ପୂର୍ବାଞ୍ଚଳ ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ
ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ (ଓଏସଟିସିଏ) ଆନୁକୂଲ୍ୟରେ ପୂର୍ବାଞ୍ଚଳ ଟେନିସ କ୍ରିକେଟ ଚାମ୍ପିୟନଶିପ୍ର ୩ୟ ସଂସ୍କରଣ ନହରକଣ୍ଟାସ୍ଥିତ ଶ୍ରୀ ଜୟଦେବ କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇ ଯାଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ପଶ୍ଚିମବଙ୍ଗକୁ ୬…
ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା
ଖପା୍ରଖୋଲ,୧୧।୧୧(ଡି.ଏନ୍.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ କେଉଁଆଢେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପରିବାର ଲୋକଙ୍କ…
ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶୈବପୀଠ : ଯେଉଁଠି କଳା ପଥର ପାଲଟେ ଧଳା
ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ଜିଲା ସଦର ବ୍ଲକ ବିରୁଡ଼ା ପଞ୍ଚାୟତ ବାଘେରା ଗ୍ରାମସ୍ଥିତ ଶ୍ରୀଶ୍ରୀ ଧବଳେଶ୍ୱର ମହାଦେବ ବିଜେ ମନ୍ଦିର ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ରାଜାରାଜୁଡ଼ା ଅମଳରୁ ପ୍ରତିଷ୍ଠିତ ମନ୍ଦିରର ଯେଉଁଭଳି ଉନ୍ନତି ହେବା କଥା ତାହା ହୋଇନାହିଁ। ପାହାଡ଼…
ରାଜନଗରର ୩ ବୁଲ୍ବୁଲ୍
ରାଜନଗର, ୧୧।୧୧ (ଡି.ଏନ୍.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍ବୁଲ୍’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍ବୁଲ୍ ପ୍ରଭାବରେ ବର୍ଷା, ପବନ ଲାଗି…
ଟି୨୦ ସିରିଜ ଜିତିଲା ଭାରତ
ନାଗପୁର, ୧୧।୧୧(ପି.ଟି.)- ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୦ ରନରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଏହି ସିରିଜକୁ ଭାରତ ୨-୧ରେ ହାତେଇ ନେଇଛି। ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ରବିବାର…
ବର୍ଷକର ଦାନା ନେଇଗଲା ବୁଲ୍ବୁଲ୍
ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…
ଯେଉଁଠି ହୁଏ ମାଛ ବର୍ଷା
ଆମେରିକାର ଉଟାହରେ ଦେଖିବାକୁ ମିଳେ ଏକ ଅଦ୍ଭୁତ ଦୃଶ୍ୟ। ଏଠାରେ ଆକାଶରୁ ମାଛ ବର୍ଷା ହୋଇଥାଏ। ଏହି ଦୃଶ୍ୟ ଦେଖିବାକୁ ବେଶ୍ ମନଲୋଭା। ମାଉଣ୍ଟେନ୍ ଲେକ୍ ଉପରେ ହୋଇଥାଏ ଏହି ମାଛ ବର୍ଷା। ହେଲେ ଏହା ପ୍ରାକୃତିକ ଭାବେ ନୁହେଁ ଏହା…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…
ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରା
ସାଧାରଣତଃ ଯୋଗ କଲେ ଶରୀର ସୁସ୍ଥ ରହିଥାଏ ବୋଲି ସମସ୍ତଙ୍କୁ ଜଣା। ହେଲେ କେଉଁ ସମୟରେ କେଉଁ ଯୋଗ କରିବା ଉଚିତ୍ ତାହା ଯୋଗଗୁରୁଙ୍କ ପରାମର୍ଶରେ କଲେ ଭଲ। କେବଳ ଯୋଗ ନୁହେଁ କିଛି ମୁଦ୍ରା ମଧ୍ୟ ଶରୀରକୁ ସୁସ୍ଥ ରଖିବାରେ…
ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ
ଆଖି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ। ଏହାଦ୍ୱାରା ଆମେ ସୁନ୍ଦର ପୃଥିବୀକୁ ଦେଖିବା ସଙ୍ଗେ ସଙ୍ଗେ ନିଜର ଜୀବନକୁ ଅତିବାହିତ କରିଥାଉ। ଏଥିପାଇଁ ଆଖିର ଯତ୍ନ ନେବା ଆମ ପାଇଁ ବହୁତ ଜରୁରୀ। ଜାଣନ୍ତୁ ଆଖି ସମସ୍ୟାର କିଛି ଘରୋଇ…
ମହାରାଷ୍ଟ୍ର ଡ୍ରାମା: ଭାଜପାର ନା ପରେ, ଶିବସେନାକୁ ସରକାର ଗଢିବା ପାଇଁ ପଚାରିଲେ ରାଜ୍ୟପାଳ
ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏବେ ହାଇଭୋଲଟେଜ୍ ରାଜନୈତିକ ଡ୍ରାମା ଚାଲିଛି। ରବିବାର ଭାଜପା ସରକାର ଗଢିବା ପାଇଁ ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂହ କୋଶିୟାର ଦ୍ୱିତୀୟ ବୃହତ୍ ପାର୍ଟି ଶିବସେନାକୁ ସରକାର ଗଢିବା ବିଷୟରେ ପଚାରିଛନ୍ତି। ଚଳିତ ବିଧାନସଭା ନିର୍ବାଚନରେ…
ରାହୁଲ, ଶ୍ରେୟାସଙ୍କ ଅର୍ଦ୍ଧଶତକ:ବାଂଲାଦେଶକୁ ୧୭୫ ରନ୍ର ଟାର୍ଗେଟ ଦେଲା ଭାରତ
ନାଗପୁର,୧୦।୧୧: ବାଂଲାଦେଶ ବିପକ୍ଷ ତୃତୀୟ ଟି-୨୦ରେ ଭାରତ ଭମଣକାରୀ ଦଳକୁ ୧୭୫ ରନର ଟାର୍ଗେଟ ଦେଇଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୪ ରନ୍ ସଂଗ୍ରହ କରିଛି। ବାଂଲାଦେଶ…
Archives


