Home Left

ରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରି

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀରେ ବେଆଇନ ମଣ୍ଡପ ସିଲ ପ୍ରକ୍ରିୟା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଙ୍ଗଳବାର ପ୍ରଥମେ ଏକାମ୍ର କଲେଜ ପାଖରେ ଥିବା ଗୋଖି ବାବା କଲ୍ୟାଣ ମଣ୍ଡପକୁ ସିଲ କରିଛନ୍ତି ବିଏମ୍‌ସି ଓ ବିଡିଏର ମିଳିତ ସ୍କ୍ବାଡ। ବେଆଇନ କଲ୍ୟାଣ ମଣ୍ଡପରେ ପହଞ୍ଚିବା…

ଦିଲ୍ଲୀ ବିଧାନସଭା ନିର୍ବାଚନ: କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ,୪।୨:ଦିଲ୍ଲୀ ବିଧାନସଭା ନିର୍ବାନକୁ ନେଇ ପ୍ରଚାର ମଇଦାନରେ ଏବେ ଅଛନ୍ତି ସବୁ ଷ୍ଟାର ପ୍ରଚାରକ। ଏହି କ୍ରମରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ ରାଜନୈତିକ ଦଳ ବଳ ଲଗାଇଛନ୍ତି। ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ଜେପି ନଡ୍ଡା…

ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌ ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍‌ସିପ୍‌’ରେ ହରଭଜନ ଲିଡ୍‌…

ଇଣ୍ଡୋନେସିଆରେ ସୁଗ୍ରୀବଙ୍କ ନାମରେ ସ୍ଥାପିତ ହେବ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ଜାକର୍ତ୍ତା, ୪।୨: ଇଣ୍ଡୋନେସିଆରେ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବ। ଏନେଇ ରାଷ୍ଟ୍ରପତି ଜୋକେ ଓ୍ବିଡୋଡୋ ମଞ୍ଜୁରୀ ଦେଇଛନ୍ତି। ଏହାକୁ ବାଲିର ଦେନପାସାରଠାରେ କାର୍ଯ୍ୟ କରିବ। ଏହାକୁ ଆଇ ଗୁଷ୍ଟି ବାଗୁସ୍‌ ସୁଗ୍ରୀବ ଷ୍ଟେଟ୍‌ ହିନ୍ଦୁ ୟୁନିଭରସିଟି ଭାବେ ନାମିତ କରାଯାଇଛି।…

ତ୍ରିରଙ୍ଗା ପଗଡି, ତ୍ରିରଙ୍ଗା ମାଳ ପିନ୍ଧି ବିବାହ କଲେ ଦମ୍ପତି

ସମ୍ଭଲ, ୪।୨: ଉତ୍ତର ପ୍ରଦେଶର ସମ୍ଭଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଚନ୍ଦୌସିର ଜଣେ ବ୍ୟକ୍ତି ପରିବହନ ବିଭାଗରେ କାମ କରୁଥିବା ବେଳେ ସେ ତାଙ୍କ ପୁଅର ବିବାହ ନିଆରା ଢଙ୍ଗରେ କରିଛନ୍ତି। ଏଥିରେ ବର ତ୍ରିରଙ୍ଗାର ତିନି ରଙ୍ଗରେ…

ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବା ବ୍ୟତୀତ ଯାନବାହନ…

ଦିଲ୍ଲୀ ଜୟ ପାଇଁ ୨୪୦ ଏମ୍‌ପିଙ୍କୁ ଭାଜପାର କଡ଼ା ନିର୍ଦ୍ଦେଶ: ୪ ଦିନ ରହିବେ ବସ୍ତିରେ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ହାତେଇବା ପାଇଁ ଭାଜପା ପକ୍ଷରୁ ୨୪୦ ଏମ୍‌ପିଙ୍କ ଲାଗି କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏମ୍‌ପିମାନେ ଆସନ୍ତା ୪ ଦିନ ଧରି ଦିଲ୍ଲୀରେ ରହିବାକୁ ହାଇକମାଣ୍ଡ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ବସ୍ତିକୁ…

ସ୍ୟାଣ୍ଡଓ୍ବିଚ୍‌ ଚୋରି କରି ୯ କୋଟି ଟଙ୍କା ରୋଜଗାର କରୁଥିବା ଯୁବକଙ୍କ ଚାକିରି ଗଲା

ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରି ଚାକିରି ହରାଇଛନ୍ତି ଜଣେ ଯୁବକ। ୩୧ ବର୍ଷୀୟ ପାରସ୍‌ ଶାହ ନାମକ ଏହି ଯୁବକ ଜଣେ ମିଲେନିୟର ଟ୍ରେଡର୍‌। ଆଫ୍ରିକା ଏବଂ ୟୁରୋପରେ ଥିବା ସିଟିଗ୍ରୁପ୍‌ କମ୍ପାନୀ ଅଧୀନରେ ସେ କାମ କରୁଥିଲେ। ତାଙ୍କ ବାର୍ଷିକ ରୋଜଗାର…

ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ପାରିତ କଲା ଦେଶର ପ୍ରଥମ ଗାଁ

ଅହମ୍ମଦନଗର,୪।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ବିରୋଧରେ ମହାରାଷ୍ଟ୍ରର ଏକ ଗାଁରେ ପ୍ରସ୍ତାବ ପାରିତ ହୋଇଛି। ଅହମ୍ମଦନଗର ଜିଲାରେ ଥିବା ଇସ୍ଲାକ୍‌ ଗାଁରେ ଏଭଳି କରାଯାଇଛି। ଗାଁରେ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌)କୁ ମଧ୍ୟ ବିରୋଧ କରାଯାଇଛି। ଗାଁର…

ପାଖେଇ ଆସୁଛି ସମୟ: ଖୁବ୍‌ଶୀଘ୍ର ମୋଦି ସରକାରଙ୍କୁ ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିବାକୁ ପଡିବ

ନୂଆଦିଲ୍ଲୀ,୪।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରାୟ ୩ ମାସ ହେବ ସୁପ୍ରିମକୋର୍ଟ ରାୟ ଦେଇ ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର ମୋଦି ସରକାର ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିପାରିଲେ ନାହିଁ। ଏବେ ରାମ ମନ୍ଦିର…

ଶେଷ କେମୋ ଭିଡିଓ ଶେୟାର କରି ରାତାରାତି ଷ୍ଟାର୍‌ ପାଲଟିଲେ ମହିଳା

କ୍ୟାନସ୍‌ର ବା କର୍କଟ ଏକ ମାରାତ୍ମକ ରୋଗ। ପ୍ରାରମ୍ଭିକ ସ୍ଥିତିରେ ଏହାର ନିରାକରଣ ସମ୍ଭବପର ହୋଇଥିଲେ ମଧ୍ୟ ରୋଗ ବଢିଗଲେ ଏହାର ନିଦାନ ଅନେକ କ୍ଷେତ୍ରରେ ସମ୍ଭବ ହୋଇ ନ ଥାଏ। ଫଳରେ ରୋଗୀଟି ମୃତ୍ୟୁବରଣ କରିଥାଏ। କ୍ୟାଟି ହେଲେଣ୍ଡ ନାମକ…

ଲେମ୍ବୁ ଚଟଣୀ

ଆବଶ୍ୟକ ସାମଗ୍ରୀ ଲେମ୍ବୁ ୪ଟି, ଜୀରା ଏକ ଚାମଚ, ହେଙ୍ଗୁ ସାମାନ୍ୟ, କଳା ଲୁଣ ଅଧା ଚାମଚ, ଲାଲ ଲଙ୍କା ଅଧା ଚାମଚ, ଲୁଣ ଏବଂ ଚିନି ସ୍ବାଦାନୁସାରେ। ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ଲେମ୍ବୁଗୁଡିକୁ ଛୋଟ ଛୋଟ କାଟି ସେଥିରୁ ମଞ୍ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?