ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….
ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ବନବୀର ଗ୍ରାମର ସୁଶିଲ ଚନ୍ଦ୍ର ନାଏକଙ୍କ ଝିଅ ପୁଷ୍ପାଞ୍ଜଳୀ ନାଏକ (୨୦) ବୋଲି…
ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍, ଜାଣିଲେ ଉଡିଜିବ ହୋସ୍
ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ ମଧ୍ୟରେ ଦେଶରେ ଅଣ୍ଡାର ଦାମ ପ୍ରାୟ ୩୫-୪୦% ବଢ଼ିସାରିଛି। ଆସନ୍ତା କିଛି ମାସରେ…
ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…
ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ ବିବାହ କରିଥିଲେ। ଏକ ସାକ୍ଷାତ୍କାରରେ ଶୋଭିତା ଧୂଲିପାଲା କହିଛନ୍ତି, ସେ କେବେ ଜଣେ…
ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….
ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି ଅଘଟଣ ଘଟିଛି। ଘଟଣା ପରେ ଯାତ୍ରା ଦେଖୁଥିବା ଦର୍ଶକମାନେ ମଧ୍ୟ ଚିନ୍ତିତ ହୋଇଥିଲେ…
୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର
ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି ବେନେଟଙ୍କୁ ପ୍ରସ୍ତାବ ଦେଇଥିଲେ। ଏହି ରୋମାଣ୍ଟିକ ପ୍ରସ୍ତାବର ଫଟୋ ସୋସିଆଲ ମିଡିଆରେ ଝଡ଼…
ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ
ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଓ ନର୍ଦ୍ଦମା ପାଣି ଦୀର୍ଘଦିନ ହେଲା…
ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’
ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ। ୧୨ଟି ରାଶି ମଧ୍ୟରୁ କିଛି ରାଶିର ସ୍ବଭାବ ଓ ଗ୍ରହ ପ୍ରଭାବ ପରସ୍ପର…
୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା
ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ ରାତିରେ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଅପହୃତାଙ୍କ ଅଜା ନାରାୟଣ…
ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍
ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ। ଗଁା ଠାକୁରାଣୀଙ୍କ ଜାଗାରେ ଛପର କରି ପରିବାର ପୋଷଣ କରନ୍ତି।…
ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି
ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ ବାଲ୍ମିକୀନଗରର ଗଣ୍ଡକ ବ୍ୟାରେଜର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ମଧ୍ୟରାତ୍ରିରେ, ବ୍ୟାରେଜରେ 1.5…
ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ
ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ ଘେରା ଗଁାରେ ବନ୍ୟପ୍ରାଣୀ, ବିଷାକ୍ତ ସରୀସୃପ ପ୍ରବେଶ କରି ଧନ ଜୀବନ, ଜୀବିକା…
ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ
କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ନେପାଳ ପୁଣିଥରେ ସମାନ କ୍ଷୟକ୍ଷତିର ସମ୍ମୁଖୀନ ହେବା ଆଶଙ୍କା କରାଯାଉଛି।…

