Home Left

ଏହି ଦୁଇ ମହିଳା ପୋଲିସଙ୍କୁ ଦେଶ କରୁଛି ସଲାମ

ଗୁଆହାଟୀ,୧୨।୧୧: ଏବେ ଆସାମର ଦୁଇଜଣ ମହିଳା ପୋଲିସ କନ୍‌ଷ୍ଟେବଳଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଫଟୋରେ ଦୁଇ ମହିଳା ହାତରେ କୁନି ଶିଶୁଙ୍କୁ ଧରି କାର୍ଯ୍ୟ କରୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଦାରାଙ୍ଗ ଜିଲାରେ ନଭେମ୍ବର ୧୦ରେ ଶିକ୍ଷକ ଯୋଗ୍ୟତା…

ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି

ନୂଆଦିଲ୍ଲୀ,୧୨।୧୧: କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଥରୁର ଦେଇଥିବା ବିବାଦୀୟ ବୟାନ ମାମଲାରେ ଦିଲ୍ଲୀ ରୋଜ ଏଭେନ୍ୟୁ କୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଥରୁରଙ୍କ ବିରୋଧରେ କୋର୍ଟ…

ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ବୁମରାଙ୍କ ରାଜ୍‌

ଦୁବାଇ,୧୨।୧୧- ଆଇସିସି ଦିନିକିଆ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରା ରାଜୁତି ଜାରି ରଖିଛନ୍ତି। କୋହଲି ସର୍ବାଧିକ ୮୯୫ ରେଟିଂ ପଏଣ୍ଟ ସହ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷସ୍ଥାନ ବାଜୟ ରଖିଛନ୍ତି। ତାଙ୍କ ପଛକୁ ରହିଛନ୍ତି…

ନୂଆଁଗଡ଼ ଗ୍ରାମରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ: ଆକ୍ରମଣରେ ଜଣେ ମୃତ, ୫ ଗୁରୁତର

ସୋରଡ଼ା,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ନୂଆଁଗଡ଼ ଗ୍ରାମର ଖଦାଳ ସାହିରେ ସୋମବାର ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ସହ ମରଣାତ୍ମକ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଉଭୟ ପରିବାର ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ସୁପ୍ରିମକୋର୍ଟ ଗଲା ଶିବସେନା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମଙ୍ଗଳବାର ସୁପାରିଶ କରିଥିଲେ। ଏହାପରେ ମୋଦି କ୍ୟାବିନେଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା। ଏବେ ଏହାକୁ ନେଇ ଶିବସେନା…

ଦୀପକ ଚହର ନୁହେଁ, ଏହି ଭାରତୀୟ ଖେଳାଳି ନେଇଥିଲେ ଟି୨୦ରେ ପ୍ରଥମ ହ୍ୟାଟ୍ରିକ୍‌

ନୂଆଦିଲ୍ଲୀ,୧୨।୧୧:ବାଲାଂଦେଶ ବିପକ୍ଷରେ ଖେଳାଯାଇଥିବା ଶେଷ ଟି୨୦ ମ୍ୟାଚରେ ହ୍ୟାଟ୍ରିକ୍‌ ସହ ୬ ଉଇକେଟ ନେଇ ଭାରତ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦୀପକ ଚହରଙ୍କୁ ଚାରିଆଡୁ ପ୍ରଶଂସା ମିଳୁଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ମଧ୍ୟ ଚହରଙ୍କୁ ଶୁଭେଚ୍ଛା ଜଣାଇଛି।…

ପାହାଡ଼ରୁ ଅସୁସ୍ଥ ଭାଲୁ ଉଦ୍ଧାର

ଜେନାପୁର,୧୧।୧୨(ଡି.ଏନ୍‌.ଏ): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତ ବଳରାମପୁର ଉପରଗଡ଼ ପାହାଡ଼ରୁ ଅସୁସ୍ଥ ଅବସ୍ଥାରେ ଏକ ଭାଲୁକୁ ମଙ୍ଗଳବାର ଉଦ୍ଧାର କରାଯାଇଛି। ଭାଲୁକୁ ଅସୁସ୍ଥ ଅବସ୍ଥାରେ ପଡ଼ିଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଜଣାଇଥିଲେ। ଖବରପାଇ ବନ ବିଭାଗ…

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖ ଅର୍ଥାତ୍‌ ବୁଧବାରରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏ ନେଇ ମଙ୍ଗଳବାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ବି.କେ. ଶର୍ମା। ଏହା ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା…

ଅମ୍ପାୟର ନୋ ବଲ ଦେବାରୁ ଚାଲାକି କଲେ ପୋଲାର୍ଡ

ବିଜୟନଗରମ୍‌,୧୨।୧୧- ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଏଠାରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ନିଜ ଚାଲାକିର ନମୁନା ଦେଖାଇଛନ୍ତି। ଆଫଗାନିସ୍ତାନ ଇନିଂସର ୨୫ତମ ଓଭରରେ ନୋ ବଲ ଦେବା ପରେ ଅମ୍ପାୟରଙ୍କୁ ବାଧ୍ୟ ହୋଇ ନିଷ୍ପତ୍ତି ପରିବର୍ତ୍ତନ…

ବାଇକ୍‌ -ସ୍କର୍ପିଓ ମୁହାଁମୁହିଁ : ୩ ଗୁରୁତର; ଟାୟାର ଜାଳି ରାସ୍ତା ଅବରୋଧକଲେ ଲୋକେ

ପରଜଙ୍ଗ,୧୨।୧୧(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅ ଝରଣ ପୂର୍ତ୍ତବିଭାଗ ରାସ୍ତାର ମହୁଲା ଛକ ନିକଟରେ ମଙ୍ଗଳବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କର୍ପିଓ (ଓଆର୍‌ ୧୯ ଏଚ୍‌ ୦୦୮୧) ସହ ବାଇକ୍‌ (୦୬ ବି…

ନିଦ୍ରା ହେଲା ଶେଷନିଦ୍ରା: ଟ୍ରେନ୍‌ ଦୁର୍ଘଟଣାରେ ୧୫ ମୃତ; ୬୦ ଆହତ

ଢ଼ାକା,୧୨।୧୧: ବାଂଲାଦେଶରେ ମଙ୍ଗଳବାର ଭୋର୍‌ ୩ଟାରେ ଏକ ଟ୍ରେନ୍‌ ଦୁର୍ଘଟଣାରେ ୧୫ରୁ ଅଧିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୬୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦେଶର ପୂର୍ବ ଅଞ୍ଚଳରେ ଥିବା…

ପଡିଆରେ ମ୍ୟାଚ୍‌ ଖେଳୁଥିଲେ ଏହି ଖେଳାଳି, ଅଚାନକ ଆସିଲା ମା’ଙ୍କ ମୃତ୍ୟୁ ଖବର

ସିଡନୀ,୧୨।୧୧: ଅଷ୍ଟ୍ରେଲିଆ ଏ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ପାକିସ୍ତାନ ଦଳ ପାଇଁ ଏକ ଦୁଃଖଦ ଖବର ଆସିଛି। ଦଳର ୧୬ ବର୍ଷୀୟ ବୋଲି ନସିମ ଶାହଙ୍କ ମାତୃ ବିୟୋଗ ଘଟିଛି। ଏହି ଘଟଣା ଜଣାପଡିବା ପରେ ପାକିସ୍ତାନ ଦଳର ଖେଳାଳିମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri