Home Left

ଛବିର ମଣିଷ କାଳୀପ୍ରସାଦ

ଭଲ ମଣିଷ ଭିତରେ ଯେଉଁମାନଙ୍କ ପାଖରେ ସୃଜନଶୀଳତା ଥାଏ ସେମାନେ ସଂସାର ଭିତରେ କମ୍‌ ସମୟ ରହିଥାଆନ୍ତି। ତାଙ୍କର ସୀମିତ ପରିସୀମା ମଧ୍ୟରେ ସେମାନଙ୍କର ସୃଜନଶୀଳତାକୁ ନେଇ ସାଧାରଣରେ ଚର୍ଚ୍ଚା ହୁଏ। ଏପରି କିଛି ନୂତନତାର ସ୍ବାଦ ସାଧାରଣରେ ଚର୍ଚ୍ଚା ହୁଏ।…

ପାଠ ପୂର୍ବରୁ ସମାଚାର

ଖଣ୍ଡଓ୍ବା: ନମସ୍କାର, ଆଜିର ମୁଖ୍ୟ ସମାଚାର, ‘ଅଯୋଧ୍ୟା ନିଷ୍ପତ୍ତି ପରେ ସହରରେ ଶାନ୍ତି, ସୌହାର୍ଦ୍ଦ୍ୟ ଜାରି’।….‘ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହେବା ପରେ ରାଜନୈତିକ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା’। ଏ କୌଣସି ଟେଲିଭିଜନର ସମାଚାର ପାଠ ନୁହେଁ, ବରଂ ମଧ୍ୟପ୍ରଦେଶ ଖଣ୍ଡଓ୍ବାସ୍ଥିତ…

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ମାଙ୍କଡ଼ର ଅନ୍‌ଲାଇନ ଶପିଂ

ବେଜିଂ: ସ୍ମାର୍ଟଫୋନ୍‌ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍‌ ସଂଯୋଗ କରି ଘରେ ବସି ଅନ୍‌ଲାଇନ୍‌ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍‌ଲାଇନ୍‌ ସାଇଟ୍‌ରୁ ଶପିଂ କରିବା ସମସ୍ତଙ୍କୁ ଆକର୍ଷିତ କରିଥାଏ। ବିଭିନ୍ନ ସାଇଟ୍‌ ସର୍ଚ୍ଚ କରି ନିଜ…

ଚଳିତ ବର୍ଷ ୫୪୦ କୋଟି ନକଲି ଆକାଉଣ୍ଟ୍‌ ହଟାଇଛି ଫେସବୁକ୍‌

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୧୧: ଚଳିତ ବର୍ଷ ଫେସବୁକ୍‌ ୫୪୦ କୋଟି ନକଲି ଆକାଉଣ୍ଟ୍‌ ନିଜ ପ୍ଲାଟ୍‌ଫର୍ମରୁ ହଟାଇଛି। ଏନେଇ ଫ୍ରାନ୍ସ୍‌ର ଏଏଫ୍‌ପି ଏଜେନ୍ସି ପକ୍ଷରୁ ତଥ୍ୟ ପ୍ରକାଶ ପାଇଛି। ରୟଟର୍ସ ରିପୋର୍ଟ ଅନୁସାରେ ଚଳିତ ବର୍ଷ ଏପ୍ରିଲ୍‌ରୁ ସେପ୍ଟେମ୍ବର ମଧ୍ୟରେ ଫେସବୁକ୍‌ ୩୨୦ କୋଟି…

ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଲେ ସ୍ତ୍ରୀ

ଚେନ୍ନାଇ,୧୪।୧୧: ତାମିଲନାଡୁର ପୁଦୁକୋଟ୍ଟଇ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଛନ୍ତି ସ୍ତ୍ରୀ। କୃପାକୁଡିର ଦ୍ରାବିଡ କଲୋନୀରେ ରହୁଥିବା ଓ୍ବେତ୍ରଓ୍ବେଲ ୧୦୪ ବର୍ଷ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ପିଚାଇଙ୍କୁ ୭୫ ବର୍ଷ ହୋଇଥିଲା।…

ଖଟ୍ଟର କ୍ୟାବିନେଟର ହେବ ସମ୍ପ୍ରସାରଣ

ହରିୟାଣା,୧୪।୧୧: ହରିୟାଣାରେ ଭାଜପା-ଜେଜେପି ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍‌ ଗୁରୁବାର ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ଗତ ଅକ୍ଟୋବର ୨୪ରେ ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ଆସିଥିବା ବେଳେ ୨୭ ଅକ୍ଟୋବରରେ ଜନନାୟକ ଜନତା…

ନୀରବ ଘାତକ ମଧୁମେହ

ମଧୁମେହ ସାମ୍ପ୍ରତିକ ସମୟରେ ଘୋର ସମସ୍ୟା ଭାବେ ଉଭା ହୋଇ ସାଂଘାତିକ ଭାବେ ବ୍ୟାପୁଛି। ସ୍ବାସ୍ଥ୍ୟ କ୍ଷେତ୍ରରେ ଏହା ଏକ ପ୍ରକାର ଆତଙ୍କ ସୃଷ୍ଟି କରିଛି। ବିଶ୍ୱ ସମୁଦାୟ ଏହାକୁ ନେଇ ଚିନ୍ତିତ ମଧ୍ୟ। ଏଣୁ ଏହି ରୋଗ ସମ୍ପର୍କରେ ଲୋକମାନଙ୍କୁ…

କମେଡି ମାୟା

ନିକଟରେ ରିଲିଜ ହୋଇଛି ସବ୍ୟସାଚୀ-ଏଲିନା ଅଭିନୀତ ‘ମାଲ ମହୁ ଜୀବନ ମାଟି’। ଏଥିରେ ଡନ୍‌ ଡୋଗ୍ରାର ଅନ୍ୟତମ ସହଯୋଗୀ ଭାବରେ ଅଭିନୟ କରିଛନ୍ତି ବିଜୁ ବଡଜେନା। ଦୀର୍ଘବର୍ଷ ଧରି ଖଳନାୟକ ଭାବରେ ନିଜର ପରିଚୟ ସୃଷ୍ଟି କରିଥିବା ଏହି ଅଭିନେତାଙ୍କୁ ଏଥିରେ…

ଏଥର ଡବଲ ରୋଲ୍‌

ଅଭିନେତା ଜ୍ୟୋତିଙ୍କ ଖୁସି କହିଲେ ନ ସରେ। କାରଣ ଓଡ଼ିଆ ସିନେମାରେ ସେ ପ୍ରଥମ ଥର ପାଇଁ ଡବଲ ରୋଲ୍‌ରେ ଅଭିନୟ କରିବେ। ଫିଲ୍ମଟି ହେଲା ଖୁସି କ୍ରିଏସନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ‘ହିରୋ ନମ୍ବର ଜିରୋ’। ଚିତ୍ରର କାହାଣୀ,…

ସ୍କୁଲ ପିଲାଙ୍କ ଗହଣରେ ଜନ୍ମଦିନ ପାଳିଲେ ପ୍ରିନ୍ସ ଚାର୍ଲସ

ମୁମ୍ବାଇ,୧୪।୧୧: ବ୍ରିଟେନ୍‌ ରାଜକୁମାର ପ୍ରିନ୍ସ ଚାର୍ଲସ ତାଙ୍କର ୭୧ତମ ଜନ୍ମଦିବସ ଭାରତରେ ପାଳନ କରିଛନ୍ତି। ଭାରତ ଗସ୍ତରେ ଥିବା ପ୍ରିନ୍ସ ଚାର୍ଲସ ମୁମ୍ବାଇଠାରେ ସ୍କୁଲ ପିଲାମାନଙ୍କ ଗହଣରେ ଗୁରୁବାର ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହାସହ ଏହି ଦିବସକୁ ବେଙ୍ଗାଲୁରୁର ଏକ…

ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ୫୧ ହଜାରର ଚେକ୍‌ ପ୍ରଦାନ କଲା ଶିହା ଓ୍ବାକଫ୍‌ ବୋର୍ଡ

ଲକ୍ଷ୍ନୌ,୧୪।୧୧: ଅଯୋଦ୍ଧାରେ ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ଶିହା ଓ୍ବାକଫ୍‌ ବୋର୍ଡ ପକ୍ଷରୁ ୫୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଶିହା ଓ୍ବାକଫ୍‌ ବୋର୍ଡ ଅଧ୍ୟକ୍ଷ ଓ୍ବସୀମ୍‌ ରିଜଓ୍ବୀ ଶ୍ରୀରାମଙ୍କୁ ମୁସଲମାନ୍‌ଙ୍କ ପୂର୍ବଜ ବୋଲି କହିଛନ୍ତି। ରାମମନ୍ଦିର ନିର୍ମାଣକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri