Home Left

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼: ଛିଡ଼ା ହୋଇ ତାଳିମାରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଛି। ଏଥିରେ ଭାଗ ନେଇଛନ୍ତି ୟୁରୋପୀୟ ୟୁନିଅନ କଣ୍ଟିଜେଣ୍ଟ। ଶକ୍ତି, ଶୌର୍ଯ୍ୟ ଓ ପରାକ୍ରମ ପ୍ରଦର୍ଶନ କରୁଛନ୍ତି ଭାରତୀୟ ସେନା। ପରେଡରେ ଅଭିବାଦନ ଗ୍ରହଣ କରୁଛନ୍ତି ରାଷ୍ଟ୍ରପତି।…

ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…

ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଦିଆଗଲା ୨୧ ତୋପ ସଲାମୀ

ନୂଆଦିଲ୍ଲୀ,୨୬।୧: ଆଜି ସାରା ଦେଶରେ ୭୭ତମ ଗଣତନ୍ତ୍ର ଦିବସ ପାଳନ କରାଯାଉଛି। ଏହି ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କର୍ତ୍ତବ୍ୟ ପଥଠାରେ ମଧ୍ୟ ଗଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହେଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ…

ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ

ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ ଛକରେ ମାଳମାଳ ଗୋରୁ ଗୋଠରେ ପଡ଼ି ରହିଲା ଭଳି ରାସ୍ତାରେ ଶୋଇ ରହୁଥିବା…

ଜଙ୍ଗଲ କିସମ ଜମି ପାକ୍ସରେ ଚାଷୀ ପଞ୍ଜୀକରଣରେ ବାଧକ, ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ଦଲାଲ ହେଉଛନ୍ତି

ମହାକାଳପଡ଼ା, ୨୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଖରିନାସି, ଜମ୍ବୁ, ରାମନଗର, ସୁନିତି ପଞ୍ଚାୟତ ସମେତ ଅନ୍ୟ ଅଞ୍ଚଳରୁ କେତେଜଣ ଧାନ ବ୍ୟବସାୟୀ ଓ ଦଲାଲ ଚାଷୀଙ୍କଠାରୁ ସ୍ବଳ୍ପ ମୂଲ୍ୟରେ ଧାନ କିଣି ମାଲାମାଲ ହେଉଛନ୍ତି।…

କୋରାପୁଟରେ ଉଡ଼ିଲା ତ୍ରିରଙ୍ଗା, ଉପମୁଖ୍ୟମନ୍ତ୍ରୀ କହିଲେ ଭାରତ ଗଠନ ନେଇ ଜାତୀୟ ପତାକା ତଳେ ସମସ୍ତ…

କୋରାପୁଟ,୨୬ା୧(ଅମିତାଭ ବେହେରା): ସୋମବାର କୋରାପୁଟ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ପରେଡରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଆୟୋଜିତ ପରେଡକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପ୍ରଥମେ…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।…

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ ଘଟିଲା ଅଘଟଣ, ବିମାନରେ ଥିଲେ…

ଓ୍ବାଶିଂଟନ୍‌,୨୬।୧: ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌ ଚ୍ୟାଲେଞ୍ଜର୍‌ ୬୦୦ ବିମାନ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ମୋଟ ୮ ଜଣ…

YouTube କଣ୍ଟେଣ୍ଟ କ୍ରିଏଟର୍ସ ହେବେ ମାଲାମାଲ: ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧: YouTube କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଖୁସିଖବର। ଚଳିତବର୍ଷ କଣ୍ଟେଣ୍ଟ କ୍ରିଏଟର୍‌ଙ୍କ ଉପରେ ହେବ ଟଙ୍କା ବର୍ଷା। ସେମାନଙ୍କୁ ଅଧିକ ରୋଜଗାର କରିବାରେ ସାହାଯ୍ୟ କରିବା ପାଇଁ YouTube ଅନେକ ନୂତନ ଉପାୟ ପ୍ରଚଳନ କରୁଛି। YouTube ସିଇଓ ନିଆଲ ମୋହନ…

ନିୟମିତ ଖାଆନ୍ତୁ ଅମୃତଭଣ୍ଡା: ଫାଇଦା ଜାଣିଲେ ଉଡ଼ିଯିବ ହୋଶ୍‌

ଅମୃତଭଣ୍ଡାରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ହଜମ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏଥିରେ ଭିଟାମିନ୍‌-ସି ଭରି ରହିଛି। ତେଣୁ ଏହାକୁ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଅମୃତଭଣ୍ଡାରେ…

ସାଧାରଣତନ୍ତ୍ର ଦିବସରେ ମୋଦିଙ୍କୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ

କଟକ,୨୬।୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ…

ଏଣିକି ଶସ୍ତା ହୋଇଯିବ କାର୍‌: EU-ଭାରତ ମଧ୍ୟରେ ବଡ଼ ଡିଲ୍‌

ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ ଆମଦାନୀ ହେଉଥିବା କାର ଉପରେ ଶୁଳ୍କକୁ ୧୧୦ ପ୍ରତିଶତରୁ ୪୦ ପ୍ରତିଶତକୁ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?