Home Left

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି)- ଏପଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ଖେଳିବାପାଇଁ ଭାରତ ପ୍ରସ୍ତୁତ। ଏଥର ଭାରତର ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱ ଚାମ୍ପିୟନ ବେଲଜିୟମ। କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧୮ ଓ ୧୯ରେ ଅନୁଷ୍ଠିତ ମ୍ୟାଚରେ ଭାରତ ୫ ଗୋଲ…

ବହୁ ଉପକାରୀ ମୁଗଡାଲି ପାଣି

ମୁଗଡାଲିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌, ମ୍ୟାଗ୍ନେସିୟମ୍‌, କପର୍‌, ଏବଂ ଅନେକ ପ୍ରକାରର ଭିଟାମିନ୍‌ ଭରପୂର୍‌ ଥାଏ। ମୁଗଡାଲିର…

କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍‌ ଅଧିକ

ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସଚିନଙ୍କୁ ଈଶ୍ବରଙ୍କ…

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି…

କରୋନା ଭାଇରସ୍‌: ସାମୟିକ ଡୋପ୍‌ ଟେଷ୍ଟ କରିବନି ଚିନାଡା

ଲାଉସାନେ, ୩ା୨ (ଏଏଫ୍‌ପି)-ଟୋକିଓ ଅଲିମ୍ପିକ୍ସ ୬ମାସରୁ କମ୍‌ ସମୟ ରହିଥିବା ବେଳେ କରୋନା ଭାଇରସ ପାଇଁ ଚାଇନାର ଷ୍ଟେଟ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଚିନାଡା)କୁ ସାମୟିକ ଭାବେ ଡୋପ୍‌ ଟେଷ୍ଟିଂରୁ ସସ୍‌ପେଣ୍ଡ କରାଯାଇଛି। ଇଣ୍ଟରନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଆଇଟିଏ) ତରଫରୁ ସୋମବାର…

ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍‌ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’ ପୁରସ୍କାର ମଧ୍ୟ ଭାରତକୁ ମିଳିଛି। ଭାରତୀୟ ଜୁନିୟର ମହିଳା ଦଳ ୫ ସ୍ବର୍ଣ୍ଣ, ୩…

ବାଲ୍ୟ ବିବାହ ରୋକିଲା ପ୍ରଶାସନ

ପାଟପୁର,୩ା୨-ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର, କଉଡିଆ, କଙ୍କୋରଡା ଅଞ୍ଚଳରେ ହେବାକୁ ଥିବା ବାଲ୍ୟ ବିବାହକୁ ସୋମବାର ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଉକ୍ତ ଅଞ୍ଚଳରେ ପରିବାର ଲୋକେ ନାବାଳିକାଙ୍କ ବିବାହ ପାଇଁ ପ୍ରସ୍ତୁତି ଜୋରଦାର ଚଳାଇଥିଲେ। ଖବର ପାଇ ବ୍ରହ୍ମପୁର ଚାଇଲଡ଼…

ବଳିଆରସିଂହପୁରରେ ହାତୀ ଉପଦ୍ରବ, ୫ ଏକର ଜମିର ଫସଲ ନଷ୍ଟ

ଶେରଗଡ,୩ା୨(ଡି.ଏନ.ଏ.)-ଶେରଗଡ଼ ବ୍ଲକ ବଳିଆରସିଂହପୁର ଗ୍ରାମରେ ସୋମବାର ଭୋର୍‌ରେ ହାତୀପଲ ପଶି ପ୍ରାୟ ୫ ଏକର ଜମିର ପରିବା ଫସଲ ନଷ୍ଟ କରିଦେଇଛନ୍ତି। ଅଲାରିଗଡ଼ ଲଣ୍ଡା ପାହାଡରେ ଥିବା ୯ ହାତୀ ବଳିଆରସିଂହପୁର ଦେଇ ଗୋବିନ୍ଦପୁର ଗ୍ରାମ ଅଭିମୁଖେ ଯାଉଥିଲେ। ବଳିଆରସିଂହପୁରରେ ବିଷ୍ଣୂଚରଣ…

ପେଟ୍ରୋଲପମ୍ପ ଉପରେ ଅଚାନକ ଚଢ଼ାଉ: ୨୫ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ, ୩।୨-ବାଲେଶ୍ୱର ସହରର ବିଭିନ୍ନ ପେଟ୍ରୋଲପମ୍ପ ଉପରେ ମାପ ଓ ଓଜନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ଼ ସୋମବାର ଚଢ଼ାଉ କରି ୫ଟି ପେଟ୍ରୋଲ ପମ୍ପରେ ପ୍ରମାଣପତ୍ର ଟାଙ୍ଗି ନ ଥିବା ଅଭିଯୋଗରେ ୨୫ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ମାପ…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହା ସହ ୨୮ହଜାର ଟଙ୍କା ଜରିମାନା କରାଯାଇଛି।…

ଜିଆଇ ତାରରେ ଫାଶ ବସାଉଥିବା ବେଳେ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଛେଣ୍ଡିପଦା,୩ା୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଙ୍କୁରପାଳ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ସୋମବାର ସକାଳେ ଜଣେ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ସେ ହେଲେ ଚାଙ୍ଗୁଡିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ବିରଞ୍ଚି ଭୋଇଙ୍କ ପୁଅ ବିପିନ (୪୦) ।…

ଆର୍‌ଆଇ କାର୍ଯ୍ୟାଳୟରେ ପଶି ବାଲିମାଫିଆଙ୍କ ଗଣ୍ଡଗୋଳ: ଅତିରିକ୍ତ ତହସିଲଦାର, ରାଜସ୍ବ ନିରୀକ୍ଷକ ଆହତ

ଭଣ୍ଡାରିପୋଖରୀ,୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଛନ୍ତି। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟ ସାମଲ ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?