କ୍ୟାଲ୍ସିୟମ
ଆମ ଶରୀରରେ କ୍ୟାଲସିୟମ ପରିମାଣ ସନ୍ତୁଳିତ ରହିଲେ ତାହା ଅସ୍ଥିକୁ ଦୃଢ଼ କରିଥାଏ। ତା’ ସହ ଆମକୁ କେତେକ ରୋଗରୁ ମଧ୍ୟ ରକ୍ଷା କରିଥାଏ। ତେଣୁ ଜଣେ ସୁସ୍ଥ ବ୍ୟକ୍ତି ପ୍ରତିଦିନ ଅତିକମ୍ରେ ୧୦୦-୧୨୦୦ ଗ୍ରାମ କ୍ୟାଲସିୟମ ଜାତୀୟ ଖାଦ୍ୟ ଖାଇବା…
ଏଟିପି ଫାଇନାଲ୍ସ: ଥିମ୍ଙ୍କଠାରୁ ହାରିଲେ ଫେଡରର
ଲଣ୍ଡନ,୧୧।୧୧(ଏଏଫ୍ପି): ସ୍ଥାନୀୟ ଓ୨ ଏରିନାରେ ରବିବାର ଏଟିପି ଫାଇନାଲ୍ସ ଆରମ୍ଭ ହୋଇଛି। ସେସନ ଶେଷରେ ଆୟୋଜିତ ହେଉଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ସୁଇଜରଲାଣ୍ଡ ଅଭିଜ୍ଞ ଖେଳାଳି ରୋଜର ଫେଡରର ଅଷ୍ଟ୍ରିଆର ଡୋମିନିକ ଥିମଙ୍କଠାରୁ ୭-୫, ୭-୫ ସେଟରେ ପରାସ୍ତ…
ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ
ବନ୍ତ,୧୧ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ ବିନୁ ଜେନାଙ୍କ ଗୋଟିଏ ଲେଖାଏ ୩ ବଖରା ଜଳିଯାଇଛି । ଘରେ ଥିବା ନଗଦ…
କାର୍ତ୍ତିକ ଶେଷ ସୋମବାର: ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼
ଜି ଉଦୟଗିରି, ୧୧।୧୧(ଡି.ଏନ୍.ଏ.): କାର୍ତ୍ତିକ ମାସ ଶେଷ ସୋମବାର ନିମନ୍ତେ କନ୍ଧମାଳ ଜିଲା ଜି ଉଦୟଗିରି ଧବଳେଶ୍ବର ମନ୍ଦିରରେ ଭୋରରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି । ଲମ୍ବା ଧାଡିରେ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଅପେକ୍ଷାକରି ଠାକୁରଙ୍କୁ ଦର୍ଶନ କରୁଛନ୍ତି।…
ଅଯୋଧ୍ୟାର ଶହନଓ୍ବାଁ ଗାଁରେ ମସଜିଦ୍ ନିର୍ମାଣ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୧: ସୁନ୍ନୀ ଓ୍ବାକଫ୍ ବୋର୍ଡକୁ ମସଜିଦ୍ ନିର୍ମାଣ ପାଇଁ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଜମି ୧୪ କୋସୀ ପରିକ୍ରମା କ୍ଷେତ୍ର ବାହାରେ ଶହନଓ୍ବାଁ ଗାଁରେ ଦେବାକୁ ନେଇ ଏବେ…
ଟି.ଏନ୍. ଶେଷାନଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଟି.ଏନ୍. ଶେଷାନଙ୍କ ରବିବାର ଚେନ୍ନାଇଠାରେ ହୃଦ୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୮୭ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଶୋକପ୍ରକାଶ କରିଛନ୍ତି। ସେ ଟୁଇଟରେ ଲେଖିଛନ୍ତି,…
ଭାଜପାର ଅହଂକାର ମହାରାଷ୍ଟ୍ର ଜନତାଙ୍କ ପ୍ରତି ଅପମାନ: ସଞ୍ଜୟ
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ଭାଜପା-ଶିବସେନା ମଧ୍ୟରେ ଚାଲିଥିବା ତୁତୁମେମେ ଥମିବାର ନାଁ ନେଉନାହିଁ। ରବିବାର ସରକାର ଗଠନ କରିବାକୁ ଭାଜପା ମନା କରିବା ପରେ ସୋମବାର ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଗଠନ…
କଫ ସମସ୍ୟାର ଘରୋଇ ଉପଚାର
କଫଜନିତ ସମସ୍ୟାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପାୟ ରହିଛି ଯାହାକୁ ଆପଣେଇ ଜଣେ କଫ ସମସ୍ୟାର ପ୍ରାରମ୍ଭିକ ଅବସ୍ଥାରେ ସେଥିରୁ ଉପଶମ ଲାଭ କରିପାରିବ।…
ହୃଦୟ ଜିତିଲେ ରଣବୀର ସିଂ
ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳ ଦେବଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। କପିଳଙ୍କ ଲୁକରେ ରଣବୀରଙ୍କୁ ଠିକ ଭାବରେ ଚିହ୍ନି ମଧ୍ୟ ହେଉନାହିଁ। ଲୁକରେ ରଣବୀର ପୂରା କପିଲଙ୍କ ଭଳି ଦେଖାଯାଉଛନ୍ତି। ଫଟୋରେ ରଣବୀରଙ୍କ ଆଖିରେ ମଧ୍ୟ…
ସରକାରଙ୍କ ବିରୋଧରେ ପ୍ରଦର୍ଶନ: ଏକ ମାସରେ ୩୧୯ ମୃତ; ୧୫ ହଜାରରୁ ଅଧିକ ଆହତ
ବାଗଦାଦ୍,୧୧।୧୧: ସରକାରଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଇରାକ୍ରେ ଗତ ଏକମାସ ଧରି ଲୋକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି ହୋଇ ୩୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୫ ହଜାରରୁ ଅଧିକ…
ପରିବାର ଓ ଡାଇବେଟିସ୍
ଡାଇବେଟିସ୍ ଏକ ବିଶ୍ୱ ସ୍ବାସ୍ଥ୍ୟ ସମସ୍ୟା। ଏହା ଦ୍ରୁତ ହାରରେ ବଢି ଚାଲିଛି। ଏପରି କି ଭାରତ ପାଇଁ ଏହା ମହାମାରୀର ରୂପ ନେଲାଣି ବୋଲି ଚେତାବନୀ ଶୁଣେଇ ସାରିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥା। ଭାରତକୁ ଡାଇବେଟିସ୍ର ରାଜଧାନୀ ଭାବେ ମଧ୍ୟ…
ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା
ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ପ୍ରକାଶ…
Archives


