Home Left

ସ୍ବାସ୍ଥ୍ୟ ଉପକାରୀ କିସ୍‌ମିସ୍‌: ଏହିସବୁ ରୋଗରୁ ଦିଏ ମୁକ୍ତି

କିସ୍‌ମିସ୍‌ ସ୍ବାସ୍ଥ୍ୟ ଉପକାରୀ । ଏହାକୁ ପ୍ରତିଦିନ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହାସହ ଓଜନ୍‌ କମ୍‌ କରିବା ପାଇଁ ମଧ୍ୟ କିସ୍‌ମିସ୍‌ ସହାୟକ ହୋଇଥାଏ। ଏହା ଶରୀରକୁ ଶକ୍ତି ଯୋଗାଇବା ସହ ପେଟ ରୋଗ ସମସ୍ୟା…

ଏମିତି ଏକ ମନ୍ଦିର, ଯେଉଁଠି ଗୋବରରେ ପୂଜା ପାଆନ୍ତି ଗଣେଶ

ମଧ୍ୟପ୍ରଦେଶର ମହେଶ୍ୱରଠାରେ ଥିବା ଏକ ମନ୍ଦିରରେ ଗୋବରରେ ନିର୍ମିତ ଗଣେଶ ପୂଜା ପାଇଥା’ନ୍ତି। ଭାରତରେ ଯେତେ ବି ମନ୍ଦିର ଅଛି ସବୁ ମନ୍ଦିରର କିଛି ନା କିଛି ଇତିହାସ ରହିଛି। ତେବେ ଆପଣ ଏହା ବିଶ୍ୱାସ କରିବେନି କି, ଏହି ମନ୍ଦିରରେ…

ବିଏସ୍‌ପିକୁ ଝଟ୍‌କା: ଏଏପିରେ ଯୋଗଦେଲେ ନାଥୁରାମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାର ୫ଦିନ ପୂର୍ବରୁ ବିଏସ୍‌ପିକୁ ବଡ଼ ଝଟ୍‌କା ଲାଗିଛି। କରାଓ୍ବଲ ନଗରରୁ ବିଏସ୍‌ପି ପ୍ରାର୍ଥୀ ଥିବା ନାଥୁରାମ କଶ୍ୟପ ଆମ ଆଦ୍‌ମୀ ପାର୍ଟି (ଏଏପି)ରେ ଯୋଗଦେଇଛନ୍ତି। ସୋମବାର ଏଏପିର ନେତା ଓ ରାଜ୍ୟସଭା ଏମ୍‌ପି ସଞ୍ଜୟ…

କରୋନାଭାଇରସ୍‌ ଭୟ ସତ୍ତ୍ୱେ ଚାଇନା ଯୁବତୀଙ୍କୁ ବିବାହ କଲେ ଭାରତୀୟ ଯୁବକ

ଭୋପାଳ,୩।୨: କଥାରେ ଅଛି ପ୍ରେମ କି ଜାଣେ ବାଧା ବନ୍ଧନ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ମଧ୍ୟପ୍ରଦେଶ ମନ୍ଦସୌର ଜିଲାରେ ରହୁଥିବା ଜଣେ ଯୁବକ ଧର୍ମ ଓ ଦେଶର ସୀମାକୁ ଭାଙ୍ଗି ଚାଇନା ଯୁବତୀଙ୍କୁ ବିବାହ କରିଛନ୍ତି।…

ରାହୁଲଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌; ଟପ୍‌ ୧୦ରେ ୩ ଭାରତୀୟ

ଦୁବାଇ,୩।୨(ପି.ଟି.)- ଭାରତୀୟ ଓପନର ଲୋକେଶ ରାହୁଲ ଟି୨୦ କ୍ୟାରିୟରର ଶ୍ରେଷ୍ଠ ଦ୍ୱିତୀୟ ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ଏହା ଦର୍ଶାଇଛି ସୋମବାର ପ୍ରକାଶ ପାଇଥିବା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌। ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ରାହୁଲ ସର୍ବାଧିକ ୨୨୪…

ଟିମ୍‌ ଇଣ୍ଡିଆ ପୁଣି ଦଣ୍ଡିତ

ନୂଆଦିଲ୍ଲୀ,୩।୨(ପି.ଟି.)- ପୁଣି ଥରେ ଭାରତୀୟ ଦଳକୁ ଅର୍ଥ ଦଣ୍ଡରେ ଦଣ୍ଡିତ ହେବାକୁ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ଭାରତୀୟ ଦଳର ବୋଲିଂ ହାର ଧିମା ରହିଥିଲା। ଦିଆଯାଇଥିବା ସମୟ ସୁଦ୍ଧା ଦଳର ଗୋଟିଏ ଓଭର ବଳକା ରହିଯାଇଥିଲା। ରୋହିତ ଶର୍ମାଙ୍କ…

ଅଜବ ସିରିଏଲ କିଲର୍‌: ଯିଏ ମଣିଷ ନୁହେଁ, ବିଲେଇକୁ କରନ୍ତି ଟାର୍ଗେଟ

ମଣିଷକୁ ମାରୁଥିବା ସିରିଏଲ କିଲର ବିଷୟରେ ତ ଆପଣ ଶୁଣିଥିବେ, କିନ୍ତୁ ବ୍ରିଟେନରେ ଜଣେ ସିରିଏଲ କିଲର୍‌ ଯିଏ ମଣିଷ ନୁହେଁ, ବିଲେଇକୁ ନିଜର ଟାର୍ଗେଟ କରନ୍ତି। ୨୦୧୪ରେ ଦକ୍ଷିଣ ଲଣ୍ଡନର କ୍ରାଏଡନ୍‌ ସହରରେ ବିଲେଇ ହତ୍ୟା ଖବର ପ୍ରଥମେ ସାମ୍ନାକୁ…

ତେଲ ଗୋଦାମ ଉପରେ ଚଢ଼ାଉ: ଭୁବନେଶ୍ୱର ପଠାଗଲା ନମୁନା

ରାୟଗଡ଼ା ଅଫିସ,୩।୨: ରାୟଗଡ଼ାର ଗୌତମନଗରରେ ଥିବା ଏକ ତେଲ ଗୋଦାମ ଉପରେ ଟାଉନ ପୋଲିସ ସୋମବାର ଚଢ଼ାଉ କରିଛି । ଉକ୍ତ ଗୋଦାମରେ ବେଆଇନ ଭାବେ ନିମ୍ନ ମାନର ତେଲ ପ୍ୟାକିଂ କରାଯାଇ ସହରରେ ବିକ୍ରି କରାଯାଉଥିବା ପୋଲିସ ପାଖେ ଖବର…

ଜନ ଆନ୍ଦୋଳନ ସଫଳ: କାର୍ଯ୍ୟକ୍ଷମ ହେଲା ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା

ବରଗଡ଼ ଅଫିସ,୩।୨: ବରଗଡ଼ ସହରବାସୀଙ୍କ ଜନ ଆନ୍ଦୋଳନ ସଫଳ ହୋଇଛି। ସହରବାସୀଙ୍କ ଆନ୍ଦୋଳନ ପରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେରଙ୍କ ସମେତ…

ଜୟାଲଳିଥା ଜଣେ ଗ୍ଲାମରସ୍‌ ଷ୍ଟାର ଥିଲେ: କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଖୁବ୍‌ଶୀଘ୍ର ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟାଲଳିଥାଙ୍କ ବାୟୋପିକରେ ନଜର ଆସିବେ। ‘ଥଲାଇବି’ ନାମକ ଏହି ବାୟୋପିକରେ ଜୟାଲଳିତାଙ୍କ ଜୀବନିକୁ ସ୍ଥାନ ଦିଆଯାଇଛି। ଏଥିରେ ବଲିଉଡ୍‌ ବିୟୁଟି କଙ୍ଗନା ଜୟାଲଳିଥାଙ୍କ ସବୁ ବୟସର ଚରିତ୍ରରେ ନଜର…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ପ୍ରଚାର ମଇଦାନରେ ମୋଦି

ନୂଆଦିଲ୍ଲୀ,୩।୨: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏଥିରେ ପୂର୍ବରୁ ହେଭି ଓ୍ବେଟ୍‌ ରାଜନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ସୋମବାର ପ୍ରଥମକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ମଇଦାନରେ ଦେଖାଦେଇଛନ୍ତି। ସେ ଦିଲ୍ଲୀର କାରକରଡୁମାରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି।…

ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?