୧୦୦ ଅଭିଯୋଗ ଶୁଣିଲେ ଜିଲାପାଳ
ବାଲିଅନ୍ତା,୧୧ା୧୧(ଡି.ଏନ୍.ଏ.): ବାଲିଅନ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସୀତାଂଶୁ କୁମାର ରାଉତ ଯୋଗଦେଇ ୧୦୦ଟି ଅଭିଯୋଗ ଉପରେ ଶୁଣାଣି କରିଥିଲେ । ଏଥିରେ ୯୭ଟି ବ୍ୟକ୍ତିଗତ ଓ…
ପିଏସ୍ଏ ବିଶ୍ୱ ଚାମ୍ପିୟନଶିପ୍ ଘୋଷାଲ ପ୍ରି-କ୍ୱାର୍ଟରରେ
ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ ୧୧-୮, ୧୧-୫, ୧୧-୫ରେ ହରାଇ ଦେଇଛନ୍ତି। ଭାରତର ନମ୍ବର ଓ୍ବାନ ଖେଳାଳି ଘୋଷାଲ ଏପର୍ଯ୍ୟନ୍ତ…
ବିଶ୍ୱ ଟାଇଟଲ ବଜାୟ ରଖିଲେ ଗୁର୍ଜାର
ଦୁବାଇ, ୧୧ା୧୧ (ପି.ଟି.)-ଭାରତର ସୁନ୍ଦର ସିଂ ଗୁର୍ଜାର ପୁରୁଷ ଏଫ୍୪୬ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ବିଶ୍ୱ ପାରା ଆଥଲେଟିକ୍ସ ଟାଇଟଲ ବଜାୟ ରଖିଛନ୍ତି। ଏଥିସହିତ ସେ ଟୋକିଓ ଅଲିମ୍ପିକ୍ ଗେମ୍ସ କୋଟା ହାସଲ କରିପାରିଛନ୍ତି। ଶ୍ରୀଲଙ୍କାର ଦୀନେଶ ପି. ହେରାଥ୍ (୬୦.୫୯…
ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ
ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଏ ନେଇ ଆଲୋଚନା କରାଯାଉଥିଲେ ମଧ୍ୟ…
ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା
ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ ଅନେକ ରୋଗରୁ ମୁକ୍ତି ମିଳିପାରିବ। ପ୍ରାକୃତିକ ଔଷଧୀୟ ଗୁଣରେ ଭରପୁର ଥିବା ଆଲୋଭେରା ଶରୀର…
ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମା’ ଓ ଶିଶୁଙ୍କର ଉପଯୁକ୍ତ ଯତ୍ନ ଲାଗି…
ମାଧୁରୀଙ୍କ ଭାଗ୍ୟ ବଦଳାଇଥିଲା ଫିଲ୍ମ ‘ତେଜାବ’, ପୂରଣ କଲା ୩୧ ବର୍ଷ
ଅଭିନେତା ଅନୀଲ କପୁର ଏବଂ ମାଧୁରୀ ଦୀକ୍ଷିତ ଅନେକ ସଫଳ ସିନେମାରେ ଏକତ୍ର କାମ କରିଛନ୍ତି। ଏମିତି ଏକ ସଫଳ ସିନେମା ହେଲା ‘ତେଜାବ’। ଏହି ଫିଲ୍ମ ପରେ ମାଧୁରୀଙ୍କୁ ଷ୍ଟାରଡମ୍ ମିଳିଥିଲା। ଲୋକେ ତାଙ୍କୁ ମାଧୁରୀ ପରିବର୍ତ୍ତେ ମୋହିନୀ ନାମରେ…
ସୋନିଆଙ୍କ ସହ ଫୋନରେ କଥା ହେଲେ ଉଦ୍ଧବ
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଚାଲିଥିବା ରାଜନୀତି ଡ୍ରାମା ସୋମବାର ସନ୍ଧ୍ୟାରେ ଶେଷ ହୋଇପାରେ। ଶିବସେନାକୁ ସମର୍ଥନ କରିବାକୁ ଯାଇ ଏନ୍ସିପି ନିଜର ମତ ସ୍ପଷ୍ଟ କରିସାରିଛି। ହେଲେ କଂଗ୍ରେସର ମତାମତକୁ ଅପେକ୍ଷା କରାଯାଇଛି। ଏନେଇ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ…
ରଣବୀରଙ୍କୁ ବାଃ ବାଃ କଲେ କପିଳ ଦେବ, ଜାଣନ୍ତୁ କାହିଁକି
ବଲିଉଡ୍ ଅଭିନେତା ରଣବୀର ସିଂଙ୍କ ପ୍ରଶଂସାରେ ପୋତି ପକାଇଛନ୍ତି ପୂର୍ବତନ କ୍ରିକେଟର କପିଳ ଦେବ। କାରଣ ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। ଫିଲ୍ମର ଏକ ଫଟୋ ରଣବୀର ନିଜ ସୋସିଆଲ ଆକାଉଣ୍ଟରେ…
ଅଭିନୟରେ ଟ୍ୟାଲେଣ୍ଟ୍ ଦେଖାଇଲେ ଧାଓ୍ବନ
ଭାରତୀୟ ଦଳର ଓପନର ଶିଖର ଧାଓ୍ବନ ଜଣେ ମଜାକିଆ କ୍ରିକେଟର ଭାବେ ଜଣାଶୁଣା। ପଡିଆରେ ଆକ୍ରମଣାତ୍ମକ ଅନ୍ଦାଜ ଏବଂ ପଡିଆ ବାହାରେ ବିନ୍ଦାସ୍ ନଜର ଆସନ୍ତି ଧାଓ୍ବନ। ବାଂଲାଦେଶ ବିପକ୍ଷ ଟି-୨୦ ସିରିଜ ଖେଳୁଥିବାବେଳେ ଧାଓ୍ବନଙ୍କୁ ଏକ ଭିନ୍ନ ଭୂମିକାରେ ଦେଖିବାକୁ…
ଲତା ମଙ୍ଗେସକର ଅସୁସ୍ଥ
ମୁମ୍ବାଇ,୧୧।୧୧: ସୁର ସାମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ ଥିବା…
ପ୍ରଥମ ଟେଷ୍ଟ: ଇନ୍ଦୋରରେ ପହଞ୍ଚିଲେ ଭାରତ, ବାଂଲାଦେଶ ଦଳ
ଇନ୍ଦୋର,୧୧।୧୧(ପି.ଟି.)- ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ସୋମବାର ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ ଆସି ସ୍ବତନ୍ତ୍ର ବିମାନ ଯୋଗେ ଦେବୀ ଅହଲ୍ୟାବାଇ ହୋଲକାର ବିମାନବନ୍ଦରରେ ଦୁଇ ଦଳ…
Archives


