Home Left

ଚିକେନ୍‌ ଦମ୍‌ ବିରିଆନି

ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରଟି ବିଦ୍ୟାନଗରୀ ଭାବେ ପରିଚିତ। ଏହି ବିଦ୍ୟାନଗରୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ, ସୁଇଟ୍‌, ବୀରସୁରେନ୍ଦ୍ର ସାଏ ଆୟର୍ବିିଜ୍ଞାନ କଲେଜ ଓ ଡାକ୍ତରଖାନା ପ୍ରଭୃତି ରହିଛି।…

ବରଯାତ୍ରୀରେ ବୁଢ଼ୀ ମାଉସୀଙ୍କଠୁ ମାଡ଼ ଖାଇଥିଲି

ଓଡ଼ିଆ ଟେଲିଭିଜନ ଦୁନିଆରେ ସୁଜିତ ପାଇକରାୟ ନାୟକ କମ୍‌, ଖଳନାୟକ ଭୂମିକାରେ ବେଶି ଦେଖିବାକୁ ମିଳନ୍ତି। ଭୁବନେଶ୍ୱରରେ ଜନ୍ମିତ ଏହି ଅଭିନେତା ନିଜର ବଳିଷ୍ଠ ଅଭିନୟ ମାଧ୍ୟମରେ ଓଡ଼ିଆ ଦର୍ଶକଙ୍କ ମହଲରେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ। ସୁମିତ୍ରା ଓ ସୂର୍ଯ୍ୟକାନ୍ତ…

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ ବିଦ୍ୟାଳୟ…

୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ହେବେ ବ୍ରାଜିଲ୍‌ ରାଷ୍ଟ୍ରପତି ଜାୟର ବୋଲସୋନାରୋ

ବ୍ରାସିଲିଆ,୧୪।୧୧: ଆସନ୍ତା ୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ବ୍ରାଜିଲ୍‌ ରାଷ୍ଟ୍ରପତି ଜାୟର ବୋଲସୋନାରୋ ହେବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକୁ ସେ ସ୍ବୀକାର କରିଛନ୍ତି। ଏହାଦ୍ୱାରା ଦୁଇ ଦେଶର ସମ୍ପର୍କ ଅଧିକ ସୁଦୃଢ଼ ହେବାର ଆଶା ରହିଛି। ରାଷ୍ଟ୍ରପତି…

ସ୍ପେଶାଲ ଗିଫ୍ଟ

ରଣବୀର ସିଂ ଏବଂ ଦୀପିକା ପାଦୁକୋନଙ୍କ ପାଇଁ ନଭେମ୍ବର ୧୪ ସବୁବେଳେ ସ୍ମରଣୀୟ ହୋଇ ରହିବ। କାରଣ କ’ଣ ଜାଣନ୍ତି ? ଏହି ଦିନ ଏହି ଯୋଡି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଆଜି ହେଉଛି ସେମାନଙ୍କର ପ୍ରଥମ ମ୍ୟାରେଜ ଆନିଭର୍ସାରି।…

ଆୟୁର୍ବେଦର ସୁବର୍ଣ୍ଣ ଯୁଗ ଆସୁଛି

ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟର ଶିଶୁରୋଗ ବିଶେଷଜ୍ଞ ତଥା ଅଧ୍ୟାପକ ଡା. ବିମଳ କୁମାର ପଣ୍ଡାଙ୍କ ଇଚ୍ଛାଶକ୍ତି ତାଙ୍କ ପାଇଁ ଆଣିଦେଇଛି ସଫଳତା। ରୋଗ ପ୍ରତିରୋଧକ ଶକ୍ତି, ମେଧାଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି…

ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କ ନିର୍ଦ୍ଦେଶ: ଅଧିବେଶନ ସମୟରେ ଶୃଙ୍ଖଳିତ, ସମୟାନୁବର୍ତ୍ତୀ ହୁଅ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ବିଧାୟକମାନଙ୍କ ସକାରାତ୍ମକ ଉପସ୍ଥିତି ନେଇ ମତ ରଖିଛନ୍ତି। ଏନେଇ ନିଜର ଆଭିମୁଖ୍ୟକୁ ଅଧିକ ସ୍ପଷ୍ଟ କରିବା ସହ ତାହାର ଅନୁପାଳନ ପାଇଁ ବିଧାୟକମାନଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାର…

ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ…

ପିଲାଦିନେ ଏମିତି ଦେଖାଯାଉଥିଲେ ଭାରତୀୟ କ୍ରିକେଟ ଖେଳାଳି

ଆଜି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜନ୍ମଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଦିନଟିକୁ ସାରା ଦେଶରେ ଶିଶୁ ଦିବସ ଭାବେ ପାଳନ କରାଯାଏ। ସାଧାରଣତଃ ପିଲାଦିନ ସମସ୍ତଙ୍କ ପାଇଁ ସ୍ବତନ୍ତ୍ର ରହିଥାଏ। ସବୁ ଶିଶୁଙ୍କ ଭଳି…

ନିୟମକୁ ଫୁ

ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍‌ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍‌ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି ରୋଗରେ…

ଭାଜପାରେ ଯୋଗଦେଲେ ୧୫ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ଉପସ୍ଥିତିରେ ଏମାନେ ଭାଜପା ହାତ ଧରିଛନ୍ତି। ସୂଚନାଯୋଗ୍ୟ, ବିଧାନସଭା ବାଚସ୍ପତି କେଆର୍‌ ରମେଶ କୁମାରଙ୍କ…

‘ଚୌକିଦାର ଚୋର୍‌ ହୈ’ ମନ୍ତବ୍ୟ: ରାହୁଲଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନା ସୁପ୍ରିମ୍‌କୋର୍ଟରେ ମଞ୍ଜୁର

ନୂଆଦିଲ୍ଲୀ,୧୪।୧୧: ସୁପ୍ରିମ୍‌କୋର୍ଟ ଗୁରୁବାର ରାହୁଲ ଗାନ୍ଧୀଙ୍କ ନିଃସର୍ତ୍ତ କ୍ଷମାପ୍ରାର୍ଥନାକୁ ମଞ୍ଜୁର କରିଛନ୍ତି। ସେ ରାଫାଲ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ‘ଚୌକିଦାର ଚୋର୍‌ ହୈ’ ମନ୍ତବ୍ୟ ଦେଇଥିଲେ। ଏହାକୁ ଶୀର୍ଷ ଅଦାଲତ ମଞ୍ଜୁର କରିବା ସହିତ ରାହୁଲଙ୍କୁ ଭବିଷ୍ୟତରେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri