ଆରମ୍ଭ ହେଲା ବଦ୍ରିନାଥ କବାଟ ବନ୍ଦ ପ୍ରକ୍ରିୟା
ଡେରାଡୁନ,୧୩।୧୧: ପଞ୍ଚ ପୂଜା ସହ ବଦ୍ରିନାଥ ଧାମର କବାଟ ବନ୍ଦ ହେବା ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଗଣେଶ ପୂଜାର୍ଚ୍ଚନା ସହ ସନ୍ଧ୍ୟାରେ ଗଣେଶ ମନ୍ଦିରର କବାଟ ବନ୍ଦ ହେବ ବୋଲି ଜଣାପଡ଼ିଛି। ଦ୍ୱିତୀୟ ଦିନରେ ଆଦି କେଦାରେଶ୍ୱରଙ୍କ କବାଟ ବନ୍ଦ…
ସିନ୍ଧୁଙ୍କ ବିଜୟ ଆରମ୍ଭ: ସାଇନା ଆଉଟ୍
ହଂକଂ,୧୩।୧୧(ଏଏଫ୍ପି)- ବିଶ୍ୱ ଚାମ୍ପିୟନ ପି. ଭି. ସିନ୍ଧୁ ବିଜୟ ସହ ହଂକଂ ଓପନରେ ଅଭିଯାନ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷରେ ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଇଭେଣ୍ଟର ପ୍ରଥମ ବାଧା ଅତିକ୍ରମ କରିବାରେ ସାଇନା ନେହ୍ବାଲ ଓ ସମୀର…
ବାଲିଯାତ୍ରାକୁ ଜାତୀୟ ନୌବାଣିଜ୍ୟ ପର୍ବର ମାନ୍ୟତା ଦେବାକୁ ଦାବି: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ମାନ୍ୟତା ପ୍ରଦାନ କରାଯିବା ପରେ ଏବେ ଏହାକୁ ‘ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବ’ର ମାନ୍ୟତା ଦେବାକୁ ରାଜ୍ୟ ସରକାର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ…
ଝଡ଼ାଫୁଙ୍କା ଆଳ: ଗୁଣିଆଙ୍କ ମାଡ଼ରେ ନାବାଳକ ଆହତ, ଗୁଣିଆ ଦମ୍ପତି ଚମ୍ପଟ
ଭୋଗରାଇ,୧୩।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମରଦା ଥାନା ଅଧୀନ ରାଣୀଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି l ଏହି ଗ୍ରାମର ଜଣେ ଗୁଣିଆ ଦମ୍ପତି ମାହାଗବ ଗ୍ରାମର ଅନ୍ୟ ଜଣେ ଦମ୍ପତିଙ୍କ ୧୦ ବର୍ଷର ରୋଗିଣା ପୁଅଙ୍କୁ…
ସ୍ପେନ ରେକର୍ଡ ସ୍କୋରର ଭିଲାଙ୍କ ଅବସର ଘୋଷଣା
ଟୋକିଓ,୧୩।୧୧(ଏଏଫ୍ପି)- ସ୍ପେନ ପାଇଁ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ଗୋଲ କରିଥିବା ଷ୍ଟାର ଷ୍ଟ୍ରାଇକର ଡେଭିଡ୍ ଭିଲା ଆସନ୍ତା ମାସରେ ଅବସର ନେବେ। ଜାଜ୍ଜ୍ୱଲ୍ୟମୟ କ୍ୟାରିୟରରେ ସେ ଫିଫା ବିଶ୍ୱକପ୍, ୟୁରୋପିଆନ ଚାମ୍ପିୟନଶିପ ଓ ଚାମ୍ପିୟନ୍ସ ଲିଗ୍ ଜିତି ସାରିଛନ୍ତି। ୩୭ ବର୍ଷୀୟ…
ବିଧାୟିକା ଭାବେ ଶପଥ ନେଲେ ରୀତା, ଶପଥପାଠ କରାଇଲେ ବାଚସ୍ପତି
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବୁଧବାର ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଅଧିବେଶନ। ପ୍ରଥମ ଦିବସରେ ବିଜେପୁର ବିଧାନସଭା ଆସନରୁ ନବ ନିର୍ବାଚିତ ରୀତା ସାହୁ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରୀତାଙ୍କୁ ଶପଥପାଠ କରାଇଥିଲେ। ଏଥିସହ…
ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ ସଲମାନ୍
ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ଜୁହି ଚାଓ୍ବଲା। ନଭେମ୍ବର ୧୩ରେ ସେ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ମିସ୍ ଇଣ୍ଡିଆ ଟାଇଟଲ୍ ଜିତିଥିବା ଏହି ଅଭିନେତ୍ରୀ ୯୦ ଦଶକରେ ଚୁଲ୍ବୁଲି ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଥିଲେ।…
ଡକାୟତି ଉଦ୍ୟମ ଯୋଜନା ପଣ୍ଡ : ୩ ପିଏଲ୍ଏଫ୍ଆଇ ସଦସ୍ୟ ଗିରଫ
ସୁନ୍ଦରଗଡ଼,୧୩।୧୧(ଡି.ଏନ୍.ଏ.): ବିଶ୍ରା ପେଟ୍ରୋଲ ପମ୍ପ୍ ନିକଟରେ ଡକାୟତି ଯୋଜନା କରୁଥିବାବେଳେ ୩ ଜଣଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ଫଳରେ ସେମାନଙ୍କ ଉଦ୍ୟମ ପଣ୍ଡ ହୋଇଯାଇଛି। ସେମାନଙ୍କ ନିକଟରୁ ପୋଲିସ ୨ଟି ପିସ୍ତଲ ଓ ଗୁଳି ଜବତ କରିଛି। ଗିରଫ ପିଏଲ୍ଏଫ୍ଆଇ…
ରାୟୁଡୁ, କେଦାର, ମୁରଲୀଙ୍କୁ ଛାଡ଼ିପାରେ ସିଏସ୍କେ
ନୂଆଦିଲ୍ଲୀ,୧୩।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅମ୍ବାତି ରାୟୁଡୁ, କେଦାର ଯାଦବ ଓ ମୁରଲୀ ବିଜୟଙ୍କୁ ଛାଡ଼ିବାର ବିଶେଷ ସମ୍ଭାବନା ରହିଛି। ଏ ନେଇ କିଛି କ୍ରିକେଟ ଆଧାରିତ ଓ୍ବେବସାଇଟ୍ରେ ଖବର…
ଗୁରୁବାର ଭାଜପାରେ ସାମିଲ୍ ହେବେ ୧୭ ଅଯୋଗ୍ୟ ଘୋଷିତ ବିଧାୟକ
ବେଙ୍ଗାଲୁରୁ,୧୩।୧୧: ଗୁରୁବାର ଭାଜପାରେ କର୍ନାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ସାମିଲ୍ ହେବେ। ସେମାନେ ଡିସେମ୍ବର ୫ରେ ହେବାକୁଥିବା ଉପନିର୍ବାଚନରେ ଲଢ଼ିପାରିବା ନେଇ ବୁଧବାର ସୁପ୍ରିମ୍କୋର୍ଟଙ୍କ ରାୟ ପରେ ବିଧାୟକମାନେ ଭାଜପାରେ ସାମିଲ୍ ହେବାକୁ ଯୋଜନା କରିଛନ୍ତି। ସେମାନଙ୍କ ମଧ୍ୟରେ…
ଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେ
ବରଗଡ଼ ଅଫିସ,୧୩।୧୧- ବରଗଡ଼ ସହରର ଆହାର କେନ୍ଦ୍ରରେ ବୁଧବାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୈାହାନ ମଧ୍ୟାହ୍ନ ଭୋଜନ କରିଥିଲେ। ତେବେ ବହୁ ସଂଖ୍ୟାରେ ଲୋକେ ମଧ୍ୟାହ୍ନ ଭୋଜନ ଅପେକ୍ଷାରେ ଥିବା ବେଳେ ଖାଦ୍ୟ ନିଅଣ୍ଟ ପଡ଼ିଥିଲା। ଫଳରେ…
ଶିଶୁ କଲ୍ୟାଣ ଅଧିକାରୀଙ୍କୁ ପିଟିଲେ ଅନ୍ତେବାସୀ
ରାଏବରେଲୀ,୧୩।୧୧: ସାଧାରଣତଃ ପ୍ରାୟ ସମୟରେ ଶିକ୍ଷକଙ୍କ ଦ୍ୱାରା ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହୋଇଥିବା ଭିଡିଓ ଭାଇରାଲ ହୋଇଥାଏ। କିନ୍ତୁ ଉତ୍ତରପ୍ରଦେଶ ରାଏବରେଲୀରେ ଏହାର ଓଲଟା ଦୃଶ୍ୟ ସାମ୍ନାକୁ ଆସିଛି। ସେଠାକାର ଛାତ୍ରମାନେ ମହିଳା ଶିଶୁ କଲ୍ୟାଣ ଅଧିକାରୀଙ୍କୁ ନିସ୍ତୁକ ମାଡ ମାରିଥିବା…
Archives


