିବା ଗୌରବ ଅଧିକାରୀ ନାମକ ଜଣେ ଯୁବକ ନିଜ ବିଧବା ମା’ଙ୍କ ପାଇଁ ଯୋଗ୍ୟ ବର ଖୋଜିବା ଆରମ୍ଭ କରିଛନ୍ତି। ଏଥିପାଇଁ ସେ ନିଜ ଫେସ୍ବୁକ୍ରେ…
କର୍ନାଟକ ଉପନିର୍ବାଚନ ପାଇଁ ୧୩ ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ପ୍ରାର୍ଥୀ କଲା ଭାଜପା
ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍)ର ୧୭ ଅଯୋଗ୍ୟ ଘୋଷିତ ବିଧାୟକଙ୍କ ମଧ୍ୟରୁ ୧୫ ଜଣ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିଲେ। ଏହାପରେ ଆଗକୁଥିବା କର୍ନାଟକ ଉପ ନିର୍ବାଚନ ପାଇଁ ଭାଜପା ଏମାନଙ୍କ ମଧ୍ୟରୁ ୧୩ ଜଣଙ୍କ ନାଁ…
ମିଳିଲା ନରଭକ୍ଷୀ ଡାଇନାସୋର ଜୀବାଶ୍ମ…
ବ୍ରାଜିଲ୍ର ଦକ୍ଷିଣ ଅଞ୍ଚଳରୁ ଏକ ନରଭକ୍ଷୀ ଡାଇନାସୋର ଜୀବାଶ୍ମ ମିଳିଛି। ଏହି ପ୍ରଜାତିର ଡାଇନାସୋର ୨୩ କୋଟି ବର୍ଷ ତଳେ ପୃଥିବୀରେ ବାସ କରୁଥିଲା ବୋଲି ଗବେଷକ କହିଛନ୍ତି। ଏନେଇ ବିଜ୍ଞାନ ପତ୍ରିକା ପିରଜେରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି…
ସିରିଜ ଲୁଟ୍ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା
ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ ଛୋଟରାୟଙ୍କ ଘରୁ ନଗଦ ୨୦ ହଜାର ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର…
ମୃତକଙ୍କ ପରିବାରକୁ ଦୁର୍ବ୍ୟବହାର ଘଟଣା: ନିଲମ୍ବିତ ହେଲେ ଅମେଠିର ଜିଲାପାଳ
ଆମେଠି,୧୪।୧୧: ମହଙ୍ଗା ପଡ଼ିଲା ମୃତକଙ୍କ ପରିବାରଙ୍କୁ ଦୁର୍ବ୍ୟବହାର କରିବା। ଆମେଠି ଜିଲାପାଳଙ୍କ ଏଭଳି କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲାପାଳ ପ୍ରଶାନ୍ତ ଶର୍ମାଙ୍କୁ ନିଲମ୍ବିତ କରିଛନ୍ତି। ତାଙ୍କ ସ୍ଥାନରେ ଅରୁଣ କୁମାର ନୂଆ ଜିଲାପାଳ ଭାବେ ନିଯୁକ୍ତ…
ଅଯୋଧ୍ୟା ରାମମନ୍ଦିରରେ ଲଗାଯିବ ୨୧ ଶହ କିଲୋଗ୍ରାମ୍ ଓଜନର ଘଣ୍ଟା: ତିଆରି କରୁଛନ୍ତି ମୁସଲମାନ୍ କାରିଗର ଇକବାଲ୍
ଲକ୍ଷ୍ନୌ,୧୪।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ। ଏଥିପାଇଁ ଉତ୍ତରପ୍ରଦେଶ ଇଟା ଜିଲାର ଜାଲେସରର ମୁସଲମାନ୍ କାରିଗର ଇକବାଲ୍ ୨୧ ଶହ କିଲୋଗ୍ରାମ୍ ଓଜନର ଏକ ବଡ଼ ଘଣ୍ଟା ତିଆରି କରୁଛନ୍ତି। ଏହାକୁ ମନ୍ଦିରରେ ଲଗାଯିବ। ଘଣ୍ଟା ତିଆରିରେ ୧୦ରୁ ୧୨ ଲକ୍ଷ…
ରିଲିଜ୍ ହେଲା ‘ମର୍ଦାନୀ-୨’ର ଆକ୍ସନ ଟ୍ରେଲର୍
ମୁମ୍ବାଇ: ରାଣୀ ମୁଖାର୍ଜୀଙ୍କ ମଚ୍ ଆଓ୍ବେଟେଡ୍ ଫିଲ୍ମ ‘ମର୍ଦାନୀ-୨’ର ଆକ୍ସନ୍ ଟ୍ରେଲର୍ ରିଲିଜ୍ ହୋଇଛି। ଏଥିରେ ରାଣୀ ଜଣେ ବଳାତ୍କାରୀଙ୍କୁ ଖୋଜୁଥିବା ଦେଖାଯାଇଛି। ଯେଉଁ ବଳାତ୍କାରୀ ବଳାକାର କରିବା ପରେ ଯୁବତୀମାନଙ୍କୁ ମାରି ଦେଇଥାଆନ୍ତି। ଏଥିରେ ରାଣୀ ଜଣେ ପୋଲିସ ଅଫିସର…
Archives


