ନଷ୍ଟ ହେଉଛି ହେଲିପ୍ୟାଡ୍, ଗଦା ହେଉଛି ଚିପ୍ସ, ବାଲି
ସୋନପୁର,୧୪।୧୧(ନି.ପ୍ର.) – ସୁବର୍ଣ୍ଣପୁର ସହରର ରାମେଶ୍ୱର ନିକଟରେ ନିର୍ମିତ ହୋଇଥିବା ୩ଟି ହେଲିପ୍ୟାଡ୍ ଏବେ ନଷ୍ଟ ହେବାକୁ ବସିଛି । ହେଲିପ୍ୟାଡ୍ରେ ଚିପ୍ସ ଓ ବାଲି ଗଛିତ କରି ରଖାଯାଉଛି । ଚିପ୍ସ ବୋଝେଇ ଟିପର ଯିବା ଆସିବା ଫଳରେ ଏହା…
ବେଲଟିକିରିରେ ବଜବଜିଆ ରୋଗ ଆତଙ୍କ: ବାଛୁରି ମୃତ, ୧୨ ଗୋରୁ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୪।୧୧ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ଦେଖାଦେଇଛି। ଏଥିରେ ଆକ୍ରାନ୍ତ ହୋଇ କୈଳାସ ସାମଲଙ୍କ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ୧୨ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଛନ୍ତି। ପ୍ରାୟ ଦେଢ଼ବର୍ଷ ହେଲା…
ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ
ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ। ସକାଳେ…
ଦାରିଙ୍ଗବାଡ଼ିରେ ଶୀତ, ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ
ଦାରିଙ୍ଗବାଡ଼ି,୧୪।୧୧(ଡି.ଏନ୍.ଏ.) -ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ ହୋଇଛି। ଚଳିତ ବର୍ଷ ବିଳମ୍ବରେ ଶୀତ ହୋଇଥିବାରୁ ପାଣିପାଗରେ ଅନିୟମିତତା ଯୋଗୁ ଏପରି ହୋଇଥିବା କୁହାଯାଉଛି। ବାରମ୍ବାର ଲଘୁଚାପ ସହ ବାତ୍ୟା ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା…
୧୫୨୨ ଛାତ୍ରୀଛାତ୍ରଙ୍କୁ ମିଳିବ ଲ୍ୟାପଟପ୍
ବ୍ରହ୍ମପୁର ଅଫିସ୍,୧୪ା୧୧-ଯୁକ୍ତ ୨ରେ ଉତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ମାଗଣା ଲ୍ୟାପଟପ୍ ପ୍ରଦାନ ପାଇଁ ତାଲିକା ଚୂଡ଼ାନ୍ତ ହୋଇଛି । ଗଞ୍ଜାମ ଜିଲାରେ ଚଳିତବର୍ଷ ୧୫୨୨ ଛାତ୍ରୀଛାତ୍ର ଲ୍ୟାପଟପ୍ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…
ମଞ୍ଜି ବିକାଳିଙ୍କ ବଡ଼ ହୃଦୟ: -ସ୍ବତନ୍ତ୍ର ଦିନରେ ବଡ଼ଦାଣ୍ଡରେ ବୁଲି ବାଣ୍ଟନ୍ତି ଚା, ପାନ
ପୁରୀ ଅଫିସ, ୧୪।୧୧- କଥାରେ ଅଛି ମାନବ ସେବା ହିଁ ମାଧବ ସେବା। ଏହାକୁ ଯିଏ ଭଲ ଭାବେ ବୁଝିଛି ତା’ ପାଇଁ ବୟସ କି ପଥ କିଛି ଫରକ୍ ପଡ଼େ ନାହିଁ। ଯେତେ ଦୂର ହୋଇଥାଉ ନା କାହିଁକି ମାନବ…
ହାର୍ଟଆଟାକ୍ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…
ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ ୨ଥର ଛତୁ ଖାଇଲେ ହାର୍ଟଆଟାକ୍ ଓ ମେଦବହୁଳତା ହେବା ଆଶଙ୍କା ଦୂର ହୋଇଥାଏ ବୋଲି…
କୋଷ୍ଠକାଠିନ୍ୟ ଦୂର କରେ ପାଳଙ୍ଗ ଶାଗ
ପାଳଙ୍ଗ ଶାଗ ଖାଇବାକୁ ସ୍ବାଦିଷ୍ଟ ହେବା ସହିତ ଶରୀର ପାଇଁ ମଧ୍ୟ ଉପକାରୀ ଅଟେ। ଏହା ଶରୀରରେ ହିମୋଗ୍ଲୋବିନ ବଢାଇବାରେ ସହାୟକ ହୋଇଥାଏ। ପାଳଙ୍ଗ ଶାଗରେ ଏମିନୋ ଏସିଡ, ଭିଟାମିନ ଏ, ବି, ସି, କେ, ଇ, ଆଏରନ, ଆୟୋଡିନ, ପୋଟାସିୟମ,…
ଆଇପିଏଲ୍ ୨୦୨୦: ମୁମ୍ବାଇ ପାଇଁ ଖେଳିବେ ବୋଲ୍ଟ
ନୂଆଦିଲ୍ଲୀ, ୧୩।୧୧ (ପି.ଟି.): ନ୍ୟୁଜିଲାଣ୍ଡ ବାମହାତୀ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ। ସେହିଭଳି ଉତ୍ତର ପ୍ରଦେଶ ଯୁବ ବୋଲର ଅଙ୍କିତ ରାଜପୁତ ରାଜସ୍ଥାନ ରୟାଲ୍ସ ପକ୍ଷରୁ…
ପଞ୍ଜାବରେ କବାଡ଼ି ବିଶ୍ୱକପ୍
ଚଣ୍ଡିଗଡ଼, ୧୩।୧୧ (ପି.ଟି.):୨୦୧୯ କବାଡ଼ି ବିଶ୍ୱକପ୍ ପଞ୍ଜାବରେ ଅନୁଷ୍ଠିତ ହେବ। ଡିସେମ୍ବର ୧ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଆୟୋଜିତ ହେବ। ସେହିଭଳି ଶିଖ୍ ଗୁରୁ ‘ଗୁରୁ ନାନକ ଦେବ ଜୀ’ଙ୍କ ୫୫୦ତମ ଜନ୍ମବାର୍ଷିକ ଏହି ବର୍ଷ ପାଳନ କରାଯାଉଥିବାରୁ ବିଶ୍ୱକପ୍କୁ…
ଲଙ୍ଗର ପାଇଁ ରୁଟି ତିଆରି କଲେ ବ୍ରିଟେନ ରାଜକୁମାର
ନୂଆଦିଲ୍ଲୀ,୧୩।୧୧: ବ୍ରିଟେନ ରାଜକୁମାର ପ୍ରିନ୍ସ ଚାଲର୍ସ ୩ଦିନିଆ ଗସ୍ତରେ ଭାରତକୁ ଆସିଛନ୍ତି। ବୁଧବାର ପ୍ରଥମେ ଦିଲ୍ଲୀସ୍ଥିତ ଗୁରୁଦ୍ୱାରା ବାଂଲା ସାହିବରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଚାଲର୍ସ ଗୁରୁଦ୍ୱାରା ଦର୍ଶନ କରିବା ପରେ ଲଙ୍ଗର ପାଇଁ କରାଯାଇଥିବା ସମସ୍ତ…
ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର
ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ ଊଦ୍ଧ୍ୱର୍ର୍ ଗ୍ରାମର ଲୋକେ ନିର୍ଭର କରୁଥିବା ବେଳେ ଅବ୍ୟବସ୍ଥା ତାଙ୍କୁ ହତାଶ କରିଛି।…
Archives


