ବାଂଲାଦେଶରେ ଟ୍ରେନ୍ ଦୁର୍ଘଟଣା:୧୫ ମୃତ, ୫୦ରୁ ଊର୍ଦ୍ଧ୍ୱ ଆହତ
ଢାକା,୧୨।୧୧: ବାଂଲାଦେଶରେ ଏକ ବଡ ଟ୍ରେନ୍ ଦୁର୍ଘଟଣା ଘଟିଛି। ବ୍ରହ୍ମାନବରିଆ ଜିଲାର ମଙ୍ଗଳବାର ଦୁଇଟି ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିଲହଟରୁ ଚିଟାଗଙ୍ଗ ଯାଉଥିବା ଉଦ୍ୟାନ ଏକ୍ସପ୍ରେସ୍…
କେବଳ ଚୌକା, ଛକାରେ ଶତକ କରିଲେ ମନୀଷ ପାଣ୍ଡେ
ବିଜୟନଗରମ୍,୧୨।୧୧- ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ସର୍ଭିସେସ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍ରେ ମନୀଷ ପାଣ୍ଡେ କେବଳ ବାଉଣ୍ଡ୍ରିରେ ହିଁ ଶତକ କରିଛନ୍ତି। ମାତ୍ର ୫୪ ବଲର ସମ୍ମୁଖୀନ ହୋଇଥିବା କର୍ନାଟକ ଦଳର…
ଗଛରୁ ପଣସ ତୋଳୁଛି ହାତୀ: ଭିଡ଼ିଓ ଭାଇରାଲ
ବେଙ୍ଗାଲୁରୁ,୧୨।୧୧: ସମ୍ପ୍ରତି ସୋସିଆଲ୍ ମିଡ଼ିଆରେ ଗଛରୁ ପଣସ ତୋଳି ଖାଉଥିବା ଏକ ହାତୀର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଜଣେ ଆଇଏଫ୍ଏସ୍ ଅଫିସର ପ୍ରବିଣ କାସଓ୍ବାନ ଟୁଇଟରରେ ଶେୟାର କରିଛନ୍ତି। ସେ କହିଛନ୍ତି ପାଚିଲା ପଣସ ବାସ୍ନା…
ଡଙ୍ଗାଭସା ହେଲା କାଳ: ନାଗାବଳୀ ନଦୀରେ ଭାସିଯାଇ ଛାତ୍ର ମୃତ
ରାୟଗଡ଼ା ଅଫିସ, ୧୨।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ମୃତକ ହେଲେ ୟୁଜିଏମ୍ଆଇଟିର ଡିପ୍ଲୋମା ଛାତ୍ର ସୁମନ ବେହେରା। ତାଙ୍କ…
ଫୁଲଦାନି କିଣିଥିଲେ ମାତ୍ର ୯୦ଟଙ୍କାରେ, ବିକିଲେ ୪.୪ କୋଟିରେ
କୁହାଯାଏ, ଭାଗ୍ୟ କେତେବେଳେ କାହାର ପରିବର୍ତ୍ତନ ହୋଇଯିବ, ତାହା କେହି ଜାଣିପାବେ ନାହିଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବ୍ରିଟେନରେ। ଏଠାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ମାତ୍ର ୯୦ ଟଙ୍କାରେ ଏକ ଫୁଲଦାନି କିଣି ୪.୪ କୋଟିରେ ତାକୁ…
ଓ୍ବେଷ୍ଟଇଣ୍ଡିଜ ଦିନିକିଆ ପୂର୍ବରୁ ଖୋଲିବ ଚେପକ ଗ୍ରାଉଣ୍ଡର ୩ ଷ୍ଟାଣ୍ଡ
ଚେନ୍ନାଇ,୧୨।୧୧- ପ୍ରାୟ ୮ ବର୍ଷର ବ୍ୟବଧାନ ପରେ ଏମ୍.ଏ. ଚିଦାମ୍ବରମ ଷ୍ଟାଡିୟମର ୩ ଷ୍ଟାଣ୍ଡ ଯଥା ଆଇ, ଜେ ଓ କେ ଖୋଲିବାକୁ ଯାଉଛି। ଏହାର ଅର୍ଥ ଆଗାମୀ ମାସ ୧୫ ତାରିଖରେ ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ହେବାକୁ ଥିବା ଦିନିକିଆ…
ଲତାଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ
ମୁମ୍ବାଇ,୧୨।୧୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ରବିବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ମିଳିବା ପରେ ତାଙ୍କ ପ୍ରଶଂସକମାନେ ଲତାଙ୍କର ଆଶୁ…
କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ
ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି…
ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ
ଆରଡି,୧୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଶୈବପୀଠ ଆରଡିରେ ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି । ମଙ୍ଗଳବାର ଭୋର ସମୟରେ ମଙ୍ଗଳ ଆଳତି ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ଦେଖିବାକୁ…
ବ୍ରିକ୍ସ୍ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲ୍ ଯିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୨।୧୧: ବ୍ରାଜିଲ୍ରେ ହେବାକୁ ଥିବା ୧୧ତମ ବ୍ରିକ୍ସ୍ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୧୩ ଓ ୧୪ ଦୁଇ ଦିନ ଧରି ଆୟୋଜନ ହେଉଥିବା ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ଦ୍ୱିପ୍ରହରରେ ବ୍ରାଜିଲର…
ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସଞ୍ଜୟ ରାଉତ କରୁଛନ୍ତି କାମ: ଫଟୋ ଭାଇରାଲ
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କ ଏକ ଫଟୋ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ସଞ୍ଜୟ ହସ୍ପିଟାଲ ବେଡ୍ରେ ବସି କାମ କରୁଛନ୍ତି। ସେ ଏକ କାଗଜରେ କିଛି ଲେଖୁଥିବା…
ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ
ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରତ୍ୟୁଷରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହ ସହ…
Archives


