ଶୀତଦିନେ ଖାଆନ୍ତୁ ମେଥି ସାଗ…
ନିୟମିତ ମେଥିସାଗ ଖାଇଲେ ଅନେକ ଫାଇଦା ମିଳିଥାଏ। ଆୟୁର୍ବେଦ ଅନୁଯାୟୀ ମେଥି ବିଶେଷ କରି ଡେଙ୍ଗୁ ରୋଗୀଙ୍କ ପାଇଁ ବେଶ ଲାଭଦାୟକ। ଏହାକୁ ନିୟମିତ ଖାଇଲେ ପ୍ଲେଟଲେଟ ପରିମାଣ ବୃଦ୍ଧି ହୋଇଥାଏ। ଜ୍ୱରରେ ମଧ୍ୟ ମେଥି ପତ୍ର ଖାଇଲେ ଭଲ ବୋଲି…
ମାତୃ ବିୟୋଗ ସତ୍ତ୍ୱେ ସ୍ବଦେଶ ଫେରିଲେନି ନସୀମ
ପର୍ଥ, ୧୨।୧୧- ଅଷ୍ଟ୍ରେଲିଆ ଗସ୍ତରେ ଥିବା ପାକିସ୍ତାନର ଦଳର ଯୁବ ଦ୍ରୁତ ବୋଲର ନସୀମ ଶାହଙ୍କ ପାଇଁ ମଙ୍ଗଳବାର ବେଶ୍ ଦୁଃଖଦାୟକ ସମୟ ରହିଥିଲା। ସୋମବାର ବିଳମ୍ବିତ ରାତିରେ ମା’ଙ୍କ ବିୟୋଗ ଘଟିଥିବା ଖବର ନସୀମ ଜାଣିବାକୁ ପାଇଥିଲେ। ତେବେ ଜିଓ…
ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ
ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ସବ-ଇନ୍ସପେକ୍ଟର ମଞ୍ଜୁଲତା ଧଡ଼ାଙ୍କୁ ଥାନା ଅଧିକାରୀ ଭାବେ ଦାୟିତ୍ୱ ପ୍ରଦାନ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ
ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ପରିବାର ବାସହରା ହେବା ସହ ୨୧ବଖରା ପୋଡି ପାଉଁଶ ହୋଇଯାଇଛି। ଖବରପାଇ ଡେଲାଙ୍ଗ ଅଗ୍ନିଶମ…
ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ
ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ ଶାନ୍ତି ଶୃଙ୍ଖଳାର ସହ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଛନ୍ତି। ସୋମବାର ରାତ୍ର ୧୨ଟାରେ ପହୁଡ଼…
ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ
ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା ଭସାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଏମାନଙ୍କ ମଧ୍ୟରେ ରହିଥିଲେ ହଜାର ହଜାର ହବିଷିଆଳି, ଯେଉଁମାନେ ମହାପ୍ରଭୁଙ୍କୁ…
ଆୟୁଷ୍ମାନଙ୍କ ୭ମ ହିଟ୍ ଫିଲ୍ମ ‘ବାଲା’: ୪ ଦିନରେ ୫୦ କୋଟି କ୍ଲବରେ ହେଲା ସାମିଲ
ବମ୍ବେ: ଖିଲାଡ଼ି କିଙ୍ଗ୍ ଅକ୍ଷୟ କୁମାରଙ୍କ ପରେ ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍ ଦେଉଥିବା ଅଭିନେତା ପାଲଟିଛନ୍ତି ଆୟୁଷ୍ମାନ ଖୁରାନ୍ନା। ଶୁକ୍ରବାର ରିଲିଜ ହୋଇଥିବା ‘ବାଲା’ ବକ୍ସ ଅଫିସରରେ ଭଲ ବ୍ୟବସାୟ କରିବା ସହ ମାତ୍ର ୪ ଦିନରେ ୫୦କୋଟି…
ଟାଇଫଏଡ୍ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ
ଟାଇଫଏଡ୍ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ। ଟାଇଫଏଡ୍ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ ଅନୁସରଣ…
ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ
ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ଲାଇଟ୍ସରେ ପ୍ରାକ୍ଟିସ କରିବ ବିରାଟ ବାହିନୀ
ଇନ୍ଦୋର,୧୨।୧୧- ଭାରତୀୟ ଦଳ ପ୍ରଥମ ଥର ପାଇଁ ଦିବା ରାତ୍ର ଟେଷ୍ଟ ମ୍ୟାଚ୍ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ମ୍ୟାଚ୍ ଇଡେନ ଗାଡେନ୍ସଠାରେ ଚଳିତ ମାସ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିନେଇ ଟିମ୍ ମ୍ୟାନେଜମେଣ୍ଟ ମଧ୍ୟପ୍ରଦେଶ…
ଦିନେ ପିତାଙ୍କ କାନ୍ଧ ଉପରେ ବସି ସଚିନ..ସଚିନ… ଚିତ୍କାର କରୁଥିଲେ, ଆଜି ଭାଙ୍ଗିଲେ ତାଙ୍କ ରେକର୍ଡ
ନାଗପୁର, ୧୨।୧୧: ପଡିଆ ବାହାରେ ବସି ନିଜ ଆଦର୍ଶ ଖେଳାଳିଙ୍କୁ ଚିୟର୍ କରୁଥିବା ଜଣେ ପ୍ରଶଂସକ, ଦିନେ ତାଙ୍କ ରେକର୍ଡ ଭାଙ୍ଗିବେ ତାହା କେହି ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। କିନ୍ତୁ ଏମିତି କରି ଦେଖାଇଛନ୍ତି ୧୫ ବର୍ଷୀୟ ଶେଫାଳି…
ସ୍କୁଲ ପିଲାଙ୍କ ସହ କ୍ରିକେଟ ଖେଳିଲେ କୋହଲି
ଇନ୍ଦୋର,୧୨।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ଆସନ୍ତା ୧୪ ତାରିଖରେ ଆରମ୍ଭ ହେବ। ହୋଲକର ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ ଖେଳିବାକୁ ଉଭୟ ଦଳ ଇନ୍ଦୋରରେ ପହଞ୍ଚିଛନ୍ତି। ମଙ୍ଗଳବାର ଅଧିନାୟକ ବିରାଟ କୋହଲି ଏକ ବିଜ୍ଞାପନ ଶୁଟିଂ…
Archives


