ଥାନାରୁ ଅଭିଯୁକ୍ତ ଫେରାର
ନବରଙ୍ଗପୁର/ପାପଡାହାଣ୍ଡି,୧୩।୧୧(ବି.ପ୍ର./ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେନ୍ତୁଳିଖୁଣ୍ଟି ଥାନା ଅଧୀନ ପଠାନଗୁଡା ଗାଁର ଅରୁଣ ହରିଜନ। ଅକ୍ଟୋବର ୫ ତାରିଖରେ ଜେଲରୁ ସେ…
ବୋମା ବିସ୍ଫୋରଣରେ ଜଣେ ଆହତ: ଯୁବକ ଗିରଫ
ବନ୍ତ,୧୩।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅନ୍ତର୍ଗତ ଟିଲୋ ତାଳପଦା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଯୁବକଙ୍କ ବୋମା ବିସ୍ଫୋରଣରେ ଜଣେ ବ୍ୟକ୍ତି ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଆହତ ହୋଇଥିବା ବ୍ୟକ୍ତିଙ୍କ ପୁଅ…
ଜମା ଟଙ୍କା ମାଗିବାରୁ ମହିଳାଙ୍କୁ ଦୁର୍ବ୍ୟବହାର
ବନ୍ତ,୧୩।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବସନ୍ତିଆ ସବ୍ପୋଷ୍ଟ ଅଫିସ କର୍ମଚାରୀ ତଥା ଆପଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର କେତେଜଣ ମହିଳା ନିଜର ଜମା ଟଙ୍କା ମାଗିବାରୁ ସେମାନଙ୍କୁ ଦୁର୍ବ୍ୟବହାର କରାଯାଇଥିବା ନେଇ…
ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ
ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସନ୍ଧ୍ୟାରେ କିଛି ଆତଙ୍କବାଦୀ ଦୋକାନୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାପରେ …
ଅସୁସ୍ଥ ମୁଲାୟମ ହସ୍ପିଟାଲରେ ଭର୍ତ୍ତି
ଲକ୍ଷ୍ନୌ,୧୩।୧୧: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍ପି)ର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଏବେ ତାଙ୍କର ଚିକିତ୍ସା କରୁଥିବା…
କଟକରେ ପ୍ରଥମ ଥର ପାଇଁ ଆୟୋଜନ ହେଲା ପଥ ଉତ୍ସବ
କଟକ ଅଫିସ, ୧୩ା୧୧:ବାଲିଯାତ୍ରା ଉପଲକ୍ଷେ କଟକ ସହରରେ ପ୍ରଥମ ଥର ପାଇଁ ଜିଲା ପ୍ରଶାସନ ପକ୍ଷରୁ ‘ପଥ ଉତ୍ସବ’ ଆୟୋଜିତ ହୋଇଛି। ବୁଧବାର ପ୍ରଥମ ଦିନରେ ଏଥିରେ ହାତଗଣତି ଲୋକ ଦେଖିବାକୁ ମିଳିଥିଲେ। ପ୍ରଚାର, ପ୍ରସାର ଅଭାବରୁ ଜନସମାଗମ ହୋଇ ନ…
ଛାତ୍ରଙ୍କ ଦାବି ସମ୍ମୁଖରେ ମୁଣ୍ଡ ନୁଆଁଇଲେ ସରକାର
ନୂଆଦିଲ୍ଲୀ,୧୩।୧୧ : ଗତ କିଛି ଦିନରୁ ବର୍ଦ୍ଧିତ ହଷ୍ଟେଲ ଫିକୁ ନେଇ ଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଆସୁଛନ୍ତି। ହେଲେ ବୁଧବାର ଏହି ଆନ୍ଦୋଳନର ଅନ୍ତ ହୋଇଛି। ଛାତ୍ରଙ୍କ ଦାବି ଆଗରେ ସରକାର ମୁଣ୍ଡ ନୁଆଁଇଛନ୍ତି। ବିଶ୍ୱବିଦ୍ୟାଳୟ…
ଗୁମର ଖୋଲିଲେ ଶୈଫାଲୀ: ‘ବିଗ୍ ବସ୍’ ଘରେ ହୁଏ ଚୋରି
ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ ବସ୍ର କ୍ରେଜ୍ ପୁଣି ଥରେ ଦର୍ଶକଙ୍କୁ ମତୁଆଲା କରିଛି। ସବୁଥର ଭଳି ଚଳିତ ଥର ମଧ୍ୟ ଶୋ’ ନିର୍ମାତା ଏହାକୁ ଅଧିକ ରୋମାଞ୍ଚକର କରିବା ଲାଗି କେବଳ ସେଲିବ୍ରିଟିମାନଙ୍କୁ ଘରକୁ ଆଣିଛନ୍ତି। ଏଥିସହ ଏହା…
ଶାହାରୁଖ୍ଙ୍କଠାରୁ ଅଧିକ ରୋମାଣ୍ଟିକ ପୁଅ ଆର୍ୟନ୍
ଶାହାରୁଖଙ୍କ ପୁଅ ଆର୍ୟନଙ୍କ ଆଜି ଅର୍ଥାତ୍ ବୁଧବାର ୨୨ତମ ଜନ୍ମଦିବସ। ଆଜିର ଏହି ଖାସ୍ ଦିନରେ ତାଙ୍କ ବିଷୟରେ କିଛି କଥା ଜାଣିନେବା ଆସନ୍ତୁ। ଆର୍ୟନ୍ ବଲିଉଡ୍ରେ ବେଶ୍ ଲୋକପ୍ରିୟ ଷ୍ଟାର୍କିଡ୍। ବାପାଙ୍କ ପରି ସେ ମଧ୍ୟ ଖୁବ୍ ଖୁସି ମିଜାଜର।…
୪୫,୯୬୫ ଅଯୋଗ୍ୟ ହିତାଧିକାରୀ ପାଇଛନ୍ତି କାଳିଆ ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ କାଳିଆ ଯୋଜନାର ପ୍ରଥମ କିସ୍ତିରେ ୫୧ ଲକ୍ଷ ୫ ହଜାର ୨ଶହ ୯୦ଜଣ ଚାଷୀଙ୍କୁ ଟଙ୍କା ମିଳିଛି। ତେବେ ହିତାଧିକାରୀଙ୍କ ମଧ୍ୟରୁ ୪୫,୯୬୫ଜଣ ଅଯୋଗ୍ୟ ବୋଲି ବୁଧବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସମୟରେ କୃଷି ଓ କୃଷକ ସଶକ୍ତିକରଣ…
ବଜାରକୁ ଆସିବ ପିନ୍ଧି ହେଉଥିବା ଡାଏଲିସିସ୍ ମେସିନ୍…
କିଡ୍ନୀ ସମସ୍ୟା ଭୋଗୁଥିବା ଲୋକଙ୍କ ପାଇଁ ଏବେ ଖୁସି ଖବର। ଗବେଷକମାନେ ଏକ ପ୍ରକାର ନୂଆ ଡାଏଲିସିସ୍ ମେସିନ୍ ତିଆରି କରିବାକୁ ଯାଉଛନ୍ତି। ଏହାକୁ ସହଜରେ ପିନ୍ଧି ହେବ। କିଡ୍ନୀ ସମସ୍ୟା ଭୋଗୁଥିବା ବ୍ୟକ୍ତି ଜଣକ ନିଜର ଦୈନଦିନ କାର୍ଯ୍ୟ କରୁଥିବାବେଳେ…
ଆରମ୍ଭ ହେଲା ବଦ୍ରିନାଥ କବାଟ ବନ୍ଦ ପ୍ରକ୍ରିୟା
ଡେରାଡୁନ,୧୩।୧୧: ପଞ୍ଚ ପୂଜା ସହ ବଦ୍ରିନାଥ ଧାମର କବାଟ ବନ୍ଦ ହେବା ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଗଣେଶ ପୂଜାର୍ଚ୍ଚନା ସହ ସନ୍ଧ୍ୟାରେ ଗଣେଶ ମନ୍ଦିରର କବାଟ ବନ୍ଦ ହେବ ବୋଲି ଜଣାପଡ଼ିଛି। ଦ୍ୱିତୀୟ ଦିନରେ ଆଦି କେଦାରେଶ୍ୱରଙ୍କ କବାଟ ବନ୍ଦ…
Archives


