Home Left

ମଧ୍ୟସ୍ଥଙ୍କ ଚୁକ୍ତିରେ ନାହିଁ ସବୁ ପକ୍ଷଙ୍କ ସ୍ବାକ୍ଷର

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ପାଇଁ କେତେକ ପକ୍ଷ ମଧ୍ୟସ୍ଥତା ଲାଗି ରାଜି ହୋଇଥିଲେ ହେଁ ଏହା ସର୍ତ୍ତମୂଳକ ଥିଲା। ଏହାକୁ ମାନିବା କୌଣସି ପକ୍ଷ ପାଇଁ ବାଧ୍ୟତାମୂଳକ ନୁହେଁ ବୋଲି ଅଯୋଧ୍ୟା ରାୟ ପ୍ରକାଶ ବେଳେ…

୪୦ ଦିନିଆ ଶୁଣାଣି ସୁପ୍ରିମକୋର୍ଟ ଇତିହାସରେ ଦ୍ୱିତୀୟ ଦୀର୍ଘତମ

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଦୀର୍ଘ ଦଶନ୍ଧିର ମନ୍ଦିର-ମସ୍‌ଜିଦ ଜମି ବିବାଦ ମାମଲା ଉଭୟ ରାଜନୈତିକ ଓ ଧର୍ମୀୟ ଦୃଷ୍ଟିରୁ ସମ୍ବେଦନଶୀଳ ହୋଇଥିଲାବେଳେ ସୁପ୍ରିମକୋର୍ଟରେ କ୍ରମାଗତ ୪୦ ଦିନ ଧରି ଏହାର ଶୁଣାଣି ହୋଇଥିଲା। ସର୍ବୋଚ୍ଚ ଅଦାଲତ ଇତିହାସରେ ଏହା ଦ୍ୱିତୀୟ ଦୀର୍ଘତମ ଶୁଣାଣି। ୨.୭୭…

ବାବ୍ରୀ ମସ୍‌ଜିଦ ଭଙ୍ଗ ଆଇନର ଉଲ୍ଲଂଘନ

ନୂଆଦିଲ୍ଲୀ,୧୦ା୧୧: ଦୀର୍ଘବର୍ଷର ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଶନିବାର ଐତିହାସିକ ରାୟ ପ୍ରଦାନ କରିଛନ୍ତି। ବିବାଦୀୟ ଜମି ଉପରେ ରାମ ମନ୍ଦିର ନିର୍ମାଣ ପାଇଁ ଅଦାଲତ ଅନୁମତି ଦେବା ସହ ମୁସଲମାନ ପକ୍ଷଙ୍କୁ ମସ୍‌ଜିଦ ନିର୍ମାଣ ଲାଗି ଅନ୍ୟତ୍ର ୫…

ରିଭ୍ୟୁ ପିଟିଶନ ଦାଏର କରିପାରେ ଏଆଇଏମ୍‌ପିଏଲ୍‌ବି

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଅଯୋଧ୍ୟା ରାୟକୁ ନେଇ ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ଅସନ୍ତୋଷ ବ୍ୟକ୍ତ କରିଛି। ଏହା ଉପରେ ରିଭ୍ୟୁ ପିଟିଶନ ଦାଏର ଲାଗି ଏହା ବିଚାର କରିବ ବୋଲି କହିଛି। ତେବେ ଉକ୍ତ ସଂଗଠନର କେତେଜଣ ନେତା…

ଆସ୍ଥାଭୋଟ ବିରୋଧରେ ଯିବ ଏନ୍‌ସିପି

ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭାରେ ଯଦି ଆସ୍ଥାଭୋଟ ନିଆଯାଏ ତେବେ ଭାଜପା ବିରୋଧରେ ଏନ୍‌ସିପି ଭୋଟ ଦେବ ବୋଲି ଏହାର ମୁଖପାତ୍ର ନଓ୍ବାବ ମଲିକ୍‌ କହିଛନ୍ତି। ଯଦି ଶିବସେନା ଭାଜପା ବିରୋଧରେ ଭୋଟ ଦିଏ ତେବେ ଏନ୍‌ସିପି ବିକଳ୍ପ ଚିନ୍ତା କରିବ ବୋଲି…

ମାନସିକ ଶାନ୍ତି ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବ

ସୋନପୁର, ୧୦।୧୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସଭାଗୃହରେ ଉପସଭାପତି ଆଇନଜୀବୀ ଚନ୍ଦ୍ରମଣି ଦାଶଙ୍କ ପୌରୋହିତ୍ୟରେ ଏକ ପ୍ରବଚନ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍ଟ ଅଫ ଲିଭିଂର ଶିକ୍ଷକ ହିମାଂଶୁ କୁମାର ପଣ୍ଡା…

ରାମମନ୍ଦିର ସପକ୍ଷରେ ରାୟ

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ୱର ଅନ୍ୟତମ ବହୁଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ ଶନିବାର ପ୍ରକାଶ ପାଇବା ସହ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ବିବାଦର ସମାଧାନ ହୋଇଛି। ବିବାଦୀୟ…

ମିଳୁନି ପକ୍କାଘର: ଭଙ୍ଗାଘରେ ନିରୁପମାଙ୍କ ପରିବାର

ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ ଆଦରି ତିନି ପୁଅ ଓ ଭୀନ୍ନକ୍ଷମ ଝିଅକୁ ଧରି ଭଙ୍ଗା ଚାଳଘରେ ରହୁଛନ୍ତି। ହେଲେ…

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ମୁଖ୍ୟଅତିଥି, ଜିଲା ସଂସ୍କୃତି…

ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ ଲଗାଇଥିବା ଅଭିଭାବକମାନେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି। ସରକାର ବିଦ୍ୟାଳୟର ମରାମତି…

ସାତକୋଶିଆରେ ପହଞ୍ଚିଲେ ଇଣ୍ଡିଆନ ସ୍କିମର

ଗଣିଆ,୧୦ା୧୧(ଡି.ଏନ.ଏ.): ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରୁଥିବା ବିଦେଶୀ ପକ୍ଷୀ ଇଣ୍ଡିଆନ ସ୍କିମର ପ୍ରତିବର୍ଷ ଭଳି ଚଳିତବର୍ଷ ମହାନଦୀର ବଡମୂଳଠାରେ ଶୁକ୍ରବାର ଦୃଶ୍ୟ ହୋଇଛନ୍ତି। ଶୀତଋତୁ ଆସିଲେ ବିଶେଷ କରି ନଭେମ୍ବର ଆରମ୍ଭରୁ ଫେବୃୟାରୀ ପର୍ଯ୍ୟନ୍ତ ମହାନଦୀର…

ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଜିଲା ଶିକ୍ଷା ଅଧିକାରୀ: ପିଲାଙ୍କ ସହ କଲେ ମଧ୍ୟାହ୍ନଭୋଜନ

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଥାନା ଅଞ୍ଚଳରେ ଥିବା କେତେକ ସ୍କୁଲକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ତାଙ୍କ ସହ ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାର ବେହେରା ଉପସ୍ଥିତ ଥିଲେ। ଜିଲା ଶିକ୍ଷା ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri