Home Left

ସ୍କୁଲରେ ସିଏଏ ବିରୋଧୀ ନାଟକ: ୬୦ ଛାତ୍ରଙ୍କୁ ୪ ଘଣ୍ଟା ଜେରା

ବେଙ୍ଗାଲୁରୁ, ୫-୨:କର୍ନାଟକର ବିଦାରସ୍ଥିତ ଏକ ସ୍କୁଲରେ ସିଏଏ ବିରୋଧୀ ନାଟକ ପରିବେଷଣ କରାଯିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ସ୍କୁଲରେ ପାଠ ପଢ଼ୁଥିବା ପିଲାମାନେ ଏହି ନାଟକରେ ଅଭିନୟ କରିଥିବାବେଳେ ପୋଲିସ ସେମାନଙ୍କୁ ଜେରା କରିବା ଆରମ୍ଭ କରିଛି।…

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା ଐତିହ୍ୟ…

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ…

ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ପ୍ରୋତ୍ସାହନ

ନୂଆଦିଲ୍ଲୀ,୫-୨: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷେତ୍ରରେ ସାମଗ୍ରୀ କ୍ରୟରେ ଦୋକାନରୁ ବିଲ୍‌ ନେବା ଲାଗି ଗ୍ରାହକଙ୍କୁ ସରକାର ଉତ୍ସାହିତ କରିବାକୁ ଏକ ଯୋଜନା ଆଣିଛନ୍ତି। ଏହା ଅନ୍ତର୍ଗତ ଏକ ଲଟେରୀ ବ୍ୟବସ୍ଥା କରାଯାଇଛି। ଏଥିରେ ଲୋକମାନେ ୧୦ ଲକ୍ଷ…

ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି। ସେଥିମଧ୍ୟରୁ କିଡନୀ ସମସ୍ୟା ଅନ୍ୟତମ। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ଖାଦ୍ୟପେୟ ଉପରେ…

ଶେଷ ହେଲା ତିହିଡ଼ି ମହୋତ୍ସବ: ମନ ମୋହିଲେ ଶ୍ରବଣ କୁମାର ଓ ଗାନ୍ଧୀ, ଜବାହାର

ତିହିଡ଼ି,୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି କାଳୀପଡ଼ିଆରେ ଶ୍ୟାମା କ୍ଲବ ପକ୍ଷରୁ ୫ଦିନ ଧରି ଚାଲିଥିବା ୩ୟ ତିହିଡ଼ି ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି । ମହୋତ୍ସବର ଫାଟକ ପାର୍ଶ୍ୱରେ ଶ୍ରବଣ କୁମାର ଓ ମହାତ୍ମାଗାନ୍ଧୀ ଏବଂ ଜବାହରଲାଲ ନେହେରୁଙ୍କ ଜୀବନ୍ତ ମୂର୍ତ୍ତି…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ…

ବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହା

ଭୁବନେଶ୍ୱର,୪।୨(ବ୍ୟୁରୋ): ଆସନ୍ତା ୧୨ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ଏହା ବାତିଲ ହୋଇଯାଇଛି। କେଉଁ କାରଣରୁ ଶାହାଙ୍କ ଗସ୍ତକୁ ବାତିଲ କରାଗଲା ସେନେଇ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ତେବେ ତାଙ୍କର ଭବିଷ୍ୟତ ଗସ୍ତ…

୧୦ ଦିନ ହେଲା ଧାନ ଜଗିଛନ୍ତି କର୍ଲାମୁଣ୍ଡା ଚାଷୀ

କର୍ଲାମୁଣ୍ଡା,୪।୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ ଉଠାଇବା ଲାଗି ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଫଳରେ ଚାଷୀମାନେ…

କରିନାଙ୍କ ଭାଉଜ ହେବେ ତାରା ସୂତାରିୟା

ବମ୍ବେ: ପ୍ରଥମେ ଡେବ୍ୟୁ ଆଉ ଏବେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର-୨ ଫେମ୍‌ ତାରା ସୂତାରିୟା। ତାରା ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ୍‌ କରୁଥିବା କୁହାଯାଉଥିଲା। ହେଲେ ଏହା ବେଶୀଦିନ ଚାଲି ନ ଥିଲା। ଏବେ…

ସଲ୍‌ମାନଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ଜ୍ୟାକ୍‌ଲିନ, କହିଲେ ବିଶ୍ରାମ ନେବାକୁ ସମୟ ବାହାର କରନ୍ତୁ

ବମ୍ବେ: ବଲିଉଡ୍‌ର ବ୍ୟସ୍ତ ତାରକାମାନଙ୍କ ମଧ୍ୟରୁ ଅଭିନେତା ସଲ୍‌ମାନ ଖାଁ ଅନ୍ୟତମ। ଗୋଟିଏ ସମୟରେ ଏକାଧିକ କାମ କରୁଥିବା ଅବସ୍ଥାରେ ତାଙ୍କୁ ଦେଖିବାକୁ ମିଳେ। ସେ ଫିଲ୍ମର ଶୁଟିଂ ହେଉ ଅଥବା ଅନ୍ୟକିଛି, ନିଜର ଶତପ୍ରତିଶତ ଦେଇଥାନ୍ତି ଭାଇଜାନ୍‌। ଫଳରେ ନିଜ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ବାଦ୍‌ଶାହ: କଂକ୍ରିଟ୍‌ ସ୍ଲାବ ସହ ପିଟିହେଲା କାର

ବମ୍ବେ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ର଼୍ୟାପର ଆଦିତ୍ୟ ପ୍ରତୀକ ସିଂହ ସିସୋଡ଼ିଆ ଓରଫ ବାଦ୍‌ଶାହ। ଦିଲ୍ଲୀର ପଟିଆଲା ନିକଟ ରାଜପୁରାରେ ତାଙ୍କ କାର ଦୁର୍ଘଟଣାରୁ ବର୍ତ୍ତିଥିବା କୁହାଯାଉଛି। ସୋମବାର ୪୪ନଂ. ରାଜ୍ୟ ରାଜପଥର ଇଣ୍ଟର ସେକ୍ସନ ଉପରେ ଏକ ନିର୍ମାଣାଧୀନ ଓଭରବ୍ରିଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?